ଜିଲାରେ ବେଆଇନ ଗୋଚାଲାଣ ବନ୍ଦ ଦାବି: ଏସ୍‌ପିଙ୍କୁ ସାକ୍ଷାତ କଲେ ଏମ୍‌ପି, ବିଧାୟକ

ବାରିପଦା ଅଫିସ,୧୪ା୧୦- ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ରାଜ୍ୟର ସୀମାବର୍ତ୍ତୀ ଜିଲା ହେଉଛି ମୟୂରଭଞ୍ଜ। ଏଠାରେ ପ୍ରତିଦିନ ବେଆଇନ ଭାବେ ଗୋଚାଲାଣ କରାଯାଉଛି। ଏହି ଘଟଣାରେ ଜିଲା ପୋଲିସ କୌଣସି ଆଖି ଦୃଶିଆ ପଦକ୍ଷେପ ନେଉ ନ ଥିବାରୁ କ୍ଷୋଭ ପ୍ରକାଶ କରି ମୟୂରଭଞ୍ଜ ଏମ୍‌ପି ଇଂ. ବିଶେଶ୍ୱର ଟୁଡୁଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଏସ୍‌ପି ପରମାର ସ୍ମିଥ ପୁରୁଷୋତ୍ତମଦାସଙ୍କୁ ସାକ୍ଷାତ କରି ଆଲୋଚନା କରିଛନ୍ତି। ବେଆଇନ ଗୋଚାଲାଣ ଉପରେ ରୋକ୍‌ ଲଗାଇବା ସହ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି। ଏହି ପ୍ରତିନିଧି ଦଳରେ ଉଦଳା ବିଧାୟକ ଭାସ୍କର ମଢ଼େଇ, ବାରିପଦା ବିଧାୟକ ପ୍ରକାଶ ଚନ୍ଦ୍ର ସୋରେନ, ବଡ଼ସାହି ବିଧାୟକ ସନାତନ ବିଜୁଳି, ସାରସକଣା ବିଧାୟକ ଡା.ବୁଢ଼ାନ ମୁର୍ମୁ, ରାଇରଙ୍ଗପୁର ବିଧାୟକ ନବଚରଣ ମାଝୀ, ଯଶୀପୁର ବିଧାୟକ ଗଣେଶରାମ ଖୁଣ୍ଟିଆ, ଭାଜପା ଜିଲା ମୁଖପାତ୍ର କବି ବିଷ୍ଣୁ ଶତପଥୀ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରଙ୍ଗିନ ଅଣ୍ଡାକୁ ନେଇ ଚର୍ଚ୍ଚା

କେନ୍ଦୁଝର, ୨୪।୪ (ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ରାଇସୁଆଁ ମୁସଲିମ ବସ୍ତିର ଅଙ୍ଗନଓ୍ବାଡି କେନ୍ଦ୍ରରେ ପିଲାଙ୍କୁ ମିଳିଥିବା ଅଣ୍ଡାକୁ ନେଇ ଚର୍ଚ୍ଚାର ବିଷୟ ହୋଇଛି। ଏହି...

ସଂକ୍ରିଗୁଡ଼ା ଯିବାକୁ ଆଣ୍ଠୁଏ କାଦୁଅ

ଜୁନାଗଡ,୧୦।୧୦(ଡି.ଏନ୍‌.ଏ.) – କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଚାରଭାଟି ପଞ୍ଚାୟତ ସଂକ୍ରିଗୁଡା ଗ୍ରାମକୁ ସଂଯୋଗ କରୁଥିବା ରାସ୍ତା ଏବେ ମରଣଯନ୍ତା ପାଲଟିଛି। ଦୀର୍ଘବର୍ଷ ହେବ ଏହି...

‘ପଥ ବିକ୍ରେତାଙ୍କୁ ଦିଆଯାଉ ସହାୟତା’

ବାଲେଶ୍ୱର ଅଫିସ, ୨୬।୫-ବାଲେଶ୍ୱର ଷ୍ଟେଶନ ଛକଠାରେ ନ୍ୟାଶନାଲ ହକର ଫେଡ଼େରେଶନ ସଂଯୁକ୍ତ ଓଡ଼ିଶା ପଥ ବିକ୍ରେତା ସଂଘ ପକ୍ଷରୁ ମଙ୍ଗଳବାର ଆନ୍ତର୍ଜାତିକ ପଥ ବିକ୍ରେତା ଦିବସ...

ଆରମ୍ଭ ହେଲା ଧୁଡୁର ଚିକିତ୍ସା

ତେଲକୋଇ,୧୮।୩ (ଡି.ଏନ.ଏ.)-କେନ୍ଦୁଝର ଜିଲା ତେଲକୋଇ ଅଞ୍ଚଳର ଚର୍ଚ୍ଚାରେ ଥିବା ବାର୍‌ହା ଧୁଡୁର ଚିକିତ୍ସା କରାଯାଇଛି। ଜଙ୍ଗଲରେ ୯ ଦିନ ରହିବା ପରେ ଜନପଦକୁ ଫେରିଥିବା ଧୁଡୁକୁ...

୩ ଦଳ ପାଇଁ ଅନେକ ପ୍ରସଙ୍ଗ

କେନ୍ଦ୍ରାପଡ଼ା ଅଫିସ, ୨୩ା୧୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନିମନ୍ତେ ଖୁବ୍‌ଶୀଘ୍ର ତାରିଖ ଘୋଷଣା ହୋଇପାରେ। ଇତିମଧ୍ୟରେ ନିର୍ବାଚନ ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟକୁ ପହଞ୍ଚତ୍ଲାଣି। ନିର୍ବାଚନ...

ଚାରିପଟେ ଆଲୁଅ, ଅନ୍ଧାରରେ ମାଙ୍କଡ଼ହଟିଂ

ଯୋଡ଼ା, ୪।୩(ଡି.ଏନ.ଏ.)- ଚାରି ପାଖରେ ଖଣି। ସବୁଠି ଜଳୁଛି ଉଚ୍ଚଶକ୍ତିିସମ୍ପନ୍ନ ଆଲୋକମାଳା। ହେଲେ ବିଜୁଳି ଆଲୁଅ ଟିକେ ପାଇଁ ଡହଳବିକଳ ହେଉଛନ୍ତି କେନ୍ଦୁଝର ଜିଲା ଯୋଡ଼ା...

ପହିଲି ଭୋଗ ନୀତିରେ ବିଳମ୍ବ

ପୁରୀ ଅଫିସ,୧୬।୧୨: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପହିଲି ଭୋଗ ନୀତି ମଙ୍ଗଳବାର ଅନୁଷ୍ଠିତ ହୋଇଛି। ଚଳିତଥର ନୀତିରେ ସାମାନ୍ୟ ବିଳମ୍ବ ହୋଇଥିବା ଲକ୍ଷ୍ୟ କରାଯାଇଛି। ସାଧାରଣରେ ପହିଲି...

ରତ୍ନସିଂହାସନରେ ମହାପ୍ରଭୁଙ୍କ ସୁନାବେଶ

ପୁରୀ ଅଫିସ,୨୮ା୧୦: ଶ୍ରୀମନ୍ଦିରରେ ସୋମବାର ବିଜୟା ଦଶମୀ ନୀତି ପାଳିତ ହୋଇଛି। ଦ୍ୱାରଫିଟା, ମଙ୍ଗଳ ଆଳତି ଓ ଅବକାଶ ନୀତି ପରେ ରତ୍ନସିଂହାସନରେ ବିରାଜିତ ଦାରୁବିଗ୍ରହଙ୍କ...

Advertisement
Archives

Model This Week