ଜିଲା ପ୍ରଶାସନ ପକ୍ଷରୁ ଗାନ୍ଧୀ ଜୟନ୍ତୀ: ସ୍ବାଧୀନତା ସଂଗ୍ରାମୀ ପୁରସ୍କୃତ

ଭଦ୍ରକ ଅଫିସ,୨।୧୦: ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଗାନ୍ଧୀ ଜୟନ୍ତୀ ପାଳନ କରାଯାଇଛି। ସଂସ୍କୃତି ଭବନ ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସ୍ବାଧୀନତା ସଂଗ୍ରାମୀଙ୍କୁ ପୁରସ୍କୃତ କରାଯାଇଥିଲା। ଏଥିରେ ଜିଲାପାଳ ଜ୍ଞାନରଞ୍ଜନ ଦାସ, ବିଧାୟକ ସଞ୍ଜୀବ ମଲିକ, ସ୍ବାଧୀନତା ସଂଗ୍ରାମୀ ଶ୍ୟାମସୁନ୍ଦର ବେହେରା, ରାମହରି ଗୋସ୍ବାମୀ, ଗୌରୀସ୍ବାମୀ ଗୋସାମୀ ପ୍ରମୁଖ ଉପସ୍ଥିତ ଥିଲେ । ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଗୋଲଖ ବେହେରା ଉକ୍ତ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ମିଗ୍‌ଜୋମ୍‌ ପ୍ରଭାବ: ପାହାଡ଼ରୁ ଧସିଲା ମାଟି ଅତଡ଼ା

କୋରାପୁଟ/ନାରାୟଣପାଟଣା,୭।୧୨(ଅମିତାଭ ବେହେରା/ରାଜକିଶୋର ଜେନା): ବାତ୍ୟା ମିଗ୍‌ଜୋମ୍‌ର ଭୟ ଟଳି ଯାଇଥିବା ବେଳେ ଦେଇଯାଇଛି ଦୁଃଖ l ଏହାର ପ୍ରଭାବରେ କୋରାପୁଟ ଜିଲାରେ ୨ ଦିନ ହେଲା...

ସରକାରୀ ଜାଗା ପ୍ରଦାନ ପାଇଁ ଓଡ଼ିଶା ଡ୍ରାଇଭର ମହାସଂଘ ପକ୍ଷରୁ ସ୍ମାରକପତ୍ର

ଛତ୍ରପୁର,୭ା୧୨(ଦିଲ୍ଲୀପ ସାମଲ): ଓଡ଼ିଶା ଡ୍ରାଇଭର ମହାସଂଘ କବିସୂର୍ଯ୍ୟନଗର ଶାଖାର ନିଜସ୍ବ କାର୍ଯ୍ୟାଳୟ ପାଇଁ ସରକାରୀ ଜାଗା ପ୍ରଦାନ ନିମନ୍ତେ ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର...

ଖେଳ ଦେଖି ଘରକୁ ଫେରୁଥିଲେ ସେନା କର୍ମଚାରୀ, ସଂଘବଦ୍ଧ ଆକ୍ରମଣରେ ଚାଲିଗଲା ଜୀବନ

ଛତ୍ରପୁର,୭ା୧୨(ଦିଲ୍ଲୀପ ସାମଲ): ଖେଳ ଦେଖି ଘରକୁ ଫେରୁଥିବା ବେଳେ ଦୁର୍ବୃତ୍ତଙ୍କ ସଂଘବଦ୍ଧ ଆକ୍ରମଣର ଶିକାର ହୋଇ ଜୀବନ ହାରିଛନ୍ତି ଜଣେ ଭାରତୀୟ ସେନା କର୍ମଚାରୀ ।...

ରାଜ୍ୟର ବିଭିନ୍ନ ସ୍ଥାନରେ ଆୟକରଚଢ଼ାଉ: ମିଳିଲା ନଗଦ ୫୦ କୋଟି ଟଙ୍କା

ବୌଦ୍ଧ/ଭୁବନେଶ୍ୱର(ଅଜିତ କୁମାର ବାରିକ/ସତ୍ୟଜିତ୍‌ ରାଉତ), ୭।୧୨ଓଡ଼ିଶାରେ ସାଧାରଣ ନିର୍ବାଚନ ପୂର୍ବରୁ ଆକ୍ସ ମୋଡରେ ଆୟକର ବିଭାଗ। ରାଜ୍ୟର ବିଭିନ୍ନ ସ୍ଥାନରେ ଛାପା ମାରିଛି ଆୟକର ବିଭାଗ।...

ଅମଳ ବେଳେ ଭିଜିଲା ଧାନ ଫସଲ

ଲାଠୋର/ଖପ୍ରାଖୋଲ, ୭ା୧୨(ଭୁବନେଶ୍ୱର ବାରିକ/ଅଭୟ ତ୍ରିପାଠୀ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଅଞ୍ଚଳରେ ମଙ୍ଗଳବାର ରାତିରୁ ଲଗାଣ ବର୍ଷା ଚାଷୀଙ୍କ ଚିନ୍ତା ବଢାଇ ଦେଇଛି। କ୍ଷେତରେ ଅମଳ...

ଫସଲ ଉଜାଡ଼ିଦେଲା ଅଦିନିଆ ବର୍ଷା: ବ୍ୟାପକ ଧାନ, କପା ଫସଲ ନଷ୍ଟ

ରାୟଗଡ଼ା,୭।୧୨(ଆଶିଷ ରଞ୍ଜନ ପଣ୍ଡା): ମିଗ୍‌ଜୋମ୍‌ ପ୍ରଭାବରେ ରାୟଗଡ଼ା ଜିଲାର ପ୍ରତ୍ୟେକ ଅଞ୍ଚଳରେ ବୁଧବାର ଦିନସାରା ବର୍ଷା ଲାଗି ରହିଛି । ମଙ୍ଗଳବାର ସକାଳୁ ପାଗ କୋହଲା...

ପୁନରୁଦ୍ଧାର ଅପେକ୍ଷାରେ ଗୌରଚରଣଙ୍କ ସ୍ମୃତିପୀଠ

ବେଗୁନିଆ,୭।୧୨(ହର ପ୍ରସନ୍ନ ପଣ୍ଡା)କବି ଦ୍ୱିଜ ଗୌରଚରଣ ଅଧିକାରୀ ଜନସାଧାରଣଙ୍କ ମାନସ ପଟରେ ଉଭେଇ ଯିବାକୁ ବସିଛନ୍ତି। ଏପରିକି ତାଙ୍କର ସ୍ମୃତି ପୀଠ ମଧ୍ୟ ମାଟିରେ ଲୀନ...

ଚାଷୀଙ୍କ ଅଣ୍ଟା ଭାଙ୍ଗିଦେଲା ବର୍ଷା

ବ୍ରହ୍ମପୁର,୭ା୧୨ (ସ୍ମୃତି ରଞ୍ଜନ ମହାଲିକ)ବାତ୍ୟା ମିଗଜୋମ ପ୍ରଭାବରେ ଗଞ୍ଜାମ ଜିଲାରେ ପ୍ରବଳ ବର୍ଷା ହୋଇଛି। ଧାନ କଟା ହୋଇ ବିଲରେ ପଡିଥିବାରୁ ବର୍ଷା ଯୋଗୁ ଶତାଧିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri