ଜିଲାପାଳ, ଆରଟିଓ ଅଫିସକୁ ବ୍ରହ୍ମପୁର ସ୍ଥାନାନ୍ତର ଦାବି

ବ୍ରହ୍ମପୁର ଅଫିସ,୫ା୧୦-ଗଞ୍ଜାମ ଜିଲା ସଦର ମହକୁମା ତଥା ଜିଲାପାଳଙ୍କ କାର୍ଯ୍ୟାଳୟ ଓ ଜିଲା ପରିବହନ କାର୍ଯ୍ୟାଳୟ(ଆରଟିଓ)କୁ ବ୍ରହ୍ମପୁରକୁ ସ୍ଥାନାନ୍ତର କରିବାକୁ ଦାବି କରିଛି ଭାରତୀୟ ବିକାଶ ପରିଷଦ ା ଏ ନେଇ ଶୁକ୍ରବାର କୁକୁଡାଖଣ୍ଡି ବିଡିଓଙ୍କୁ ପରିଷଦ ପକ୍ଷରୁ ଦାବିପତ୍ର ପ୍ରଦାନ କରାଯାଇଛି ା ଛତ୍ରପୁରରେ ଏହି ଦୁଇ କାର୍ଯ୍ୟାଳୟ ରହିବା କାରଣରୁ ଜିଲାର ୯୦ ପ୍ରତିଶତ ଲୋକ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ା ଗଞ୍ଜାମ ଜିଲାବାସୀଙ୍କ ସୁବିଧା ସ୍ବାର୍ଥ ଦୃଷ୍ଟିରୁ ଉଭୟ କାର୍ଯ୍ୟାଳୟକୁ ବ୍ରହ୍ମପୁରକୁ ସ୍ଥାନାନ୍ତର କରିବା ଆବଶ୍ୟକ ବୋଲି ପରିଷଦ ଦାବି କରିଛି ା ଆଗାମୀ ଦିନରେ ହେବାକୁ ଥିବା ଛତ୍ରପୁରରେ ୭ ମହଲା ବିଶିଷ୍ଟ ୬ କୋଟି ଟଙ୍କା ବିନିମୟର ନୂତନ ଜିଲାପାଳଙ୍କ କାର୍ଯ୍ୟାଳୟକୁ ବ୍ରହ୍ମପୁରଠାରେ ନିର୍ମାଣ କରିବାକୁ ପରିଷଦର ଦାବିପତ୍ରରେ ଉଲ୍ଲେଖ କରିଛି ା ନଚେତ ଜନସାଧାରଣ ରାସ୍ତାକୁ ଓହ୍ଲାଇବେ ବୋଲି ବିକାଶ ପରିଷଦ ଚେତାବନୀ ଦେଇଛି। ପରିଷଦର ସଭାପତି ସୁରେନ୍ଦ୍ର ପାଣିଗ୍ରାହୀ ଙ୍କ ସମେତ ରଶ୍ମିରଞ୍ଜନ ପାଳ, ମାନବ ଅଧିକାରୀ ସୁରକ୍ଷା ମଞ୍ଚର ଆବାହକ ଅବନୀ କୁମାର ଗୟା, କୁକୁଡାଖଣ୍ଡି ବ୍ଳକର ରାଜେନ୍ଦ୍ର ଦଳ ବେହେରା, ସରିତା ପଣ୍ଡା, ପ୍ରଶାନ୍ତ ମହାରଣା, ଉଦୟନାରାୟଣ ଦାଶ, ସନାତନ ଚୌଧୁରୀ, ସୂର୍ଯ୍ୟନାରାୟଣ ଦାଶ ପ୍ରମୁଖ ଦାବିପତ୍ର ପଦାନ ବେଳେ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

୭୨ତମ ବନ୍ୟପ୍ରାଣୀ ସପ୍ତାହ ପୂର୍ବରୁ ଭଞ୍ଜନଗରରେ ଆଲୋଚନାଚକ୍ର: ବନ୍ୟପ୍ରାଣୀ ସୁରକ୍ଷା ପାଇଁ ସାମୂହିକ ସହଭାଗିତା ଉପରେ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ୭୨ତମ ବନ୍ୟପ୍ରାଣୀ ସପ୍ତାହ ପାଳନ ପୂର୍ବରୁ ମଙ୍ଗଳବାର ଭଞ୍ଜନଗର ଲାଲସିଂ ନର୍ସରୀଠାରେ ଘୁମୁସର ଉତ୍ତର ଓ ଦକ୍ଷିଣ ବନଖଣ୍ଡ ପକ୍ଷରୁ ବନ୍ୟପ୍ରାଣୀ ସୁରକ୍ଷା ଉପରେ…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?