ଜିଲାସ୍ତରୀୟ ଯୁବ ଉତ୍ସବ: ଉଦ୍‌ଘାଟନ କଲେ ଅତିରିକ୍ତ ଜିଲାପାଳ

ବରଗଡ଼ ଅଫିସ,୨।୧୨: ବରଗଡ଼ ଜିଲା ପ୍ରଶାସନ ତଥା ଜିଲା କ୍ରୀଡ଼ା ବିଭାଗ ପକ୍ଷରୁ ସୋମବାର ଜିଲାସ୍ତରୀୟ ଯୁବ ଉତ୍ସବ ଉଦଘାଟିତ ହୋଇଯାଇଛି। ସ୍ଥାନୀୟ ସୌଖୀନ ରଙ୍ଗମଞ୍ଚରେ ଚାଲିଥିବା ଏହି ଯୁବ ଉତ୍ସବକୁ ଅତିରିକ୍ତ ଜିଲାପାଳ ମିର୍ଦ୍ଧା ଟପ୍ପୋ ଉଦ୍‌ଘାଟନ କରିଥିଲେ। ଦ୍ବିଦିବସୀୟ ଏହି କାର୍ଯ୍ୟକ୍ରମ ମଙ୍ଗଳବାର ଉଦ୍‌ଯାପିତ ହେବ। ଜିଲାର ପ୍ରତି ବ୍ଲକ, ଏନ୍‌ଏସିର ବଛାବଛା ସାଂସ୍କୃତିକ ଦଳ ଏଥିରେ ଭାଗ ନେଇଛନ୍ତି। ଏଠାରୁ ମନୋନୀତ ସାଂସ୍କୃତିକ ଅନୁଷ୍ଠାନ ରାଜ୍ୟସ୍ତରୀୟ ଯୁବ ଉତ୍ସବରେ ଭାଗ ନେବେ। ଉଦ୍‌ଘାଟନୀ ସମାରୋହରେ ବରଗଡ଼ ବାପୁଜୀ ସ୍ବତନ୍ତ୍ର ବିଦ୍ୟାଳୟର ଛାତ୍ରୀମାନେ ସ୍ବାଗତ ସଙ୍ଗୀତ ଗାନ କରିଥିବାବେଳେ ଜିଲା କ୍ରୀଡ଼ା ଅଧିକାରୀ ତୁଷାରକାନ୍ତି ମିଶ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ଦନ୍ତା କଚାଡ଼ି ମାରିବା ଘଟଣା: କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକୋ, ତହସିଲଦାରଙ୍କୁ ଅଟକ

ପାଟଣା,୧୧।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଟେଣ୍ଡେରା ପଞ୍ଚାୟତ ହରିହରପୁର ଗ୍ରାମରେ ଶୁକ୍ରବାର ରାତିରେ ଏକ ଅଭାବନୀୟ ଘଟଣା କ୍ରମରେ ଏକ ଗୋଠଛଡା ଦନ୍ତା ଜଣେ...

ଦେଶୀମଦ ଜବତ, ଜଣେ ଗିରଫ

ବୁଗୁଡ଼ା,୨୪ା୪(ଡି.ଏନ.ଏ.)- ବୁଗୁଡ଼ା ଥାନା ଭଗବାନପୁର ଗ୍ରାମର ଏକ ଗ୍ରୋସରୀ ଦୋକାନରୁ ଗୁରୁବାର ସନ୍ଧ୍ୟାରେ ବୁଗୁଡ଼ା ପୋଲିସ ପାଟ୍ରୋଲିଂ ଟିମ୍‌ ଚଢ଼ାଉ କରି ୯ ଲିଟର ଦେଶୀ...

ପୁଣି ୧୪ ଅନ୍ତେବାସୀ କରୋନା ଆକ୍ରାନ୍ତ

ବ୍ରହ୍ମପୁର ଅଫିସ, ୧୭ା୮- ଗଞ୍ଜାମ ଜିଲାରେ କରୋନାକୁ ନେଇ ଲୋକେ ଭୟଭୀତ ହୋଇ ରହିଛନ୍ତି। ରବିବାର ପୁଣି ବ୍ରହ୍ମପୁର ବାଳ ସୁଧାର ଗୃହର ୧୪ ଅନ୍ତେବାସୀ...

କଟକବାସୀଙ୍କୁ ଡରାଇଲାଣି କରୋନା: ୨୦୦ ଡେଇଁଲା ଆକ୍ରାନ୍ତଙ୍କ ସଂଖ୍ୟା

କଟକ ଅଫିସ,୮।୭- କଟକ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ଶହ ପାର କରିଛି। ବୁଧବାର ଏହି ସଂଖ୍ୟା ୨୦୨ରେ ପହଞ୍ଚିଛି। ମଙ୍ଗଳବାର ସହରରୁ ୪ଜଣ ଆକ୍ରାନ୍ତ...

ତାରିଣୀ ମନ୍ଦିରରୁ ଚୋରି ଘଟଣା: ୩ ଗିରଫ

ଭଦ୍ରକ ଅଫିସ, ୧୫।୯- ଭଦ୍ରକ ଗବସାହି ତାରିଣୀ ମନ୍ଦିରରୁ ଚୋରି ଘଟଣାରେ ଟାଉନ ଥାନା ପୋଲିସ ଶନିବାର ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ...

ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦ ପକ୍ଷରୁ କ୍ରୀଡ଼ା ସାମଗ୍ରୀ ବଣ୍ଟନ

କୁଆଁରମୁଣ୍ଡା, ୧୧।୧୨(ଡି.ଏନ.ଏ.)-ବୁଧବାର କୁଆଁରମୁଣ୍ଡା ବ୍ଲକ ଭାଟିଟୋଲି ପଡିଆରେ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦ ପକ୍ଷରୁ ପାନପୋଷ ଉପଖଣ୍ଡର କୁଆଁରମୁଣ୍ଡା ଓ ନୂଆଗାଁ ବ୍ଲକର ୧୮ଟି ଲେଖାଏଁ...

ମିଳୁନି ବିଧବା ଭତ୍ତା: ଦୁଃଖରେ ଦିନ କାଟୁଛନ୍ତି ପୁଷ୍ପଲତା

ଆଠଗଡ, ୧୫।୧୨(ସ୍ବ.ପ୍ର.): ତିଗିରିଆ ବ୍ଲକ ଅନ୍ତର୍ଗତ ଭିରୁଡା ପଞ୍ଚାୟତର ଗୋଡିଝରିଆ ଗ୍ରାମର ପୁଷ୍ପଲତା ବାରିକ ବିଧବା ଭତ୍ତା ପାଇବାରୁ ବଞ୍ଚତ୍ତ ହୋଇଛନ୍ତି। ସେ ବର୍ଷେ ହେବ...

ପ୍ରୋତ୍ସାହନ ପାଇଁ ପଞ୍ଜୀକରଣ

ଅନୁଗୋଳ ଅଫିସ, ୨୫ା୯ ମହାମାରୀ କରୋନା ସଂକ୍ରମଣ ସାମାନ୍ୟ ଥମିଛି। ହେଲେ ପ୍ରଥମ ଓ ଦ୍ୱିତୀୟ ଲହରରେ ଏହା ନେଇଛି ଅନେକେ ମୁଣ୍ଡ। ଅନୁଗୋଳ ଜିଲାରେ...

Advertisement
Archives

Model This Week