ଜିଲାପାଳଙ୍କ ପ୍ରତିଶ୍ରୁତି ପରେ ସ୍ବଭାବିକ୍‌ ହେଲା ଲିଙ୍ଗରାଜଙ୍କ ନୀତିକାନ୍ତି

ଭୁବନେଶ୍ୱର,୩।୧(ବ୍ୟୁରୋ): ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ମଙ୍ଗଳବାର ସ୍ବଭାବିକ୍‌
ହୋଇଛି। ଜିଲାପାଳଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବସିଥିଲା। ବୈଠକରେ ଆଲୋଚନା ପରେ ସେବାୟତ ନୀତିକାନ୍ତି ଆରମ୍ଭ କରିଛନ୍ତି। ବିଭିନ୍ନ ଦାବି ନେଇ ସେବାୟତ ନୂଆବର୍ଷରେ ଲିଙ୍ଗରାଜ ପ୍ରଭଙ୍କୁ ଉପବାସ ରଖିଥିଲେ। ବୈଠକରେ ପୂଜାପଣ୍ଡା, ବ୍ରହ୍ମଣ ନିଯୋଗର କର୍ମକର୍ତ୍ତା ସାମିଲ ହୋଇ ସେମାନନଙ୍କ ଦାବି ଜଣାଇଥିଲେ। ଜିଲାପାଳ ଦାବିପୂରଣ ପାଇଁ ପ୍ରତିଶ୍ରୁତି ପରେ ନୀତିକାନ୍ତି ସ୍ବଭାବିକ୍‌
ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ପାଦେ ଆଗକୁ ବଢିଲା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ର: ଏଣିକି ପର୍ଯ୍ୟଟଙ୍କୁ ମିଳିବ…

ଦାରିଙ୍ଗବାଡି, ୨୫।୫ (ଅରୁଣ ସାହୁ):ଓଡିଶାର କଶ୍ମୀର ଭାବେ ପରିଚିତ କନ୍ଧମାଳ ଜିଲା ଦାରିଙ୍ଗବାଡି। ରାଜ୍ୟ ପର୍ଯ୍ୟଟନ ବିଭାଗର ମାନଚିତ୍ରରେ ରହିଥିବା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ରକୁ ରାଜ୍ୟ ସରକାର…

ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତି ଉପରେ ଗୁରୁତ୍ୱାରୋପ: ଏସଆଇଆର୍‌ ଉପରେ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଭଞ୍ଜନଗର ଉପଖଣ୍ଡର ବୁଥସ୍ତରୀୟ ଅଫିସର୍‌ ଏବଂ ସୁପରଭାଇଜରମାନଙ୍କୁ ନେଇ ସ୍ବତନ୍ତ୍ର ସଘନ ସଂଶୋଧନ ତାଲିମ କାର୍ଯ୍ୟକ୍ରମ…

ରାଜପଥ ପାର୍ଶ୍ୱରୁ ମୃତ ହରିଣ ଉଦ୍ଧାର: ଚୋରା ଚାଲାଣ ସନ୍ଦେହରେ…

ବାଲେଶ୍ୱର, ୨୫।୫ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୬୦ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରୁ ଏକ ମୃତ ହରିଣ ଉଦ୍ଧାର ହୋଇଛି। ସଦର ଥାନା ଅନ୍ତର୍ଗତ ନିଧିପଣ୍ଡା…

ଏମିତି କାମ କରି ପ୍ରଶଂସା ସାଉଁଟିଲେ ବସନ୍ତ: ଜିଲାପାଳଙ୍କ ଅଭିଯୋଗ ଶୁଣାଣିବେଳେ…

ଦାରିଙ୍ଗବାଡି, ୨୫।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସଭାଗୃହ ପରିସରରେ ସୋମବାର ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଚାଲିଥିବାବେଳେ ଦେଖିବାକୁ ମିଳିଛି ଏକ ନିଆରା ଘଟଣା। ଲୋକଙ୍କ…

ଅଘଟଣ; ପାଣିରେ ବୁଡି ୨ ବର୍ଷର ଶିଶୁ, ବିଷ ପିଇ ଚତୁର୍ଥ ଶ୍ରେଣୀ ଛାତ୍ର ମୃତ

ହାଟଡିହି/ଛେନାପଦୀ/ଆନନ୍ଦପୁର,୨୫।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ସୋସୋ ଥାନା ଥାନା ଅଞ୍ଚଳରେ ଗତ ରବିବାର ଦୁଇଟି ଦୁଃଖଦ ଘଟଣା ଘଟିଛି । ପୋଡାସିଙ୍ଗିଡ଼ି…

ଶୀଘ୍ର ଭରିଦିଅନ୍ତୁ ପେଟ୍ରୋଲ-ଡିଜେଲ, ପ୍ରତି ଲିଟର ପିଛା ବଢିଯିବ ଏତେ ଟଙ୍କା! ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ, ୨୫।୫: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଶାନ୍ତି ଆଲୋଚନାରେ ସକାରାତ୍ମକ ଅଗ୍ରଗତି ହୋଇଛି। ଏହା ବଜାରରେ ଆଶା ସୃଷ୍ଟି କରିଛି ଯେ ଗତ ତିନି…

ବଢୁଥିବା ପେଟ୍ରୋଲ-ଡିଜେଲ ଦର ଉପରେ ନିର୍ମଳା ସୀତାରାମନ୍‌ଙ୍କ ବଡ଼ ବୟାନ, କହିଲେ ଆଗକୁ…

ନୂଆଦିଲ୍ଲୀ, ୨୫।୫: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ସୋମବାର କହିଛନ୍ତି ଯେ ପେଟ୍ରୋଲ ଏବଂ ଡିଜେଲ ଉପରେ ଉତ୍ପାଦ ଶୁଳ୍କ ହ୍ରାସ କରିବା ଦ୍ୱାରା ପ୍ରାୟ ୧…

ପ୍ରଶାସନର ଅବହେଳା, ଭତ୍ତା ପାଇଁ ୮୨ ବର୍ଷର ବୃଦ୍ଧା ମା’କୁ ଭାରରେ ବୋହିଲେ ପୁଅ

ବନ୍ତ,୨୫।୫(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ସମ୍ମୁଖରେ ସୋମବାର ମଧ୍ୟାହ୍ନରେ ଗଣଧାରଣାର ତୃତୀୟ ଦିନରେ ଏକ ଚକିତ ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri