ଜିଲାସ୍ତରୀୟ ବ୍ୟାଡମିଣ୍ଟନ ପ୍ରତିଯୋଗିତା: ବାଳିକା ବିଭାଗରେ ଦେସ୍ନା, ବାଳକରେ ଆୟୁଷ ଫାଇନାଲକୁ ପ୍ରବେଶ

ବଅଁରପାଳ,୧୦।୮(ଡି.ଏନ୍‌.ଏ.): ଅନୁଗୋଳ ଜିଲା ୟୁନାଇଟେଡ ବ୍ୟାଡମିଣ୍ଟନ ଆସୋସିଏଶନ ପକ୍ଷରୁ ନାଲ୍‌କୋ ବ୍ୟାଡମିଣ୍ଟନ ହଲ୍‌ରେ ଆଯୋଜିତ ଜିଲାସ୍ତରୀୟ ବ୍ୟାଡମିଣ୍ଟନ ପ୍ରତିଯୋଗିତାର ଶନିବାର ଫାଇନାଲ ଦିବସ। ତେବେ ଏଥିରେ ତାଳଚେର, ଅନୁଗୋଳ, ନାଲ୍‌କୋ ଏନ୍‌ଟିପିସି ଟିପିସିପିଏସ୍‌ ଆଦି ଅଞ୍ଚଳର ୫୦ରୁ ଊର୍ଦ୍ଧ୍ୱ ପ୍ରତିଯୋଗୀ ଅଂଶଗ୍ରହଣ କରିଛନ୍ତି। ବାଳିକା ବିଭାଗରେ ଦେସ୍ନା ଜୈନ ଓ ବାଳକ ବିଭାଗରେ ଆୟୁଷ ଦାସ ଫାଇନାଲକୁ ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍‌ଲାଇନ୍‌ ଜୋତାକିଣାରେ ଠକେଇ ମାମଲା: କମ୍ପାନୀକୁ ୬୦ ହଜାର ଜରିମାନା ନିର୍ଦ୍ଦେଶ

କଟକ ଅଫିସ,୨ା୬: ଅନ୍‌ଲାଇନ୍‌ ମାଧ୍ୟମରେ କିଣା ଯାଇଥିବା ୧୩୧୯ ଟଙ୍କାର ଏକ ଜୋତା ପାଇଁ କମ୍ପାନୀକୁ ୬୦ ହଜାର ଟଙ୍କା ଜରିମାନା ଦେବାକୁ କଟକ ଖାଉଟି...

‘ସମାଜର ଉନ୍ନତିରେ ଶ୍ରମିକମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

କେସିଙ୍ଗା,୧ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ କୋଣାର୍କ ସୂତାକଳ ପରିସରରେ ରବିବାର ଶ୍ରମିକ ଦିବସ ପାଳିତ ହୋଇଛି। ସଭାପତି ଲିଙ୍ଗରାଜ ଆଜାଦଙ୍କ ସଭାପତିତ୍ୱରେ ପାଳିତ ଉକ୍ତ...

ଖବରଦାତା ରୋହିତଙ୍କ ପରିବାର ଲାଗି ୧୩ ଲକ୍ଷର ସହାୟତା ରାଶି ଘୋଷଣା

ଭୁବନେଶ୍ୱର,୫।୨(ବ୍ୟୁରୋ): ମାଓବାଦୀଙ୍କ ବିସ୍ଫୋରଣରେ ପ୍ରାଣ ହରାଇଥିବା ଖବରଦାତାଙ୍କ ପରିବାରକୁ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଯୁବ ଖବରଦାତା ରୋହିତ ବିଶ୍ୱାଳ(୪୭)ଙ୍କ ପରିବାରକୁ...

ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟ ଅଡିଟୋରିୟମ୍‌ ହଲ୍‌ ନିର୍ମାଣ ନ ହେଲେ ଛାତ୍ର ଆନ୍ଦୋଳନ ହେବ: ଏବିଭିପି

ଭଦ୍ରକ ଅଫିସ,୨ା୭- ପେଟ୍ରୋଲିୟମ୍‌ ମନ୍ତ୍ରଣାଳୟ ପକ୍ଷରୁ ବର୍ଷକ ପୂର୍ବରୁ ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟ ଅଡିଟୋରିୟମ୍‌ ହଲ୍‌ ନିର୍ମାଣ ଲାଗି ୩.୮୩ କୋଟି ଟଙ୍କାର ଅନୁଦାନ ଆସିଥିଲେ...

ମଦଭାଟି ସ୍ଥାନାନ୍ତର ନେଇ କୃଷକ ନେତାଙ୍କ ଅନଶନ: ପାଣି ପିଆଇ ଅନଶନ ଭାଙ୍ଗିଲେ ଉପଜିଲାପାଳ

ବଡ଼ଗାଁ,୧।୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅଫିସ ସମ୍ମୁଖରେ ମଦଭାଟି ସ୍ଥାନାନ୍ତର ନେଇ ଗତ ୨୫ ତାରିଖରୁ କୃଷକ ନେତା ରବୀନ୍ଦ୍ର ପଟେଲ ଆମରଣ ଅନଶନରେ...

କର୍ନାଟକରେ ଗଞ୍ଜାମ ଶ୍ରମିକ ନିର୍ଯାତିତ

ଦିଗପହଣ୍ଡି,୨୭ା୧୧(ଡି.ଏନ.ଏ.) -କର୍ନାଟକର ଏକ କମ୍ପାନୀରେ ଗଞ୍ଜାମ ଜିଲାର ଶ୍ରମିକଙ୍କୁ ନିର୍ଯାତନା ଦିଆଯାଉଥିବା ଅଭିଯୋଗ ହୋଇଛି। ସେମାନଙ୍କୁ ସୋମବାରଠାରୁ ଖାଇବାକୁ ନ ଦେଇ ରହିଥିବା ଘର ତୁରନ୍ତ...

ଟିଟିପିଏସ୍‌ ଆଜିଠୁ ବନ୍ଦ: ଏନ୍‌ଟିପିସି

ତାଳଚେର,୩୧ା୩(ନି.ପ୍ର.): ଏନ୍‌ଟିପିସି ପରିଚାଳନାଧୀନ ଅନୁଗୋଳ ଜିଲା ତାଳଚେର ଥର୍ମାଲ ପାୱାର ଷ୍ଟେଶନ(ଟିଟିପିଏସ୍‌)କୁ ନେଇ ଲାଗି ରହିଥିବା ନାନା କଳ୍ପନାଜଳ୍ପନାର ମଙ୍ଗଳବାର ଅନ୍ତଃ ଘଟାଇଛନ୍ତି ଏନ୍‌ଟିପିସି କର୍ତ୍ତୃପକ୍ଷ।...

ଅପରେଶନ ପରୀ: ୨ ନାବାଳିକା ଉଦ୍ଧାର

ପାରାଦୀପ,୧ା୮(ସ୍ବ.ପ୍ର.): ଅପରେଶନ ପରୀ ମାଧ୍ୟମରେ ପାରାଦୀପ ଆଦର୍ଶ ଥାନା ଓ ଅଭୟଚାନ୍ଦପୁର ଥାନା ଅଞ୍ଚଳରୁ ପୋଲିସ ୨ ନାବାଳିକାଙ୍କୁ ଉଦ୍ଧାର କରିଛି। ଏଥିସହିତ ସେମାନଙ୍କୁ ଅପହରଣ...

Advertisement
Archives

Model This Week