ଜିଲା ଖଣିଜ ପାଣ୍ଠି କାର୍ଯ୍ୟକାରିତା ସମୀକ୍ଷା: ଆୟବୃଦ୍ଧି ପ୍ରକଳ୍ପ ପ୍ରସ୍ତୁତ କରିବାକୁ ପରାମର୍ଶ

ଅନୁଗୋଳ ଅଫିସ, ୧୮।୯-ଅନୁଗୋଳ ଜିଲା ଖଣିଜ ପାଣ୍ଠିରେ ବିଭିନ୍ନ ବିଭାଗ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପ ଗୁଡ଼ିକର ଅଗ୍ରଗତି ସମ୍ପର୍କରେ ଜିଲାପାଳ ମନୋଜ କୁମାର ମହାନ୍ତି ମଙ୍ଗଳବାର ସମୀକ୍ଷା କରିଛନ୍ତି। ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସଭାଗୃହ ଠାରେ ଅନୁଷ୍ଠିତ ଏହି ବୈଠକରେ ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ କୁମାର ଚମ୍ପତିରାୟ ଓ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଯଦୁନାଥ ହଁାସଦା ପ୍ରମୁଖ ଉପସ୍ଥିତ ଥିଲେ। ଜିଲାରେ ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟ ଜଳ ସମେତ ଜୀବିକା ନିର୍ବାହ କ୍ଷେତ୍ରରେ ଅଧିକ ପ୍ରକଳ୍ପ ପ୍ରଦାନ କରିବାକୁ ଜିଲାପାଳ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ। ସେହିପରି ଲୋକମାନଙ୍କ ଆୟ କିପରି ବୃଦ୍ଧି ହେବ ସେଥିପାଇଁ ଚାରାରୋପଣ, ମୃତ୍ତିକା ସଂରକ୍ଷଣ ଓ ଉଦ୍ୟାନ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମକୁ ନେଇ ପ୍ରକଳ୍ପ ପ୍ରସ୍ତୁତ କରିବାକୁ ଜିଲାପାଳ ପରାମର୍ଶ ଦେଇଥିଲେ।
ଜିଲାରେ ବଡ଼ ବଡ଼ ପ୍ରକଳ୍ପ, ରାସ୍ତା ଓ ପୋଲ ନିର୍ମାଣ କରି ଲୋକମାନଙ୍କ ଯାତାୟାତର ସୁ-ବନ୍ଦୋବସ୍ତ କରିବା ଉପରେ ଜିଲାପାଳ ଗୁରୁତ୍ୱ ପ୍ରଦାନ କରିଥିଲେ। ପାଲଲହଡ଼ା ଓ କଣିହଁାରେ ଅଧିକ ସଂଖ୍ୟକ ପୋଲ ନିର୍ମାଣ ସହ ଖଣି ଅଞ୍ଚଳରେ ଚାରାରୋପଣ ବୃଦ୍ଧି ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ଯେଉଁମାନେ ଜିଲା ଖଣିଜ ପାଣ୍ଠି କାର୍ଯ୍ୟକାରୀ କରୁଛନ୍ତି ସେମାନେ ପ୍ରକଳ୍ପ କାର୍ଯ୍ୟକାରିତା ସମ୍ପର୍କରେ ଏକ ସ୍ବତନ୍ତ୍ର ରେଜିଷ୍ଟର ପରିଚାଳନା କରିବାକୁ ଜିଲାପାଳ ପରାମର୍ଶ ଦେଇଥିଲେ। ଚଳିତ ମାସ ଶେଷ ଭାଗରେ ହେବାକୁ ଥିବା ଜିଲା ଖଣିଜ ପାଣ୍ଠିର ବୋଡ୍‌


Enter your email to get our daily news in your inbox.

All Right Reserved By Dharitri.Com

ଟିଏମ୍‌ସିର ୧୫ ବର୍ଷ ଶାସନର ଘଟିଲା ପତନ: ପଶ୍ଚିମବଙ୍ଗରେ ପ୍ରଥମଥର ପାଇଁ ସରକାର ଗଢ଼ିବ ଭାଜପା

କୋଲକାତା,୪ା୫(ପି.ଟି.):ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ରାଜ୍ୟ ରାଜନୀତିରେ ବଡ଼ ପରିବର୍ତ୍ତନ ଆଣିଛି। ଏଠାରେ ଭାଜପା ବିପୁଳ ବିଜୟ ହାସଲ ସହ ପ୍ରଥମ ଥର ପାଇଁ ରାଜ୍ୟରେ ସରକାର ଗଢ଼ିବାକୁ…

ଆସାମରେ ହ୍ୟାଟ୍ରିକ୍‌ କଲା ଭାଜପା: କଂଗ୍ରେସ ଆଶା ଧୂଳିସାତ୍‌

ଗୁଆହାଟୀ,୪ା୫:ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ଆସାମର ୧୨୬ ଆସନ ବିଶିଷ୍ଟ ବିଧାନସଭାରେ ଭାଜପା ନେତୃତ୍ୱରେ ଏନ୍‌ଡିଏ କ୍ରମାଗତ ତୃତୀୟ ଥର ପାଇଁ ବିଜୟୀ ହୋଇ ହ୍ୟାଟ୍ରିକ୍‌ କରିବାକୁ ଯାଉଛି। ମୁଖ୍ୟମନ୍ତ୍ରୀ…

ରସଗୋଲା କାହାର, ଓଡ଼ିଶାର ନା ପଶ୍ଚିମବଙ୍ଗର: ଭାଜପାର ମହାବିଜୟ ପରେ ଖୋଲାଖୋଲି ଧର୍ମେନ୍ଦ୍ର ପ୍ରଧାନ ଦେଲେ ଏମିତି ଜବାବ

କୋଲକାତା,୪।୫: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ଏଥର ନିର୍ବାଚନ ଫଳାଫଳରେ ଏକ ବଡ଼ ପରିବର୍ତ୍ତନ ଦେଖାଦେଇଛି ଏବଂ ୧୫ ବର୍ଷ ଧରି ଶାସନ କରୁଥିବା…

ଧୋତି-କୁର୍ତ୍ତା ପିନ୍ଧି ଧମାକାଦାର ଏଣ୍ଟ୍ରି କଲେ ପ୍ରଧାନମନ୍ତ୍ରୀ: ଜାଣନ୍ତୁ କ’ଣ ରହିଛି ସ୍ବତନ୍ତ୍ରତା

ନୂଆଦିଲ୍ଲୀ,୪।୫: ପଶ୍ଚିମବଙ୍ଗ, ଆସାମ ଏବଂ ପୁଡୁଚେରୀରେ ଭାଜପାର ଐତିହାସିକ ବିଜୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ଥିବା ଦଳୀୟ ମୁଖ୍ୟାଳୟରେ ସମାବେଶକୁ ସମ୍ବୋଧିତ କରିବାକୁ ପହଞ୍ଚିଥିଲେ।…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ବିଜୟନ୍‌: ସ୍ବାଧୀନତା ପରେ ପ୍ରଥମଥର ପାଇଁ…

ଥିରୁଭାନନ୍ତପୁରମ୍‌,୪।୫: କେରଳମ୍‌ ବିଧାନସଭା ନିର୍ବାଚନର ଫଳାଫଳ ଆସିଛି, ଯଦିଓ ବର୍ତ୍ତମାନ ଅନେକ ନିର୍ବାଚନମଣ୍ଡଳୀରେ ଭୋଟ ଗଣତି ଚାଲିଛି। ଧାରା ଅନୁସାରେ, ବାମପନ୍ଥୀମାନେ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ…

ବହୁ ସଂଖ୍ୟାରେ କର୍ମୀମାନେ ଏକଜୁଟ ହୋଇ ମନାଇଲେ ବିଜୟ ଉତ୍ସବ: ପରସ୍ପରକୁ ମିଠା ଖୁଆଇ…

ହାଟଡିହୀ,୪l୫(ଶୁଭକାନ୍ତ ନାୟକ): ପଶ୍ଚିମବଙ୍ଗରେ ଭାଜପାର ବାଜିମାତକୁ ନେଇ କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀଠାରେ ସୋମବାର ସନ୍ଧ୍ୟାରେ ଭାଜପା ବିଜୟ ଉତ୍ସବ ପାଳନ କରିଛି ।…

ଭାଜପାର ପ୍ରଚଣ୍ଡ ବିଜୟ: ବାଣ ଫୁଟାଇ, ବାଜା ବଜାଇ ନାଚ ଗୀତରେ ମସଗୁଲ ହେଲେ ଭାଜପାକର୍ମୀ

ଅତାବିରା, ୪।୫(ଯୁଧିଷ୍ଠିର ମହାପାତ୍ର): ପଶ୍ଚିମବଙ୍ଗର ଜନସାଧାରଣ ଅନ୍ୟାୟ ବଦଳରେ ନ୍ୟାୟ ଏବଂ ଭୟ ବଦଳରେ ଭରସାକୁ ବାଛିଛନ୍ତି । ଭାଜପାକୁ ବିପୁଳ ସମର୍ଥନ ପାଇଁ ପଶ୍ଚିମବଙ୍ଗର ଏହି…

ଶିବ ମନ୍ଦିର ନିକଟରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦିଆଯାଇଥିବା ସନ୍ଦେହ

ଦିଗପହଣ୍ଡି,୪।୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ଗ୍ରାମ ଶ୍ରୀ ନାଗେଶ୍ୱର ଶିବ ମନ୍ଦିର ନିକଟରୁ ସୋମବାର ସନ୍ଧ୍ୟାରେ ପୋଲିସ ଜଣେ ବ୍ୟକ୍ତିଙ୍କ ମୃତଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri