ଜିଲା ବାହାର ଗାଡ଼ି ଗଞ୍ଜାମରେ ଅଟକିବା ମନା

ଛତ୍ରପୁର,୨୧ା୩(ଡି.ଏନ୍‌.ଏ.)- ଅନ୍ୟ ରାଜ୍ୟ ଓ ଅନ୍ୟ ଜିଲାର କୌଣସି ବସ୍‌, ଟ୍ରକ୍‌, ଟ୍ରେଲର ଆଦି ଗାଡ଼ି ଗଞ୍ଜାମ ଜିଲା ଦେଇ ଯାଉଥିବା ବେଳେ ଅଟକିବା ଉପରେ ନିଷେଧ ଜାରି କରାଯାଇଛି। କରୋନାକୁ ନେଇ ପ୍ରତିଷେଧକ ପଦକ୍ଷେପ ସ୍ବରୂପ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏଥିପାଇଁ ନିୟମିତ ଯାଞ୍ଚ କରିବାକୁ ପରିବହନ ଓ ପୋଲିସକୁ ନିର୍ଦ୍ଦେଶ ଦିଆଯାଇଛି। ବିପର୍ଯ୍ୟୟ ପରିଚାଳନା ଆକ୍ଟ ୨୦୦୫, ଏମ୍‌ଭି ଆକ୍ଟ ୧୯୮୮ର ସେକ୍ସନ ୧୧୫ ଏବଂ ଓଏମ୍‌ଭି ୧୯୯୩ର ରୁଲ ୧୭୩ ଆଧାରରେ ଜିଲାପାଳ ଏହି ନିର୍ଦ୍ଦେଶ ଜାରି କରିଛନ୍ତି। ଏଥିରେ ଖିଲାପ ହେଲେ କାର୍ଯ୍ୟାନୁଷ୍ଠାନ ନିଆଯିବ। ସେହିପରି ଅଟୋ, ବାଇକ୍‌ ଚାଳନା ଉପରେ ମଧ୍ୟ କେତେକ କଟକଣା ଲଗାଯାଇଛି। ଅଟୋ ଓ ଟ୍ୟାକ୍ସି ବଦଳାଇ ଚଳାଇବା ପାଇଁ ବାଧ୍ୟତାମୂଳକ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାହ୍ମଣୀରୁ ବେଧଡକ ବାଲି ଚାଲାଣ

ଓଡ଼ାପଡ଼ା,୧୬ା୫(ଡି.ଏନ.ଏ) – ଲକ୍‌ଡାଉନ୍‌ ସମୟରେ ଢେଙ୍କାନାଳ ଜିଲା ବ୍ରାହ୍ମଣୀ ନଦୀରୁ ବେଧଡକ୍‌ ଚାଲିଛି ବାଲି ଚାଲାଣ। କରୋନା ସଂକ୍ରମଣ ନିରୋଧୀ ଅଭିଯାନରେ ଅଧିକାରୀମାନେ ନିୟୋଜିତ ହୋଇଥିବାବେଳେ...

୮ରେ ‘ଅଶୀରେ ବସନ୍ତ ଉତ୍ସବ’

ଭୁବନେଶ୍ୱର, ୩୧ା୧୨ (ବ୍ୟୁରୋ): ଖବରଦାତା, ସ୍ତମ୍ଭକାର ଏବଂ ‘ଓଡ଼ିଶା ସାହିତ୍ୟ ଏକାଡ଼େମୀ’ ପୁରସ୍କାରପ୍ରାପ୍ତ ସାହିତି୍ୟକ ବସନ୍ତ ଦାସଙ୍କ ଅଶୀ ବର୍ଷ ଜନ୍ମଦିନ ଉପଲକ୍ଷେ ‘ଅଶୀରେ ବସନ୍ତ...

କରୋନା ସଚେତନତା: ରାଶନ ସାମଗ୍ରୀ, ମାସ୍କ ବଣ୍ଟନ

କଟକ ଅଫିସ,୨୧ା୪ : ଉତ୍କଳ ପ୍ରାଦେଶିକ ମାରୱାଡ଼ି ସମ୍ମିଳନୀ ଏବଂ ଜୟ ଜଗନ୍ନାଥ ଚାରଣ ଗୋଷ୍ଠୀର ମିଳିତ ସହଯୋଗରେ ରଘୁନାଥଜୀଉ ମନ୍ଦିରଠାରେ କରୋନା ସଚେତନତା କାର୍ଯ୍ୟକ୍ରମ...

ଏମାର ମଠ ଉଚ୍ଛେଦ ଜାରି: ମହନ୍ତଙ୍କୁ ନେଇ ବଢୁଛି ଉତ୍କଣ୍ଠା

ପୁରୀ ଅଫିସ, ୩୧ା୮: ବହୁଚର୍ଚ୍ଚିତ ଏମାର ମଠ ଭଙ୍ଗାକୁ ନେଇ ଦିନକୁ ଦିନ ନାନା ପ୍ରକାର ଚର୍ଚ୍ଚା ଚାଲିଛି। ତେବେ ଶୁକ୍ରବାର ବ୍ରିଟିଶ ଅମଳର ରଘୁନନ୍ଦନ...

ଜଳଉତ୍ସରେ ପ୍ରଦୂଷଣ ବଢ଼ୁଛି

କେନ୍ଦ୍ରାପଡ଼ା ଅଫିସ,୧୫ା୧୧: ରାଜ୍ୟର ୨୩ ଜିଲାରେ ୫୫ଟି ଜଳ ଉତ୍ସ ପ୍ରଦୂଷିତ। ତାହା ସାଧାରଣ ଲୋକଙ୍କ ପାଇଁ ବ୍ୟବହାର ଉପଯୋଗୀ ନୁହେଁ। ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ...

ନାସାରେ କୀର୍ତ୍ତିମାନ ରଚିଛନ୍ତି ଓଡ଼ିଆ ଝିଅ

ରାଜକନିକା,୨୮।୧୨(ଡି.ଏନ.ଏ.): ଆମେରିକାର ମହାକାଶ ଗବେଷଣା ସଂସ୍ଥା ନାସାରେ ଶନିବାର ନୂଆ କୀର୍ତ୍ତିମାନ ରଚିଛନ୍ତି ଓଡ଼ିଆ ଝିଅ ଓଁ ନାରାୟଣୀ ନାୟକ(୩୦)। କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ...

ଶ୍ରମ କମିଶନରଙ୍କ କାର୍ଯ୍ୟାଳୟ ଘେରିଲେ ନିର୍ମାଣ ଶ୍ରମିକ

ଭୁବନେଶ୍ୱର, ୨୦ା୭(ବ୍ୟୁରୋ): ନିର୍ମାଣ ଶ୍ରମିକଙ୍କ ପାଇଁ ଉଦ୍ଦିଷ୍ଟ ସହାୟତା କଲ୍ୟାଣ ବୋର୍ଡର ପ୍ରତ୍ୟାହାର ନିଷ୍ପତ୍ତି ବିରୋଧରେ ଶୁକ୍ରବାର ଶ୍ରମ କମିଶନରଙ୍କ କାର୍ଯ୍ୟାଳୟ ଘେରାଉ ହୋଇଛି। ନିର୍ମାଣ...

ବିଦ୍ୟାଳୟ ବନ୍ଦ, ୧୬ ଛାତ୍ରୀଛାତ୍ର ପଢ଼ା ଛାଡ଼ିଲେ ଗ୍ରାମବାସୀଙ୍କ ନବୀନ ନିବାସ ଘେରାଉ ଚେତାବନୀ

ଚିଲିକା,୧୮ା୮(ଡି.ଏନ.ଏ.): ଚଳିତ ଶିକ୍ଷାବର୍ଷରେ ରାଜ୍ୟରେ ବହୁ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରସଂଖ୍ୟା କମ୍‌ ଥିବାରୁ ସେଗୁଡ଼ିକୁ ବନ୍ଦ କରାଯାଇ ନିକଟତମ ବିଦ୍ୟାଳୟ ସହିତ ମିଶାଇ ଦିଆଯାଇଛି...

Advertisement
Archives

Model This Week