ଜିଲା ଓକିଲ ସଂଘର କାର୍ଯ୍ୟବନ୍ଦ ଆନ୍ଦୋଳନ

ସୁନ୍ଦରଗଡ଼,୨୧।୧୨(ଡି.ଏନ୍‌.ଏ.) : ପଶ୍ଚିମ ଓଡ଼ିଶାର ସମ୍ବଲପୁରଠାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ ସୁନ୍ଦରଗଡ଼ ଜିଲା ଓକିଲ ସଂଘ ପକ୍ଷରୁ ଶନିବାର ପିକେଟିଂ କରାଯାଇ ସମସ୍ତ କାର୍ଯ୍ୟାଳୟ ବନ୍ଦ କରିଦିଆଯାଇଥିଲା। ଜିଲା ଓକିଲ ସଂଘ ସଭାପତି ଦୁଷ୍ମନ୍ତ କୁମାର ନାଏକ, ଜିଲା ଓକିଲ ସଂଘ ସମ୍ପାଦକ ଅଶୋକ କୁମାର ସ୍ବାଇଁ, ବରିଷ୍ଠ ଆଇନଜୀବୀ ନିମାଇଁ ଚରଣ ନାଏକ, ପରମେଶ୍ୱର ନାଏକ, ପ୍ରହଲ୍ଲାଦ ଅଗ୍ରଓ୍ବାଲ, କମଳ ସେନ, ଯୁଗଳ କିଶୋର ଠାକୁର ପ୍ରମୁଖ ଜିଲା ଓକିଲ ସଂଘ କାର୍ଯ୍ୟାଳୟ ସମ୍ମୁଖରେ ଏକତ୍ରିତ ହୋଇ ମିଳିତ ପିକେଟିଂ କରିଥିଲେ। କୋର୍ଟ କଚେରୀ, ଜିଲାପାଳ, ଉପଜିଲାପାଳ, ଆର୍‌ଟିଓ, ପୌରପାଳକା କାର୍ଯ୍ୟାଳୟ ସହ ରାଜ୍ୟ ସରକାରଙ୍କ ସମସ୍ତ କାର୍ଯ୍ୟାଳୟକୁ ଜିଲା ଓକିଲ ସଂଘ ପକ୍ଷରୁ ବନ୍ଦ କରି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଇସୋଲେଶନ କେନ୍ଦ୍ର ପରିଦର୍ଶନ କଲେ ଦେବଗଡ଼ ବିଧାୟକ

ଦେବଗଡ଼,୧୦ା୪(ଡି.ଏନ୍‌.ଏ.): କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଜିଲାର ବିଭିନ୍ନ ପଞ୍ଚାୟତରେ ଆଇସୋଲେଶନ କେନ୍ଦ୍ର କରାଯାଇଛି। ଇତିମଧ୍ୟରେ ଦେବଗଡ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ଜିଲାର...

କୋଇଡ଼ା ଅଞ୍ଚଳରେ ବାର୍ଡ ଫ୍ଲୁ ଆତଙ୍କ: ରକ୍ତ ନମୁନା ସଂଗ୍ରହ

ବଣାଇଁ,୧୦।୨(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର କୋଇଡ଼ା ଅଞ୍ଚଳରେ ବାର୍ଡ ଫ୍ଲୁ ଆତଙ୍କ ଦେଖାଦେଇଛି l ଗତ ୨୪ ଘଣ୍ଟା ମଧ୍ୟରେ କୋଇଡ଼ାର ଧୋବଲାବେଡା ଓ...

ଲାଞ୍ଚ ପାଇଁ ମୂଲଚାଲ, ଭିଡିଓ ଭାଇରାଲ

ବାରିପଦା ଅଫିସ,୨୨ା୭: ମୟୂରଭଞ୍ଜ ଜିଲା ବଡ଼ସାହି ତହସିଲରେ କାର୍ଯ୍ୟରତ ଜଣେ କର୍ମଚାରୀ ବାଲିଖାଦାନ ସବ୍‌ ଲିଜଧାରୀଙ୍କଠାରୁ ଲକ୍ଷଲକ୍ଷ ଟଙ୍କା ଲାଞ୍ଚ ନେବା ଓ ପରେ ଅଧିକ...

ଗୁଣିଗାରେଡ଼ି ସନ୍ଦେହରେ ଦମ୍ପତିଙ୍କୁ ହତ୍ୟା କରି ଜାଳିଦେଲେ!

ଯାଜପୁର ଅଫିସ,୨୦ା୭: ଯାଜପୁର ଜିଲା କଳିଙ୍ଗନଗର ଥାନା ସୁକିନ୍ଦା ବ୍ଲକ ପିଙ୍ଗଳ ପଞ୍ଚାୟତ ଅନ୍ତର୍ଗତ ନିମପଲ୍ଲୀ ଗ୍ରାମର ଏକ ଦମ୍ପତିଙ୍କୁ ଗୁଣିଗାରେଡ଼ି ସନ୍ଦେହରେ ରବିବାର ବିଳମ୍ବିତ...

ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ଫ୍ୟାମିଲ ପେନ୍‌ସନ୍‌ ପ୍ରଦାନ ମାମଲା: ୩ସପ୍ତାହ ମଧ୍ୟରେ ପଦକ୍ଷେପ ନେବାକୁୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ,୯ା୧୧: ସ୍ବାଧୀନତା ସଂଗ୍ରାମୀଙ୍କ ବିଧବା ସ୍ତ୍ରୀଙ୍କୁ ପେନ୍‌ସନ୍‌ ପ୍ରଦାନ ସମ୍ପର୍କିତ ଏକ ଆବେଦନର ଶୁଣାଣି ଶୁକ୍ରବାର ହାଇକୋର୍ଟରେ ହୋଇଥିଲା। ହାଇକୋର୍ଟ ୩ ସପ୍ତାହ ମଧ୍ୟରେ...

ଉପକୂଳ ନିୟନ୍ତ୍ରିତ ଅଞ୍ଚଳ ସୁରକ୍ଷାରେ ଅବହେଳା

ପୁରୀ ଅଫିସ,୨।୯: ୮୭ ବର୍ଗ କିଲୋମିଟର ପରିବ୍ୟାପ୍ତ ବାଲୁଖଣ୍ଡ ଅଭୟାରଣ୍ୟ ପୁରୀ ବେଳାଭୂମିକୁ ଲାଗି ରହିଛି। ଏହାକୁ ନେଇ ଗଢ଼ିଉଠିଛି ଉପକୂଳ ନିୟନ୍ତ୍ରିତ ଅଞ୍ଚଳ। ଜୈବ...

ଦୁଇ ଘଣ୍ଟା ବିଳମ୍ବରେ ଛାଡ଼ିଲା କେନ୍ଦୁଝର-ଭୁବନେଶ୍ୱର ଟ୍ରେନ୍‌

କେନ୍ଦୁଝର,୧୮।୧(ସ୍ବ.ପ୍ର.): କେନ୍ଦୁଝର-ଭୁବନେଶ୍ୱର ଟ୍ରେନ୍‌ ବୁଧବାର ୨ ଘଣ୍ଟା ବିଳମ୍ବରେ କେନ୍ଦୁଝରଗଡ଼ ଷ୍ଟେଶନରୁ ଛାଡ଼ିଛି। ଇଞ୍ଜିନରେ ସମସ୍ୟା ଦେଖାଦେବାରୁ ଏଭଳି ଘଟିଥିବା ଜଣାପଡ଼ିଛି। ଫଳରେ ଯାତ୍ରୀମାନଙ୍କ ମଧ୍ୟରେ...

ଯୁବତୀଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ, ଯୋଡା ଥାନାରେ ଅଭିଯୋଗ କଲେ ପରିବାର ଲୋକେ

ଯୋଡ଼ା, ୨୨।୧୦(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ଥାନା ଅଞ୍ଚଳର ଜଣେ ଯୁବତୀଙ୍କର ଅଶ୍ଳିଳ ଭିଡିଓ ଭାଇରାଲ ହୋଇଛି। ପୋଲିସ ଏହାର ପ୍ରାରମ୍ଭିକ ତଦନ୍ତ ଆରମ୍ଭ କରିଛି। ତେବେ...

Advertisement
Archives

Model This Week