ଜିଲା ପୋଲିସ ମୁଖ୍ୟାଳୟକୁ ବଡ଼ସାହି ଥାନା ଅଧିକାରୀଙ୍କ ବଦଳି

ବାରିପଦା ଅଫିସ,୧୨।୧୧: ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧିକାରୀ ବିଶ୍ୱଜ କୁମାର ରାଉତରାୟଙ୍କୁ ସୋମବାର ରାତିରେ ଜିଲା ପୋଲିସ ମୁଖ୍ୟାଳୟକୁ ବଦଳି କରାଯାଇଛି। ବଡ଼ସାହି ଥାନାର ସମସ୍ତ ଦାୟିତ୍ୱ ସବ୍‌ଇନ୍ସପେକ୍ଟର ମଞ୍ଜୁଲତା ଧଡାଙ୍କୁ ପ୍ରଦାନ କରାଯାଇଛି। ଏ ନେଇ ଏସ୍‌ପି ପରମାର ସ୍ମିଥ ପୁରୁଷୋତ୍ତମ ଦାସ ସୂଚନା ଦେଇଛନ୍ତି। ତେବେ ବିଭାଗୀୟ ନିର୍ଦ୍ଦେଶ ବଦଳରେ ଡିଆଇବିରୁ ଥାନାକୁ ଏହି ସୂଚନା ଦିଆଯାଇଥିଲା। ଆଡ୍‌ମିନିଷ୍ଟ୍ରେଟିଭ ଗ୍ରାଉଣ୍ଡରେ ତାଙ୍କୁ ବଦଳି କରାଯାଇଥିବା ଦର୍ଶାଯାଇଛି। ହଠାତ୍‌ ଥାନା ଅଧିକାରୀଙ୍କ ଏହି ବଦଳିକୁ ନେଇ ବଡ଼ସାହିରେ ନାନା ଆଲୋଚନା ହେଉଥିବା ବେଳେ ଜିଲା ପୋଲିସ ମହଲରେ ମଧ୍ୟ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ପରଲୋକରେ ପାଟଣାର ପୂର୍ବତନ ବିଧାୟକ ରାମରାୟ ମୁଣ୍ଡା

ପାଟଣା,୧୮ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରାମରାୟ ମୁଣ୍ଡାଙ୍କର ଶନିବାର ପାଟଣା ବ୍ଲକ ଚାକୁଣ୍ଡାପାଳସ୍ଥିତ ବାସଭବନରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୮୩...

ରେଳବାଇ ଜାଗାରୁ ଗଛକଟା: ଜେଲ୍‌ ଗଲେ ଅଭିଯୁକ୍ତ କାଠ ବେପାରୀ

ରୂପ୍‌ସା, ୪।୯(ଡି.ଏନ.ଏ.)-ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବାଲେଶ୍ୱର ଜିଲା ରାଜଘାଟ ରେଳଷ୍ଟେଶନ ପାଖ ରେଳବାଇ ଜାଗାରେ ଥିବା ଏକ ଜଙ୍ଗଲରୁ ଅବାଧ ଗଛକଟା ନେଇ...

ସମ୍ଭାବ୍ୟ ବନ୍ୟା ନେଇ ଏସ୍‌ଏମ୍‌ସିର ପ୍ରସ୍ତୁତି

ସମ୍ବଲପୁର,୧୭।୮(ବ୍ୟୁରୋ): ହୀରାକୁଦ ଜଳଭଣ୍ଡାରର ୪୦ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି। ଅନ୍ୟପଟେ ମଙ୍ଗଳବାର ସମ୍ବଲପୁର ମହାନଗର ନିଗମର କେତେକ ଅଞ୍ଚଳରେ ବର୍ଷା ହୋଇଛି। ଏସ୍‌ଏମ୍‌ସି...

ସମୁଦ୍ର କୂଳରୁ ପୁଣି ମୃତ ଡଲ୍‌ଫିନ ଠାବ

ପାରାଦୀପ,୧୧।୧୧(ସ୍ବ.ପ୍ର.):ପାରାଦୀପ ସମୁଦ୍ର କୂଳରୁ ଗୁରୁବାର ପୁଣି ଏକ ମୃତ ଡଲ୍‌ଫିନ ମାଛ ମିଳିଛି। କୁଜଙ୍ଗ ବନାଞ୍ଚଳ ବିଭାଗ ପକ୍ଷରୁ ତାକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି ବୋଲି...

ଶିଳ୍ପାଞ୍ଚଳ ମହିଳା ମହାବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇଲେ ଛାତ୍ରୀ

ତାଳଚେର, ୨୭ା୬(ନି.ପ୍ର.) : ଶିଳ୍ପାଞ୍ଚଳ ମହିଳା ମହାବିଦ୍ୟାଳୟର ମୁଖ୍ୟ ଫାଟକରେ ଛାତ୍ରୀମାନେ ତାଲା ପକାଇ ଦେଇଛନ୍ତି। ଏନେଇ ସେଠାରେ ଉତ୍ତେଜନା ପ୍ରକାଶ ପାଇଛି। ୨୬ ତାରିଖରେ...

ପଲ୍ଲିଶ୍ରୀ ମେଳାରେ ଭିଡ଼, ନାହିଁ କରୋନା ଭୟ

ପାରାଦୀପ,୬ା୧(ସ୍ବ.ପ୍ର.): ପାରାଦୀପ ସମୁଦ୍ର ବେଳାଭୂମି କଳିଙ୍ଗ ବାଲିଯାତ୍ରା ପଡିଆରେ ଗତ ୩ ତାରିଖରୁ ଚାଲିଛି ପଲ୍ଲିଶ୍ରୀ ମେଳା। ଜଗତ୍‌ସିଂହପୁର ଜିଲା ପ୍ରଶାସନ ପକ୍ଷରୁ ଆୟୋଜିତ ଏହି...

କଲେଜ ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଛାତ୍ରଙ୍କ ଧାରଣା

ନିରାକାରପୁର,୧୯।୮(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତରେ ଥିବା କେବିଡିଏଭି କଲେଜରେ ଶୁକ୍ରବାର ଛାତ୍ର ଅଶାନ୍ତି ଦେଖାଦେଇଛି। ୩ ଦଫା ଦାବି ପୂରଣ ନେଇ ଅଞ୍ଚଳର ଜନପ୍ରତିନିଧି...

ପଞ୍ଚାୟତ ସମିତି ବୈଠକ ବାତିଲ: ଅଧକ୍ଷ ନିବାଚନ ସ୍ଥଗିତ

କଟକ ସଦର,୬।୭(ଡି.ଏନ୍‌. ଏ.): କଟକ ସଦର ବ୍ଲକ ଅଧକ୍ଷ ନିର୍ବାଚନ ପାଇଁ ବୁଧବାର ସ୍ବତନ୍ତ୍ର ବୈଠକ ଡକାଯାଇଥିଲା। ମାତ୍ର ନିର୍ଦ୍ଧାରିତ ସମୟ ୧୧ଟା ସୁଦ୍ଧା କେହି...

Advertisement
Archives

Model This Week