ଜିଲା ପ୍ରଶାସନ ପକ୍ଷରୁ ମେଡିକାଲ ଉପରେ ଅଚାନକ ଚଢାଉ

ଯାଜପୁର,୨୯।୧୧(ନି.ପ୍ର.): ଯାଜପୁର ରୋଡ଼ ମେଡିକାଲରେ ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ଅଚାନକ ଚଢାଉ ହୋଇଛି। ୫-ଟିକୁ ତ୍ୱରାନ୍ବିତ କରିବାପାଇଁ ଏହି ଚଢ଼ାଉ କରାଯାଇଥିଲା। ଚଢ଼ାଉ ବେଳେ ଜିଲାପାଳଙ୍କ ସମେତ ୫ ଜଣ ପ୍ରଶାସନିକ ଅଧିକାରୀ ସାମିଲ୍‌ ହୋଇଥିଲେ। ଚିକିତ୍ସାଳୟରେ ସ୍ବାସ୍ଥ୍ୟସେବା କିପରି ଚାଲିଛି ସେ ନେଇ ବିଭିନ୍ନ ବିଭାଗ ବୁଲି ସେମାନେ ତଦାରଖ କରିଥିଲେ। ଚିକିତ୍ସାଳୟର ବିଭିନ୍ନ ଅବ୍ୟବସ୍ଥା ନେଇ ଜିଲାପାଳ ଅସନ୍ତୋଷ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିବିରରେ ୩୨ୟୁନିଟ୍‌ ରକ୍ତ ସଂଗ୍ରହ ହେଲା

ବରଗଡ଼ ଅଫିସ୍‌,୨୧।୪: ବରଗଡ଼ ଜିଲା କଦଲୀପାଲି ଗ୍ରାମରେ ମଙ୍ଗଳବାର ଭ୍ରାମ୍ୟମାଣ ଜୀବନ ବିନ୍ଦୁ ରକ୍ତଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ୩୨ୟୁନିଟ୍‌ ରକ୍ତ...

ଅନୁଗୋଳରେ ପୁଣି ୬ ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୪୮ ଛୁଇଁଲା

ଅନୁଗୋଳ ଅଫିସ,୧୫ା୬: ଅନୁଗୋଳରେ ସୋମବାର ପୁଣି ୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୮ରେ ପହଞ୍ଚିଛି। ତେବେ ଏହି...

ଭଞ୍ଜସେନାର ପ୍ରତିଷ୍ଠା ଦିବସ

ବାରିପଦା ଅଫିସ,୨୪ା୧- ମୟୂରଭଞ୍ଜ ଜିଲାର ଅଣରାଜନୈତିକ ଯୁବଛାତ୍ର ସଂଗଠନ ଭଞ୍ଜସେନାର ୨୨ତମ ପ୍ରତିଷ୍ଠା ଦିବସ ଗୁରୁବାର ପାଳିତ ହୋଇଯାଇଛି। ସେନାର ସଭାପତି ପିଣ୍ଟୁ ମାଇତିଙ୍କ ନେତୃତ୍ୱରେ...

ଏଫ୍‌ଇଏସ୍‌ ଦେଲା ସୁରକ୍ଷା ସାମଗ୍ରୀ

ଅନୁଗୋଳ ଅଫିସ, ୨୮।୪ କରୋନା ବିରୋଧୀ ସଂଗ୍ରାମରେ ପ୍ରମୁଖ ଯୋଦ୍ଧା ସାଜିଥିବା ସ୍ବାସ୍ଥ୍ୟକର୍ମୀଙ୍କୁ ସହଯୋଗର ହାତ ବଢ଼ାଇଛି ଅନୁଗୋଳ ଜିଲାର ଫାଉଣ୍ଡେଶନ ଫର୍‌ ଇକୋଲୋଜିକାଲ ସିକ୍ୟୁରିଟି...

ବିପଦ୍‌ ଅବସ୍‌ତାରେ ବାଲସି ସ୍ବାସ୍ଥ୍ୟସେବା କେନ୍ଦ୍ର

କେସିଙ୍ଗା, ୨୮।୫ (ଡି.ଏନ୍‌.ଏ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧୀନରେ ଥିବାର ବାଲସି ସ୍ବାସ୍ଥ୍ୟସେବା କେନ୍ଦ୍ର ବହୁତ ବଛର ହେଲା...

ନିଶାସକ୍ତ ଗାଡ଼ି ଚାଳକ କୋର୍ଟ ଚାଲାଣ, ଜରିମାନା ଆଦାୟ

ଧର୍ମଶାଳା,୧୨।୯(ଡି.ଏନ୍‌.ଏ.): ଧର୍ମଶାଳା ଥାନା ପୋଲିସ ପକ୍ଷରୁ ଶ୍ରୀରାମପୁର ଟୋଲଗେଟଠାରେ ଯାଞ୍ଚବେଳେ ମଙ୍ଗଳବାର ରାତିରେ ନିଶାସକ୍ତ ଅବସ୍ଥାରେ ଗାଡି ଚଲାଇବା ଅଭିଯୋଗରେ ପୋଲିସ ଜଣଙ୍କୁ ଗିରଫ କରିଛି।...

ପୂର୍ବତନ ମନ୍ତ୍ରୀ ଡମ୍ବରୁ ମାଝିଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର

ନବରଙ୍ଗପୁର,୧୫-୧(ବି.ପ୍ର.):ନବରଙ୍ଗପୁର ଜିଲା ଗାଦବାଗୁଡା ସାହିରେ ରହୁଥିବା ପୂର୍ବତନ ମନ୍ତ୍ରୀ ଡମ୍ବରୁ ମାଝି(୭୯)ଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଛି। ଛତିଶଗଡ ରାୟପୁରର ରାମକୃଷ୍ଣ କେୟାର ସେଣ୍ଟର ହସ୍ପିଟାଲରେ ରବିବାରଠାରୁ...

ଟ୍ରେନ ଧକ୍କାରେ ଭାଲୁ ମୃତ

ବଇଣ୍ଡା,୧।୮(ଡି.ଏନ.ଏ.)-ତାଳଚେର-ସମ୍ବଲପୁର ରେଳ ପଥର ହଣ୍ଡପା ଥାନା କୃଷ୍ଣପୁରଠାରେ ଟ୍ରେନ ଧକ୍କାରେ ଏକ ଅଣ୍ଡିରା ଭାଲୁର ମୃତ୍ୟୁ ହୋଇଛି। ଘଟଣାରୁ ଜଣାପଡ଼ିଛି, ରେଳ ଲାଇନ ପାର ହୋଇ...

Coronavirus Update


Archives

Model This Week

Why Dharitri