ଜିଲା ପ୍ରଶାସନ ପକ୍ଷରୁ ମିଳିତ ଜନ ଶୁଣାଣି

ମାର୍ଶାଘାଇ,୩୦।୯(ଡି.ଏନ୍‌.ଏ.): କେନ୍ଦ୍ରାପଡା ଜିଲା ମାର୍ଶାଘାଇ ବ୍ଲକ ସଭାଗୃହଠାରେ ସୋମବାର ଜିଲା ପ୍ରଶାସନର ମିଳିତ ଜନଶୁଣାଣି ଅଭିଯୋଗ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୋଟ ୧୯୧ ଅଭିଯୋଗର ଶୁଣାଣି ହୋଇଥିବା ବେଳେ ସେଥିରୁ ବ୍ୟକ୍ତିଗତ ୧୭୧ ଓ ସାମୁହିକ ୨୦ଟି ଅଭିଯୋଗ ରହିଛି। ଏଥିରେ ଜିଲାପାଳ ସମର୍ଥ ବର୍ମା, ମାର୍ଶାଘାଇ ତହସିଲଦାର ନିରଞ୍ଜନ ସାହୁ, ପ୍ରକଳ୍ପ ନିର୍ଦ୍ଦେଶକ ଦିଲୀପ କୁମାର ପରିଡ଼ା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଶ୍ରୟ ନେବାକୁ ଯିବାବେଳେ ପଡ଼ିଯାଇ ବୃଦ୍ଧ ମୃତ

ର୍ତିତ୍ତୋଲ,୨୦ା୫(ଡି.ଏନ.ଏ.): ବାତ୍ୟା ସମୟରେ ଆଶ୍ରୟ ନେବାକୁ ଯିବାବେଳେ ପଡ଼ିଯାଇ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ ବ୍ଲକ ଅଧୀନ ମାଣତିରି...

ପୁଅର ଟାଙ୍ଗିଆ ଚୋଟରେ ଚାଲିଗଲା ବାପାଙ୍କ ଜୀବନ: ମା’ ଗୁରୁତର

ଛେଣ୍ଡିପଦା,୨୨।୩(ସ୍ବ.ପ୍ର): ଅନୁଗୋଳ ଜିଲା ଜରପଡା ଥାନା ଦୁର୍ଗାପୁର କୁଡା ସାହିରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ପୁଅର ଟାଙ୍ଗିଆ ଚୋଟରେ ବାପାର ମୃତ...

ନକଲି ସାର୍ଟିଫିକେଟ ଦେଇ ଶିକ୍ଷକ ଚାକିରି

ନୀଳଗିରି, ୫ା୪(ସ୍ବ.ପ୍ର.): ରାଜ୍ୟରେ ବିଭିନ୍ନ ସ୍ଥାନରେ ଏବେ ନକଲି ସାର୍ଟିଫିକେଟ ଧର ପଗଡ଼ ଚାଲିଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରିରେ ନକଲି ସାର୍ଟିଫିକେଟ ଦେଇ ୩ଜଣ...

ଧାନବିକ୍ରି ପାଇଁ ଚାଷୀଙ୍କୁ ମିଳୁନି ଟୋକନ

ବରଗଡ଼ ଅଫିସ୍‌,୧୮।୫: ଧାନ କିଣାବିକାରେ ସରକାର ଟୋକନ ବ୍ୟବସ୍ଥାକୁ ବାଧ୍ୟତାମୂଳକ କରିଛନ୍ତି । ଅନ୍ୟପଟେ ଚାଷୀଙ୍କୁ ଠିକ୍‌ ଭାବେ ଟୋକନ ମିଳି ନ ଥିବାରୁ ଚାଷୀମାନେ...

କୋଭିଡ ଟୀକାକରଣ ପାଇଁ ପୂର୍ବାଭାସ: ଡ୍ରାଏ ରନ୍‌ରେ ଯୋଗଦେଲେ ୨୫ ଜଣ

ବଲାଙ୍ଗୀର ଅଫିସ,୨।୧: ଜାନୁୟାରୀ ପହିଲାରୁ କରୋନା ଟୀକାକରଣକୁ ନେଇ ସର୍ବସାଧାରଣରେ ଅନେକ ଆଶା ଓ ଉତ୍ସୁକତା ଦେଖାଦେଇଛି ା ଶନିବାର ବଲାଙ୍ଗୀର କନ୍ଧପାଲିପଡା ସହରାଞ୍ଚଳ ପ୍ରାଥମିକ...

ଖଇରାରେ ପଜିଟିଭ୍‌, ମାର୍କୋଣାରେ ନେଗେଟିଭ୍‌

ଖଇରା,୧୮।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକରେ କରୋନା ପରୀକ୍ଷାକୁ ନେଇ ଲୋକଙ୍କ ମନରେ ସଂଶୟ ଦେଖାଦେଇଛି ା ଗୋଟେ ପରୀକ୍ଷାରେ ପଜିଟିଭ ବାହାରୁଥିବା ବେଳେ ଅନ୍ୟ ସ୍ଥାନରେ...

ମାଲକାନଗିରିରେ ଅଜଣା ରୋଗ: ସପ୍ତାହକରେ ଗଲାଣି ୧୧ ଜୀବନ

ମାଲକାନଗିରି/ମାଥିଲି,୯ା୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ ଅଧୀନ ଟେମୃପାଲି ପଞ୍ଚାୟତର ହଳଦୀକୁଣ୍ଡ ଗ୍ରାମରେ ଅଜଣା ରୋଗରେ ଗତ ସପ୍ତାହକ ମଧ୍ୟରେ ୧୧ ଜଣଙ୍କ ମୃତ୍ୟୁ ଘଟିଛି...

ଆକର୍ଷଣ ହରାଉଛି ଡଗରା ବେଳାଭୂମି

ବାଲିଆପାଳ,୧ା୩-ବଙ୍ଗୋପସାଗର କୂଳରେ ଥିବା ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକର ଡଗରା ବେଳାଭୂମିର ବିକାଶ ଲାଗି ଆଖିଦୃଶିଆ ପଦକ୍ଷେପ ନିଆଯାଉନାହିଁ। ଫଳରେ ଏହା ଧୀରେ ଧୀରେ ଆକର୍ଷଣ...

Advertisement
Archives

Model This Week