Posted inଭଦ୍ରକ

ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ

ଭଦ୍ରକ ଅଫିସ, ୧୫।୮: ଭଦ୍ରକ କଲେଜ ପଡିଆରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି l ଏହି ଉତ୍ସବରେ ଭଦ୍ରକ ଜିଲାପାଳ ଜ୍ଞାନ ରଞ୍ଜନ ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ମିଳିତ ପରେଡ଼ରେ ଅଭିବାଦନ ଗ୍ରହଣ କରିଥିଲେ l ଜିଲାର ବିଭିନ୍ନ ସ୍କୁଲ ଓ କଲେଜର ପ୍ରାୟ ୪୫ରୁ ଅଧିକ ପରେଡ଼ ଟ୍ରୁପ ମିଳିତ ପରେଡ଼ରେ ଅଂଶଗ୍ରହଣ କରିଥିଲେl ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l


Enter your email to get our daily news in your inbox.

All Right Reserved By Dharitri.Com

ଘର ଛାଡ଼ିଲେ ୨ହଜାରରୁ ଊର୍ଦ୍ଧ୍ୱ ଲୋକ : ୩ ଏନ୍‌ଡିଆର୍‌ଏଫ୍‌, ୨ ଓଡ୍ରାଫ୍‌ ଟିମ୍‌ ମୁତୟନ

ଭଦ୍ରକ ଅଫିସ, ୧୯।୫- ସମ୍ଭାବ୍ୟ ବାତ୍ୟା ଅମ୍ଫନ ମୁକାବିଲା ପାଇଁ ଭଦ୍ରକ ଜିଲା ପ୍ରଶାସନ ସମସ୍ତ ପ୍ରକାର ପ୍ରସ୍ତୁତି ଚୂଡ଼ାନ୍ତ କରିଛି। ଜିଲାରେ ମୋଟ ୩ଟି...

ହାଇଲେବଲ କେନାଲରେ ଘାଇ ଆଶଙ୍କା

ଭଣ୍ଡାରିପୋଖରୀ, ୨୨।୭ (ଡି.ଏନ.ଏ.)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ୩ ନଂ ମୁଖ୍ୟ କେନାଲର ପାର୍ବତୀ ସାଇଫନ ନିକଟରେ ପୁରୁଣା ପାଇପ୍‌ ଭାଙ୍ଗି ପାଣି ଲିକେଜ କରି...

ଆଜୀବନ କାରାଦଣ୍ଡ ଭୋଗୁଥିବା ୫ କଏଦୀ ମୁକ୍ତ

ଭଦ୍ରକ ଅଫିସ,୯।୮: ରାଜ୍ୟ ଆଇନ ବିଭାଗର ବିଜ୍ଞପ୍ତି ତଥା ରାଜ୍ୟ ଜେଲ୍‌ ନିର୍ଦ୍ଦେଶକଙ୍କ ନିର୍ଦ୍ଦେଶ ଅନୁଯାୟୀ ଭଦ୍ରକ ଉପକାରାଗାରରୁ ବୁଧବାର ରାତିରେ ଆଜୀବନ କାରାଦଣ୍ଡ ଭୋଗୁଥିବା...

କ୍ୱାରାଣ୍ଟାଇନ ସେଣ୍ଟରରେ କୋଲକାତା ଫେରନ୍ତାଙ୍କ ଜୀବନ ଗଲା

ଭଦ୍ରକ ଅଫିସ, ୧୦।୬: ଭଦ୍ରକ ଜିଲା ଭଦ୍ରକ ବ୍ଲକ କୋର୍କୋରା ଗ୍ରାମ କ୍ୱାରାଣ୍ଟାଇନ ସେଣ୍ଟରରେ ବୁଧବାର ସକାଳେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ...

ଭଦ୍ରକରେ ବନ୍ଦ ପାଳନ, ପିକେଟିଂ କରି ସହର ସାରା ପଇଁତରା ମାରୁଛନ୍ତି କଂଗ୍ରେସ କର୍ମୀ

ଭଦ୍ରକ ଅଫିସ,୧୫।୨: ତୈଳ ଦର ଅହେତୁକ ବୃଦ୍ଧି ପ୍ରତିବାଦରେ ସୋମବାର କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। କଂଗ୍ରେସର ଓଡିଶା ବନ୍ଦ ଡାକରାର ପ୍ରଭାବ...

ପ୍ରସିଦ୍ଧ କାଳୀପୂଜା ପାଇଁ ସଜେଇ ହେଉଛି ଭଦ୍ରକ

ଭଦ୍ରକ ଅଫିସ, ୨୨।୧୦- ଆଉ ୫ ଦିନ ପରେ ଦୀପାବଳି। ଓଡ଼ିଶା ପ୍ରସିଦ୍ଧ ଭଦ୍ରକ କାଳୀପୂଜା ପାଇଁ ପ୍ରସ୍ତୁତି ଜୋର ଧରିଛି। ବିଭିନ୍ନ ପୂଜା ମଣ୍ଡପରେ...

ପେନ୍‌ସନ୍‌ ପାଇଁ ଟ୍ରଲିରେ ଆସିଲେ ବୃଦ୍ଧ

ତିହିଡ଼ି, ୧୦ା୮(ସ୍ବ.ପ୍ର.)-ଭଦ୍ରକ ଜିଲା ତିହିଡ଼ି ୟୁକୋ ବ୍ୟାଙ୍କ ଶାଖାରୁ ପେନସନ ନେବା ପାଇଁ ଜଣେ ଅସହାୟ ବୃଦ୍ଧ ଟ୍ରଲିରେ ବୁହାହୋଇ ବ୍ୟାଙ୍କକୁ ଆସିଥିବା ଦେଖିବାକୁ ମିଳିଥିଲା।...

ଭଦ୍ରକ ଏକତା ବଜାରର ବ୍ୟବସାୟୀଙ୍କୁ କରୋନା: ୨ ବଜାର ୭୨ ଘଣ୍ଟା ଶଟଡାଉନ

ଭଦ୍ରକ ଅଫିସ,୨୯।୭: ମଙ୍ଗଳବାର ଭଦ୍ରକ ଏକତା ବଜାରରେ ଭ୍ରାମ୍ୟମାଣ କରୋନା ଚିହ୍ନଟ ପ୍ରକ୍ରିୟା ମାଧ୍ୟମରେ ଏକ ବ୍ୟବସାୟିକ ଅନୁଷ୍ଠାନର ମାଲିକ ଓ କର୍ମଚାରୀ କରୋନା ସଂକ୍ରମିତ...

Advertisement


Archives

Model This Week