ଜିଲାପାଳଙ୍କ କ୍ଷମତା ପ୍ରୟୋଗ କଲେ ନୁନୁକାପଶି ସରପଞ୍ଚ; ବଇଣ୍ଡା ଅଞ୍ଚଳକୁ ୭୨ଘଣ୍ଟା ସଟ୍‌ଡାଉନ ଘୋଷଣା

ବଇଣ୍ଡା,୧୦।୫(ଡି.ଏନ.ଏ.)-ଅନୁଗୋଳ ଜିଲାରେ ରବିବାର ୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ କିଶୋରନଗର ବ୍ଲକ ନୁନୁକାପଶି ସରପଞ୍ଚ ଜଳଧର ସାହୁ ଜିଲାପାଳଙ୍କ କ୍ଷମତା ପ୍ରୟୋଗ କରିଛନ୍ତି। ବଇଣ୍ଡା ସହ ପୁରା ପଞ୍ଚାୟତ ଅଞ୍ଚଳକୁ ସେ ୭୨ ଘଣ୍ଟା ପାଇଁ ସଟଡାଉନ ଘୋଷଣା କରିଛନ୍ତି। ସୋମବାର ତା.୧୧।୫।୨୦୨୦ ସକାଳ ୭ଟାରୁ ଗୁରୁବାର ତା.୧୪।୦୫।୨୦୨୦ ସକାଳ ୭ଟା ପର୍ଯ୍ୟନ୍ତ ସଟ୍‌ଡାଉନ ଘୋଷଣା କରାଯାଇଛି। ଏ ନେଇ ପଞ୍ଚାୟତ ଚିଠି ନଂ. ୬୩/୧୦।୦୫।୨୦୨୦ରେ ଅବଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଗାଇଡ୍‌ଲାଇନକୁ ଅପେକ୍ଷା

ଭୁବନେଶ୍ୱର, ୧୫।୭(ବ୍ୟୁରୋ): ରାଜ୍ୟରେ ଏବେ ୧୫ ଦିନିଆ ଆଂଶିକ ଲକ୍‌ଡାଉନ୍‌ ବା ଅନ୍‌ଲକ୍‌ ପର୍ଯ୍ୟାୟ ଜାରି ରହିଛି। ୧୬ ତାରିଖ ସକାଳ ୬ଟାରେ ଏହା ସରୁଥିବାରୁ...

ବ୍ୟାଙ୍କ୍‌ ସମୟରେ ପରିବର୍ତ୍ତନ: ସକାଳ ୮ଟାରୁ ଦିନ ୨ଟା ଯାଏ ଖୋଲାରହିବ

ଭୁବନେଶ୍ୱର, ୨୩।୪(ବ୍ୟୁରୋ): କରୋନା ସଂକ୍ରମଣ ରୋକିବା ପାଇଁ ଏବେ ଦେଶବ୍ୟାପୀ ଲକ୍‌ଡାଉନ ଜାରି ରହିଛି। ତେବେ ଗ୍ରୀଷ୍ମ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବ୍ୟାଙ୍କଗୁଡିକୁ...

ଅନୁଗୋଳରେ ୩୪୨୨ ବେଡ୍‌ ପ୍ରସ୍ତୁତ

ଅନୁଗୋଳ ଅଫିସ, ୯।୪: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବାରୁ ଏହାକୁ ଦୃଷ୍ଟିରେ ରଖି ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପ୍ରସ୍ତୁତି କାର୍ଯ୍ୟ ହାତକୁ ନିଆଯାଇଛି।...

ଉଠା ଜଳସେଚନ ବିଭାଗ କାର୍ଯ୍ୟାଳୟରୁ ରାତ୍ର ଜଗୁଆଳଙ୍କ ମୃତଦେହ ଉଦ୍ଧାର

କଣିହାଁ,୧୬।୯(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ଉଠାଜଳସେଚନ ବିଭାଗ କାର୍ଯ୍ୟାଳୟରୁ ରାତ୍ର ଜଗୁଆଳଙ୍କ ମୃତଦେହ ସୋମବାର ଉଦ୍ଧାର କରାଯାଇଛି। ମୃତକ ହେଲେ ସ୍ଥାନୀୟ ଟୋଲକବେଡ଼ା ଗ୍ରାମର...

ଭାରତରେ କରୋନା ମୃତ୍ୟୁ ସଂଖ୍ୟା ୭ ହଜାରରୁ ଅଧିକ: ଚାଇନାକୁ ଟପିଲା ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୮।୬: ଭାରତରେ କରୋନା ମହାମାରୀ ଥମିବାର ନାଁ ଧରୁନି। ସୋମବାର ସୁଦ୍ଧା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୫୭ ହଜାର ୪୮୬ରେ ପହଞ୍ଚିଥିବାବେଳେ...

କଟକ ଜିଲାରୁ ୪୩୯, ସହରରୁ ୨୭୬ ପଜିଟିଭ

କଟକ ଅଫିସ,୨୬ା୮- କଟକ ଜିଲାରେ ଲଗାତର ଭାବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ୪୩୯ ଜଣ ଚିହ୍ନଟ ହୋଇଥିବା ବେଳେ ସେଥିରେ ସହରରୁ...

ମିନି ଲକ୍‌ଡାଉନ୍‌ ଜରୁରୀ: ଏମ୍ସ୍‌ ନିର୍ଦ୍ଦେଶକ

ନୂଆଦିଲ୍ଲୀ,୪।୪: ଦେଶରେ କରୋନା ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯିବା ନେଇ ଆଶଙ୍କା ସୃଷ୍ଟି ହୋଇଛି। ତେବେ ପୁଣି ଲକ୍‌ଡାଉନ୍‌ ଘୋଷଣା...

ମହାରାଷ୍ଟ୍ର, କେରଳରେ ବଢ଼ୁଛି ସଂକ୍ରମଣ

ମୁମ୍ବାଇ/ନୂଆଦିଲ୍ଲୀ, ୧୩।୭: ମହାରାଷ୍ଟ୍ର ଏବଂ କେରଳରେ କରୋନା ଭୂତାଣୁର ‘ଆର୍‌’ ଫ୍ୟାକ୍ଟର (ସଂକ୍ରମଣ ହାର) ବଢ଼ୁଥିବାରୁ ଏହାର ଚିନ୍ତାର କାରଣ ହୋଇଛି। ଏହା ଉକ୍ତ ରାଜ୍ୟରେ...

Advertisement
Archives

Model This Week