ଜିଲାରେ ଆଉ ୫ କରୋନା ପଜିଟିଭ୍‌ ଚିହ୍ନଟ: ୪ ମହିଳା, ଜଣେ ପୁରୁଷ; ୧୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ବାଲେଶ୍ୱର ଅଫିସ,୨୭ା୪ : ଜିଲାରେ ସୋମବାର ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୫ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରେ ୪ ଜଣ ମହିଳା ଏବଂ ଜଣେ ପୁରୁଷ ରହିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍‌ସାଇଟ୍‌ରୁ ଜଣାପଡ଼ିଛି। ମହିଳାମାନଙ୍କ ବୟସ ଯଥାକ୍ରମେ ୨୨, ୨୩, ୨୯ ଏବଂ ୫୫। ସେହିପରି ପୁରୁଷ ଆକ୍ରାନ୍ତଙ୍କ ବୟସ ୨୭ ବର୍ଷ। ଏମାନଙ୍କ ଠାରେ ସାମାନ୍ୟ ଲକ୍ଷଣ ଥିଲା। ସମସ୍ତେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିଲେ। ତେବେ ଏମାନଙ୍କର ଟ୍ରାଭେଲ୍‌ ହିଷ୍ଟ୍ରି ବର୍ତ୍ତମାନ ସୁଦ୍ଧା ଜଣାପଡ଼ିନାହିଁ।
ସୂଚନାଯୋଗ୍ୟ, ଜିଲାରେ ପୂର୍ବରୁ ୧୦ ଆକ୍ରାନ୍ତ ଚିହ୍ନଟ ହୋଇ ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଭକ୍ତରେ ହେବ ଦେବସ୍ନାନ ନୀତି : ସକାଳ ୫ରୁ ସନ୍ଧ୍ୟା ୭ ଯାଏ ୧୪୪ ଧାରା ଜାରି

ବାରିପଦା ଅଫିସ,୪ା୬- ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ମୟୂରଭଞ୍ଜ ଜିଲା ବାରିପଦାର ଶ୍ରୀଶ୍ରୀ ହରି ବଳଦେବଜୀଉ ମହାପ୍ରଭୁଙ୍କ ମନ୍ଦିରରେ ଶୁକ୍ରବାର ସ୍ନାନପୂର୍ଣ୍ଣିମା ଅନୁଷ୍ଠିତ ହେବ। ଏଥିପାଇଁ...

ସହରରେ କୁଲିଆରି ଶାଗର ପସରା

କେନ୍ଦୁଝର, ୧୮।୪ (ସ୍ବ.ପ୍ର.): ଖରା ଦିନରେ ପତ୍ରଛଡା ପରେ ନୂଆପତ୍ର କଅଁଳିଥାଏ। ସେପରି କୁଲିଆରି ଗଛରେ ମଧ୍ୟ ଏହି ସମୟରେ ପତ୍ର କଅଁଳିଥାଏ। ଏହି କଅଁଳିଆ ପତ୍ରକୁ...

ବିଦ୍ୟୁତ୍‌ ବିଲ୍‌ ଆଦାୟକୁ ନେଇ ଥାନାରେ ମାମଲା

କୁଆମରା,୧୯ା୨(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅଧୀନ ରାଣୀବନ୍ଧ ପଞ୍ଚାୟତର ନାଉପଦା ଗ୍ରାମକୁ ସୋମବାର ବିଦ୍ୟୁତ୍‌ ବିଲ ଆଦାୟ କରିବାକୁ ଯାଇଥିତ୍ବା ନେସ୍କୋ କର୍ମଚାରୀଙ୍କୁ...

ଟ୍ରାଫିକ୍‌ ନିୟନ୍ତ୍ରଣ,ବାଟ ପାଉନି ଜିଲା ପ୍ରଶାସନ

ଦେବଗଡ଼,୧୪।୭(ଡି.ଏନ.ଏ.) – ୧୯୯୪ ମସିହାରେ ଦେବଗଡ଼ ଜିଲା ଗଠନ ହୋଇଥିଲା ା ଇତିମଧ୍ୟରେ ୨୫ ବର୍ଷ ବିତିଛି ା ହେଲେ ପ୍ରଶାସନିକ ଅବହେଳା କାରଣରୁ ଏହି...

ବ୍ଲାଷ୍ଟିଂ ଅନୁମତି ନାହିଁ, ବଢୁଛି ଚୋରାଚାଲାଣ

ଖୋର୍ଦ୍ଧା ଅଫିସ,୧ା୫: ଖୋର୍ଦ୍ଧା ଜିଲାରେ ବେଆଇନ ଭାବେ ପଥର ଖନନ ଓ ମାଙ୍କଡ଼ା ପଥର ଚାଲାଣ ବଢିବାରେ ଲାଗିଛି। ପ୍ରଶାସନ ପକ୍ଷରୁ କେତେକ ପଥର ଖଣିକୁ...

ବାଂଲାଦେଶକୁ ୨୦ ଲକ୍ଷ କରୋନା ଟିକା ଉପହାର ଦେବ ଭାରତ

ନୂଆଦିଲ୍ଲୀ,୧୯।୧: ଭାରତରେ ସାର୍ବଜନୀକ କରୋନା ଟିକା ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଭାରତ ପକ୍ଷରୁ ବାଂଲାଦେଶକୁ ୨୦ଲକ୍ଷ କରୋନା ଟିକା ଉପହାର ପ୍ରଦାନ କରାଯିବ ବୋଲି...

ତିଲକପଙ୍ଗା ସ୍କୁଲରେ ଛତା ଧରି ପିଲା ପଢ଼ିବା ଘଟଣା: ପ୍ରଶାସନ ଚେତିଲା,ଶ୍ରେଣୀଗୃହ ପାଇଁ ହେବ ନୂଆ ଟେଣ୍ଡର

ଫୁଲବାଣୀ ଅଫିସ, ୨୮ା୮- କ. ନୂଆଗାଁ ବ୍ଲକ ସାଇନପଡ଼ା ପଞ୍ଚାୟତର ତିଲକପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବିଭିନ୍ନ ଅବ୍ୟବସ୍ଥା ମଧ୍ୟରେ ଚାଲିଥିଲା। ଶ୍ରେଣୀ ଗୃହରେ ସାମାନ୍ୟ...

ଗୋଟିଏ ରାତିରେ ୩ ଘରୁ ଚୋରି

ବଇଣ୍ଡା,୧୨।୮(ଡି.ଏନ.ଏ.)-ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ସଙ୍ଗେ ୩ଟି ଘରୁ ଟଙ୍କା, ସୁନା ଗହଣା, ରୂପା ସହ ଆସବାବପତ୍ର...

Advertisement
Archives

Model This Week