ଜିଲାରେ ଆଉ ୫ କରୋନା ପଜିଟିଭ୍‌ ଚିହ୍ନଟ: ୪ ମହିଳା, ଜଣେ ପୁରୁଷ; ୧୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ବାଲେଶ୍ୱର ଅଫିସ,୨୭ା୪ : ଜିଲାରେ ସୋମବାର ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୫ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରେ ୪ ଜଣ ମହିଳା ଏବଂ ଜଣେ ପୁରୁଷ ରହିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍‌ସାଇଟ୍‌ରୁ ଜଣାପଡ଼ିଛି। ମହିଳାମାନଙ୍କ ବୟସ ଯଥାକ୍ରମେ ୨୨, ୨୩, ୨୯ ଏବଂ ୫୫। ସେହିପରି ପୁରୁଷ ଆକ୍ରାନ୍ତଙ୍କ ବୟସ ୨୭ ବର୍ଷ। ଏମାନଙ୍କ ଠାରେ ସାମାନ୍ୟ ଲକ୍ଷଣ ଥିଲା। ସମସ୍ତେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିଲେ। ତେବେ ଏମାନଙ୍କର ଟ୍ରାଭେଲ୍‌ ହିଷ୍ଟ୍ରି ବର୍ତ୍ତମାନ ସୁଦ୍ଧା ଜଣାପଡ଼ିନାହିଁ।
ସୂଚନାଯୋଗ୍ୟ, ଜିଲାରେ ପୂର୍ବରୁ ୧୦ ଆକ୍ରାନ୍ତ ଚିହ୍ନଟ ହୋଇ ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରଥ ଗଢ଼ି ମନକଥା ଜଣାଇଲେ ଶୁଭ୍ରାଂଶୁ

ଖୋର୍ଦ୍ଧା ଅଫିସ,୧୩।୭: ଚଳିତ ବର୍ଷ କରୋନା ସଂକ୍ରମଣ ପାଇଁ ଶ୍ରୀକ୍ଷେତ୍ର ବ୍ୟତୀତ ରାଜ୍ୟର ଅନ୍ୟ ସ୍ଥାନରେ ରଥଯାତ୍ରା ବନ୍ଦ ରହିଛି। ଶ୍ରୀକ୍ଷେତ୍ରକୁ ଯାଇ ନ ପାରି...

୧୦ ରାଜ୍ୟରେ ଯଦି କରୋନା ସଂକ୍ରମଣକୁ ରୋକାଯାଇ ପାରିବ ତେବେ ଦେଶ ଜିତିବ କରୋନା ଯୁଦ୍ଧ: ମୋଦି

ନୂଆଦିଲ୍ଲୀ,୧୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୧୦ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କରୋନା ଭାଇରସ ମହାମାରୀର ସ୍ଥିତିକୁ ନେଇ ଆଲୋଚନା କରିଛନ୍ତି। ବୈଠକରେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ...

ପୂର୍ବ ଶତ୍ରୁତାରୁ ଆକ୍ରମଣ: ଭାଇଙ୍କୁ ନ ପାଇ ଭଉଣୀଙ୍କୁ ହାଣିଲେ, ୬ ଅଟକ

ବ୍ରହ୍ମପୁର ଅଫିସ,୧୭ା୮: ବଡବଜାର ଥାନା ଅନ୍ତର୍ଗତ ଲକ୍ଷ୍ମୀନୃସିଂହ ସାହିରେ ଗୋଟିଏ ଗୋଷ୍ଠୀର ମୁଖିଆ ଲବ ସେଠୀଙ୍କୁ ଗୁରୁବାର ରାତିରେ ଅନ୍ୟ ଏକ ଗୋଷ୍ଠୀର କେତେଜଣ ଆକ୍ରମଣ...

ଭୁବନେଶ୍ୱର, ଭଦ୍ରକ ୪୮ ଘଣ୍ଟା ସଟ୍‌ ଡାଉନ୍‌: ଔଷଧ ଦୋକାନକୁ ଛାଡ଼ି ବନ୍ଦ ରହିବ ଅନ୍ୟ ସମସ୍ତ ଦୋକାନ

ଭୁବନେଶ୍ୱର,୩।୪(ବ୍ୟୁରୋ): ଭୁବନେଶ୍ୱର, ଭଦ୍ରକ ଶୁକ୍ରବାର ସନ୍ଧ୍ୟା ୮ଟାରୁ ରବିବାର ସନ୍ଧ୍ୟା ୮ଟା ପର୍ଯ୍ୟନ୍ତ ସଟ୍‌ ଡାଉନ୍‌ ଘୋଷଣା କରାଯାଇଛି। ଏହି ସମୟରେ ଗ୍ରୋସରୀ, ଫଳ, ପରିବା,...

ଗିନିଜ୍‌ ବୁକ୍‌ ରେକର୍ଡ ପାଇଁ ରଥ ଯାଞ୍ଚ

କେନ୍ଦୁଝର,୩ା୮(ଡି.ଏନ.ଏ.)- କେନ୍ଦୁଝରର ଆରାଧ୍ୟ ଦେବତା ଶ୍ରୀ ବଳଦେବଜୀଉଙ୍କ ନନ୍ଦିଘୋଷ ରଥରର ଉଚ୍ଚତା ୭୨ଫୁଟ ଓ ଗୋଲେଇ ୪୫ଫୁଟ। ଏହାକୁ ବିଶ୍ୱର ସର୍ବୋଚ୍ଚ ରଥ କୁହାଯାଇଥାଏ। ଏହାକୁ...

ରଥଯାତ୍ରାରେ ସଂସ୍କାର ଆଣିବା ନେଇ ପ୍ରଶାସନର ପଦକ୍ଷେପରଥରେ ଅଶ୍ଳୀଳ ଉଚ୍ଚାରଣ ବନ୍ଦ

ଜୟପୁର,୧ା୭ (ନି.ପ୍ର)- ଜୟପୁରରେ ଚଳିତବର୍ଷଠାରୁ ରଥ ଉପରେ ଢାହୁକଙ୍କ ଅଶ୍ନୀଳ ଉଚ୍ଚରାଣକୁ ବନ୍ଦ କରିଛି ପ୍ରଶାସନ ା ରଥଯାତ୍ରାରେ ଢାହୁକଙ୍କ ଅଶ୍ଲୀଳ ଇଙ୍ଗିତ ଓ ଉଚ୍ଚାରଣ...

ମାର୍ଚ୍ଚ ୩୧ ସୁଦ୍ଧା ନିଲାମ ହେବ ୨୦ ଖଣି

ଭୁବନେଶ୍ୱର/ଯୋଡ଼ା,୩।୧୨(ବ୍ୟୁରୋ/ଡି.ଏନ୍‌.ଏ. ): ୨୦୨୦ ମାର୍ଚ୍ଚ ୩୧ ସୁଦ୍ଧା ଲିଜ୍‌ ଅବଧି ଶେଷ ହେଉଥିବା ୨୦ ଖଣିର ପୁନଃ ଟେଣ୍ଡର କରାଯିବ। ଏ ନେଇ ଖଣି ଓ...

ଖୁସି ଖବର, ବଜାରରେ ମିଳିବ ମେଡ୍‌ ଇନ୍‌ ଇଣ୍ଡିଆ ଆଣ୍ଟି କରୋନା କ୍ୟାପସୁଲ୍‌…

ନୂଆଦିଲ୍ଲୀ,୧୧।୧୧: ଖୁସି ଖବର। ଏବେ ବଜାରରେ ମେଡ୍‌ ଇନ୍‌ ଇନ୍‌ ଇଣ୍ଡିଆ ଆଣ୍ଟି କରୋନା କ୍ୟାପସୁଲ୍‌ ମିଳିବ। ଖୁବ୍‌ ଶୀଘ୍ର ଏହାର ବ୍ୟବହାର ଲାଗି ଅନୁମତି...

Advertisement
Archives

Model This Week