ଜିଲା ନିର୍ମାଣ ଶ୍ରମିକ ସଂଘ ପକ୍ଷରୁ ରାସ୍ତାରୋକୋ

ସମ୍ବଲପୁର,୬।୧୨(ବ୍ୟୁରୋ): ସମ୍ବଲପୁର ଜିଲା ଯୁଗ୍ମ ଶ୍ରମ ଆୟୁକ୍ତ କାର୍ଯ୍ୟାଳୟରେ ଜିଲା ନିର୍ମାଣ ସଂଘ ସମନ୍ବୟ ସମିତି ପକ୍ଷରୁ ଶୁକ୍ରବାର ରାସ୍ତାରୋକୋ କରାଯାଇଛି। ଶତାଧିକ ମହିଳା ପୁରୁଷ ଶ୍ରମିକ ଉଥାପଡ଼-ଜେଛକ ରାସ୍ତାରେ ବସି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏ ନେଇ ଏକ ପ୍ରତିନିଧି ଦଳ ଜିଲା ଶ୍ରମ ଆୟୁକ୍ତଙ୍କ ସହ ଆଲୋଚନା କରିଛନ୍ତି। ପ୍ରାୟ ଏକ ଘଣ୍ଟା ଧରି ରାସ୍ତାରୋକୋ ଜାରି ରହିଛି।
ସୂଚନାଯୋଗ୍ୟ ଶ୍ରମିକମାନେ ପ୍ରଥମେ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ଦାବିପତ୍ର ପ୍ରଦାନ କରି ବିରାଟ ରାଲିରେ ଜିଲା ଶ୍ରମ ଆୟୋଗ କାର୍ଯ୍ୟାଳୟକୁ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁଗୁଡ଼ାରେ ଭାରତ ବନ୍ଦର ପ୍ରଭାବ

ବୁଗୁଡ଼ା,୨୭।୯(ଡି.ଏନ୍‌.ଏ.): କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ପ୍ରତ୍ୟାହାର ଦାବିରେ କୃଷକ ସଂଗଠନ ପକ୍ଷରୁ ସୋମବାର ଭାରତ ବନ୍ଦ ଡାକରା ଦିଆଯାଇଥିଲା। ଗଞ୍ଜାମ ଜିଲା ବୁଗୁଡ଼ାରେ ଏହାର...

କଂଗ୍ରେସ ଗଡ଼ରୁ ବାହାରିଲେ ନି କେହି: ଜଣେ କରୁଛନ୍ତି ବିକ୍ଷୋଭ

ଜୁନାଗଡ଼,୧୫।୨: କେନ୍ଦ୍ର ସରକାରଙ୍କ ପେଟ୍ରୋଲ, ଡିଜେଲ ଓ ଇନ୍ଧନ ଗ୍ୟାସ ଦର ବୃଦ୍ଧି ବିରୋଧରେ ସୋମବାର କଂଗ୍ରେସ ପକ୍ଷରୁ ରାଜ୍ୟରେ ୬ ଘଣ୍ଟିଆ ବନ୍ଦ ଡାକରା...

ପୋଲିସକୁ ଧକ୍କା ଦେଇ ଖସି ପଳାଇଲେ ଅଭିଯୁକ୍ତ

କଟକ ସଦର,୧୨ା୧୧(ଡି.ଏନ୍‌.ଏ.): କଟକ ସଦର ଥାନା ହାଜତରୁ ଗୁରୁବାର ସକାଳେ ଜଣେ ଅଭିଯୁକ୍ତ ଚମ୍ପଟ ମାରିଛନ୍ତି। ସେ ହେଲେ ବ୍ରାହ୍ମଣଝରିଲୋ ଅଞ୍ଚଳର ବସିର ଖଁା ଓରଫ୍‌...

ଜିଲା ଯୋଗାଣ ଓ ଖାଉଟି ବିଭାଗ ପକ୍ଷରୁ ବିଭିନ୍ନ ଗୋଦାମରେ ଚଢ଼ାଉ

ବାହାନଗା,୧୧।୪(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକର ବିଭିନ୍ନ ଗୋଦାମ ଉପରେ ଜିଲା ଯୋଗାଣ ଓ ଖାଉଟି ବିଭାଗ ପକ୍ଷରୁ ଶନିବାର ଚଢ଼ାଉ କରାଯାଇଛି। କରୋନା ଭାଇରସ୍‌...

ପୁଣି ୩୨ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ନୋଟିସ

ଦାରିଙ୍ଗବାଡ,୪।୫(ଡି.ଏନ.ଏ)- ଲକ୍‌ଡାଉନ ପରେ ସମସ୍ତ ବିଦ୍ୟାଳୟ ସମେତ ଅଙ୍ଗନାୱାଡ଼ିକେନ୍ଦ୍ର, କଲେଜ ଆଦିକୁ ସରକାର ଛୁଟି ଘୋଷଣା କରିଥିଲେ। ମାତ୍ର ସମସ୍ତ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ହେଡକ୍ୱାଟରରେ ରହିବାକୁ ନିର୍ଦ୍ଦେଶ...

ବିଧାୟକଙ୍କୁ ଆକ୍ରମଣ ଘଟଣା : ୫ ଗିରଫ

କେନ୍ଦୁଝର,୧୪।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ବିଧାୟକଙ୍କ ଗାଡ଼ି ଉପରକୁ ବୋମାମାଡ଼ ଘଟଣାରେ ପୋଲିସ ୫ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ବ୍ୟକ୍ତିମାନେ ହେଲେ...

ପ୍ରଶ୍ନର ଉତ୍ତର ଦେଇ ନ ପାରିବାରୁ ତାତିଲେ ଶିକ୍ଷୟିତ୍ରୀ: ୭ ପିଲାଙ୍କୁ ନିସ୍ତୁକ ପିଟିଲେ

ନବରଙ୍ଗପୁର/ଉମରକୋଟ,୨୮।୭(ବି.ପ୍ର/ଡି.ଏନ.ଏ): ଶିକ୍ଷୟିତ୍ରୀ ପଚାରିଥିବା ପ୍ରଶ୍ନର ଉତ୍ତର ଦେଇ ପାରି ନ ଥିଲେ ୩ୟ ଶ୍ରେଣୀର ଛାତ୍ରୀଛାତ୍ର। ଏଥିରେ ଶିକ୍ଷୟିତ୍ରୀ ରାଗିଯାଇ ଛାତ୍ରୀଛାତ୍ରଙ୍କୁ ନିର୍ଧୂମ ମାଡମାରିଥିଲେ। ଏଥିରେ...

ଗୁଣି ଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ନିର୍ମମ ହତ୍ୟା, କୁଡ଼ିଆରୁ ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ ମୃତଦେହ ଉଦ୍ଧାର

ବଣାଇଁ,୯।୧୦(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡ ଲହୁଣିପଡ଼ା ଥାନା କୁଳିପୋଷ ଗ୍ରାମ ସଲଗ୍ନ ଶାଗୁଳିହୁଡ଼ି, ଖଡ଼ିଆମୁଣ୍ଡା ଜଙ୍ଗଲରେ ରହୁଥିବା ଜଣେ ବୃଦ୍ଧଙ୍କୁ ମଙ୍ଗଳବାର ରାତିରେ ନିର୍ମମ...

Advertisement


Archives

Model This Week