ଜିଲାସ୍ତରୀୟ ବିଜ୍ଞାନଡ୍ରାମା ପ୍ରତିଯୋଗୀତା

ନୂଆପଡା ଅଫିସ,୨|୮-ସ୍ଥାନୀୟ ନ୍ୟାଶନାଲ ହାଇସ୍କୁଲରେ ଜିଲା ଶିକ୍ଷା ବିଭାଗ ପକ୍ଷରୁ ଜିଲାସ୍ତରୀୟ ବିଜ୍ଞାନଡ୍ରାମା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲା ଶିକ୍ଷାଧିକାରୀ ଲକ୍ଷ୍ମଣ କୁମାର ଭୋଇ ଅଧ୍ୟକ୍ଷତା କରିଥିବାବେଳେ ଜିଲା ବିଜ୍ଞାନ ନିରୀକ୍ଷକ ଅଶ୍ୱିନୀ କୁମାର ଭୋଇ, ନ୍ୟାଶନାଲ ହାଇସ୍କୁଲ ପ୍ରଧାନଶିକ୍ଷକ ସୁକାନ୍ତ ସତପଥୀ ପ୍ରମୁଖ ଯୋଗଦେଇଥିବାବେଳେ ବିଚାରକ ଭାବେ ଅମୀୟ ଦାସ, ପ୍ରବୋଧ ହୋତା, ଅମ୍ବିକା ପ୍ରସାଦ ଦାସ ଯୋଗଦେଇଥିଲେ। ଜିଲାର ବିଭିନ୍ନ ହାଇସ୍କୁଲଗୁଡିକରୁ ଛାତ୍ରୀଛାତ୍ରମାନେ ଯୋଗଦେଇଥିଲେ। ଏଥିରେ ଆଦର୍ଶ ବିଦ୍ୟାଳୟ ଝଗ୍ରାହୀ ପ୍ରଥମ ସ୍ଥାନ ଅକ୍ତିଆର କରିଥିବାବେଳେ ଆଦର୍ଶ ବିଦ୍ୟାଳୟ କେଶରାଜପୁର ଦ୍ୱିତୀୟ ଓ ଉନ୍ନୀତ ହାଇସ୍କୁଲ କଲ୍ୟାଣପୁର ତୃତୀୟ ସ୍ଥାନ ଅଧିକାର କରିଥିଲା। ପ୍ରଥମ ସ୍ଥାନ ଅଧିକାର କରିଥିବା ଆଦର୍ଶ ବିଦ୍ୟାଳୟ ଝଗ୍ରାହୀ ଆଗାମୀ ୬ ତାରିଖରେ ବଲାଙ୍ଗୀରରେ ହେବାକୁ ଥିବା ଜୋନାଲସ୍ତରୀୟ ପ୍ରତିଯୋଗିତାରେ ଭାଗ ନେବ। କାର୍ଯ୍ୟକ୍ରମ ପରିଚାଳନାରେ କିଶୋର କୁମାର ପରିଡା, ଜୟନ୍ତ ସିଂଦେଓ ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନ ଦୁଖ୍‌:ଯାଇଥିଲେ ରୁଜ୍‌ଗାର କରି, ଫିରଲେ ଦିବ୍ୟାଙ୍ଗ ହେଇ

ଖଡ଼ିଆଳ,୩୧। ୭(ଡି.ଏନ୍‌.ଏ.): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଖଇରପଦର ଗଁାର ଚରଣ ମାଝି। ସେ ଆଦିବାସୀ ସମାଜର ହେଇଥିଲାବେଲେ କାମ୍‌ଧଁଦାର ଲାଗି ଗୁଜରାଟ ଗାନ୍ଧିଧାମ ଅଂଚଲକେ...

ମର୍ନିଂଓ୍ବାକ୍‌ ବେଳେ ଜଣଙ୍କୁ ଗୋଡ଼େଇ ଗୋଡ଼େଇ ମାରିଲା ହାତୀ

କଣିହାଁ,୨୨ା୧୦(ଡି.ଏନ୍‌.ଏ.): ଅନୁଗୋଳ ଜିଲା ତାଳଚେର ରେଞ୍ଜ କଣିହାଁ ବ୍ଲକ ହରିହରପୁର ପଞ୍ଚାୟତ ଏକଘରିଆ ଗ୍ରାମ ନିକଟରେ ତାଳଚେର ପାଳଲହଡ଼ା ମୁଖ୍ୟ ରାସ୍ତାରେ ଶୁକ୍ରବାର ମର୍ନିଂ ଓ୍ବାକ୍‌...

ଦବିଲା ୧୦ ଲକ୍ଷର ତିତ୍‌ଲି ପ୍ରକଳ୍ପ:ମଧୁପୁର ବନ୍ଧ ଭାଙ୍ଗିବା ଆଶଙ୍କା

ବନ୍ତଳା,୨୪।୯(ଡି.ଏନ.ଏ.) ଅନୁଗୋଳ ବ୍ଲକ ନନ୍ଦପୁର ପଞ୍ଚାୟତ ମଧୁପୁର ପୂର୍ତ୍ତ ବିଭାଗ ରାସ୍ତାକୁ ସଂଯୋଗ କରୁଥିବା ଗ୍ରାମ୍ୟ ରାସ୍ତା ୨୦୧୮ ସାମୁଦ୍ରିକ ଝଡ଼ ତିତ୍‌ଲିରେ ନଷ୍ଟ ହେବା...

ଔଷଧ ଦୋକାନରେ ନିଆଁ: ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ଆଳି,୨୨।୧୦- କେନ୍ଦ୍ରାପଡ଼ା ଜିଲା କଟକ- ଚାନ୍ଦବାଲି ରାସ୍ତାର ଆଳି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ରାସ୍ତାରେ ଥିବା ଦି କେୟାର ଔଷଧ ଦୋକାନରେ ରବିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ...

ଜିଲା ଯୋଗାଣ ବିଭାଗର ଚଢ଼ାଉ: ବେଆଇନ ଗଚ୍ଛିତ ୧୩୮ ବସ୍ତା ଚାଉଳ ଜବତ

ଭଦ୍ରକ ଅଫିସ, ୧୮।୧୨: ଭଦ୍ରକ ଜିଲା ଯୋଗାଣ ବିଭାଗର ଏକ ଚାରିଜଣିଆ ଟିମ୍‌ ବୁଧବାର ଅପରାହ୍ନରେ ସଦର ବ୍ଲକ ଅଧୀନ ଦୈସିଂ ପଞ୍ଚାୟତ ଚଢ଼େୟା ଜେନାସାହିର...

ବୃକ୍ଷ ଶୂନ୍ୟ ହେଉଛି ଖଳିସାହି-କୋସକା ରାସ୍ତା

ଖଣ୍ଡପଡା.୨୬ା୫ (ସ୍ବ.ପ୍ର.):ଜୀବନ୍ତ ତଥା ସବୁଜ ବୃକ୍ଷକୁ ବନ ବିଭାଗର ବିନା ଅନୁମତିରେ କାଟିବା ଆଇନ ଅନୁଯାୟୀ ଦଣ୍ଡନୀୟ । ତେବେ ଗଛଗୁଡିକୁ କିପରି ମାରି ପରେ...

ଜମିଫାଟି ଅଁ।, ମାଡି ଗଲାଣି ଘାସ

ଲୋଇସିଂହା, ୫।୮(ଡି.ଏନ.ଏ.) – ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ସ୍ବଳ୍ପ ବୃଷ୍ଟିପାତ ସତ୍ତ୍ୱେ ୮୦ପ୍ରତିଶତ ଚାଷ ହୋଇଛି। ବର୍ଷାଭାବରୁ ୨୦ ପ୍ରତିଶତ ଚାଷ ହୋଇପାରିନାହିଁ ।...

ଦ୍ରୁତ ଗତିରେ ଚାଲିଛି ମୋହନା ସ୍ମାର୍ଟ ଶ୍ରେଣୀଗୃହ କାର୍ଯ୍ୟ

ଆର.ଉଦୟଗିରି,୨୪।୩(ଡି.ଏନ.ଏ.): ମୋହନା ବ୍ଲକରେ ଦ୍ୱିତୀୟ ଥରରେ ଆସିଥିବା ୧୭ ସ୍ମାର୍ଟ ଶ୍ରେଣୀ ଗୃହ ମଧ୍ୟରୁ ଗ୍ରାମର ବିମଳା ବାଳିକା ଉଚ୍ଚ ବିଦ୍ୟାଳୟ ଏବଂ ସରକାରୀ ଉଚ୍ଚ...

Advertisement
Archives

Model This Week