ଜିଲାପାଳଙ୍କ କ୍ଷମତା ବ୍ୟହାର କରି ମଲ୍ଲୀ ପଶି ବଜାରକୁ ୨୪ଘଣ୍ଟିଆ ସଟ୍‌ଡାଉନ କଲେ ସରପଞ୍ଚ

ପାଟଣା,୨୬।୫(ସ୍ବ.ପ୍ର.): କରୋନା ଭୁତାଣୁ ସଂକ୍ରମଣ ସକାଶେ ଦେଶରେ ଲକ୍‌ଡାଉନ ଜାରି ରହିଛି। ଇତିମଧ୍ୟରେ ପ୍ରବାସୀମାନେ ବିଭିନ୍ନ ପର୍ଯ୍ୟାୟରେ ନିଜ ନିଜ ରାଜ୍ୟକୁ ଫେରିବାରେ ଲାଗିଛନ୍ତି। ସୋମବାର ଗୁଜୁରାଟର ସୁରଟରୁ କିଛି ଲୋକଙ୍କୁ ନେଇ ଏକ ବସ୍‌ କୋଲକାତା ଅଭିମୁଖେ ଯାଉଥିଲା। ସେହି ସମୟରେ ରାଞ୍ଚି ବିଜୟୱାଡା ୨୨୦ ନମ୍ବର ଜାତୀୟ ରାଜପଥର କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲୀ ପଶିଠାରେ ଏହି ଯାତ୍ରୀମାନେ ବସ୍‌ରୁ ଓହ୍ଲାଇ ବିଭିନ୍ନ ଦୋକାନକୁ ଯାଇ ଚା’, ବିସ୍କୁଟ ଓ କଦଳି କିଣିବା ସହ ବଜାରରେ କିଛି ସମୟ ପାଇଁ ବୁଲାବୁଲି କରିଥିଲେ। ଖବର ପାଇ ଘଟଣାସ୍ଥଳରେ ସ୍ଥାନୀୟ ସରପଞ୍ଚ ଭାମାମଣି ଦାସ ପହଞ୍ଚି ବଜାରକୁ ୨୪ ଘଣ୍ଟା ପାଇଁ ସଟ୍‌ଡାଉନ ଘୋଷଣା କରିଛନ୍ତି। ଏଥିସହ ସଂକ୍ରମଣ ଓ ସୁରକ୍ଷାକୁ ଦୃଷ୍ଟିରେ ରଖି ସେ ପାଟଣା ଅଗ୍ନିଶମ ବିଭାଗକୁ ଡକାଇ ଉକ୍ତ ବଜାରକୁ ବିଶୋଧିତ କରାଇଛନ୍ତି। ଆବଶ୍ୟକସ୍ଥଳେ ସଟ୍‌ଡାଉନକୁ ୭୨ଘଣ୍ଟାକୁ ବୃଦ୍ଧି କରାଯିବ ବୋଲି ଭାମାମଣି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷତା ବିକାଶ କେନ୍ଦ୍ରକୁ ଜିଲାପାଳଙ୍କ ପରିଦର୍ଶନ

ଛତ୍ରପୁର,୨୦ା୬(ଡି.ଏନ.ଏ)-ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ବୁଧବାର ପୂର୍ବାହ୍ନରେ ଅଚାନକ ଛତ୍ରପୁରଠାରେ ଥିବା ୨ଟି ଦୀନଦୟାଲ ଉପାଧ୍ୟାୟ ଗ୍ରାମୀଣ କୌଶଲ୍ୟ ଯୋଜନା ଓ ବିଜୁ ଦକ୍ଷତା...

ବିରାଟଙ୍କ ଫନି ଭିଡିଓ ଶେୟାର କଲେ ଅନୁଷ୍କା: ନାଗପୁର ପୋଲିସ ଦେଲା ଏଭଳି ଜବାବ

ମୁମ୍ବାଇ: ଅଭିନେତ୍ରୀ ଅନୁଷ୍କା ଶର୍ମା ଏହି ଲକ୍‌ଡାଉନ ସମୟରେ ସୋସିଆଲ ମିଡିଆରେ ବହୁ ଆକ୍ଟିଭ ରହୁଛନ୍ତି। ପ୍ରାୟ ସମୟରେ ସେ କିଛି ନା କିଛି ମଜାଳିଆ...

ସେପ୍ଟେମ୍ବର ପହିଲାରୁ କଳାହାଣ୍ଡିରେ ଏମ୍‌ଭି ଆକ୍ଟ କଡ଼ାକଡ଼ି ଲାଗୁ

ଭବାନୀପାଟଣା,୩୧।୮(ଡି.ଏନ୍‌.ଏ.): ବର୍ତ୍ତମାନ ଯାନବାହନ ସଂଖ୍ୟା ବଢି ଚାଲିଥିବାରୁ ପ୍ରତିଦିନ ରାସ୍ତାରେ ଦୁର୍ଘଟଣା ଘଟୁଛି। ଏଥିରେ ବହୁ ଧନଜୀବନ ନଷ୍ଟ ହେଉଛି। ଦୁର୍ଘଟଣାଜନିତ ମୃତ୍ୟୁହାର କମାଇବା ପାଇଁ...

ସହରାଞ୍ଚଳ ବିଶୋଧନ ଆରମ୍ଭ କଲା ଗୁଣପୁର ପ୍ରଶାସନ

ଗୁଣପୁର,୪।୪(ଡି.ଏନ୍.ଏ.): ରାୟଗଡା ଜିଲା ଗୁଣପୁର ପୌର ପରିଷଦ ଏବଂ ଅଗ୍ନିଶମ ବିଭାଗ ପକ୍ଷରୁ ଶନିବାର ମିଳିତ ଭାବେ ସହରର ବିଭିନ୍ନ ସ୍ଥାନରେ ବିଶୋଧନ କରାଯାଇଛି। ମେଡିକାଲ,...

ଥାର୍ଡ ଡିଗ୍ରୀ ଅଭିଯୋଗର ତଦନ୍ତ ଆରମ୍ଭ

ପୁରୀ ଅଫିସ,୨୫ା୧୧: ଥାନାରେ ଅଭିଯୁକ୍ତଙ୍କୁ ଥାର୍ଡ ଡିଗ୍ରୀ ନେଇ ପୁରୀ ଜିଲା ଚର୍ଚ୍ଚାରେ ରହିଛି। ପୁରୀ ହାଜତ ମୃତ୍ୟୁର ତାତି ଥମି ନ ଥିବାବେଳେ ପିପିଲି...

ସୋମବାରରୁ ସମସ୍ତ ରୁଟ୍‌ରେ ଚାଲିବ ମୋ ବସ୍‌

ଭୁବନେଶ୍ୱର,୧।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧିରେ ଧିରେ ହ୍ରାସ ପାଉଥିବାରୁ ସରକାର ଲକ୍‌ଡାଉନ୍‌ କଟକଣାକୁ ଆହୁରି କୋହଳ କରିଛନ୍ତି। ପୂର୍ବରୁ ସମଗ୍ର ରାଜ୍ୟରେ ବସ୍‌ ଚଳାଚଳକୁ...

୩୦ ଜିଲାରେ ହେବ ‘ଲୋକକଳା ଦଳ’

ଭୁବନେଶ୍ୱର, ୨୪।୫ (ବ୍ୟୁରୋ):ରାଜ୍ୟରେ ଥିବା ଲୋକକଳା ଦଳଗୁଡ଼ିକୁ ନେଇ ୩୦ ଜିଲାରେ ଗଠନ ହେବ ‘ଲୋକକଳା ଦଳ’। କଳାକାରଙ୍କ ସଶକ୍ତୀକରଣ ଓ ସେମାନଙ୍କ ଜୀବନ ଜୀବିକାର...

ଲୁଗା ଗୋଦାମ ଖୋଲି କେବଳ କ୍ଷତି ସହିଲେନି ବ୍ୟବସାୟୀ, ଗ୍ରାହକଙ୍କୁ ଗଣିବାକୁ ପଡ଼ିଲା ତଣ୍ଡ

ଯାଜପୁର ଅଫିସ,୨।୬: ଲକ୍‌ଡାଉନ୍‌ରେ ଲୁଗା ଗୋଦାମ ଖୋଲିବା ପଡ଼ିଲା ମହଙ୍ଗା। ପରେ ଗୋଦାମ ସିଲ ହେବା ସହିତ ଲୁଗା କିଣିବାକୁ ଭିଡ଼ ଲଗାଇଥିବା ଗ୍ରାହକଙ୍କୁ ତଣ୍ଡଗଣିବାକୁ...

Advertisement


Archives

Model This Week