ଜିଲା ବାହାର ବ୍ୟକ୍ତିଙ୍କୁ ବିରୋଧ

ଛେଣ୍ଡିପଦା,୧୮।୫(ସ୍ବ.ପ୍ର.)- ଖୋର୍ଦ୍ଧା ଜିଲାର ଜଣେ ବ୍ୟକ୍ତି ସୋମବାର ଛେଣ୍ଡିପଦା ବ୍ଲକ କୁକୁରପେଟା ପଞ୍ଚାୟତ କୁବିହାରିପୁର ଗଁାକୁ ଯାଇଥିବା ବେଳେ ଗ୍ରାମବାସୀ ଜୋରଦାର ବିରୋଧ କରିଥିଲେ। ତାଙ୍କୁ ସରକାରୀ ସଙ୍ଗରୋଧ କେନ୍ଦ୍ରରେ ରଖିବାକୁ ସେମାନେ ପଞ୍ଚାୟତ ପ୍ରତିନିଧିଙ୍କୁ ଜଣାଇଥିଲେ। କିନ୍ତୁ ପଞ୍ଚାୟତ ପକ୍ଷରୁ କେହି ନ ଆସିବାରୁ ଗ୍ରାମବାସୀ
ଅନୁଗୋଳ-ଛେଣ୍ଡିପଦା ୬୩ନଂ ରାଜ୍ୟ ରାଜପଥ ଅବରୋଧ କରିଥିଲେ। ଖବରପାଇ ତହସିଲଦାର ଡାନିଏଲ ଏକ୍କା ଓ ପୋଲିସ ପହଞ୍ଚି ସମ୍ପୃକ୍ତ ବ୍ୟକ୍ତି ଜଣକ କୋଶଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପୂର୍ବରୁ ସ୍ବାବ ନମୁନା ଦେଇଥିବା ଓ ତାଙ୍କୁ ସଙ୍ଗରୋଧରେ ରହିବାକୁ ନିର୍ଦ୍ଦେଶ ଥିବା ଗ୍ରାମବାସୀଙ୍କୁ କହିଥିଲେ। ହେଲେ ଗ୍ରାମବାସୀ ଅଡ଼ି ବସିବାରୁ ତାଙ୍କୁ ସରକାରୀ ସଙ୍ଗରୋଧ କେନ୍ଦ୍ରରେ ରଖିବାକୁ ତହସିଲଦାର ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନ ହଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ଥାଣୁ ପାଲଟିଛି ଜିଲା କ୍ରିକେଟ ସଂଘ: ପ୍ରତିଭାଙ୍କୁ ମିଳୁନି ଉପଯୁକ୍ତ ସୁଯୋଗ

ଅନୁଗୋଳ ଅଫିସ, ୮।୯ – ଅନୁଗୋଳ ଜିଲା କ୍ରିକେଟ୍‌ ସଂଘର କାର୍ଯ୍ୟକୁ ନେଇ ବଢ଼ୁଛି ଅସନ୍ତୋଷ। ବିଶେଷକରି ପୂର୍ବତନ ଖେଳାଳିମାନେ ଖୋଲାଖୋଲି ସେମାନଙ୍କ ଅସନ୍ତୋଷ ଜାହିର...

ବନ୍ୟା ଜଳ ଛାଡ଼ିଲା ରେଙ୍ଗାଳି

କଣିହାଁ,୫।୮ (ଡି.ଏନ.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ରେଙ୍ଗାଳି ଡ୍ୟାମ୍‌ରୁ ବୁଧବାର ଚଳିତବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ ଆରମ୍ଭ ହୋଇଛି। ଉପର ମୁଣ୍ଡରେ ଲଗାଣ ବର୍ଷା...

ମୌଳିକ ସୁବିଧାରୁ ବଞ୍ଚିତ ପାଟବେଡ଼ାବାସୀ:ସ୍ବଚ୍ଛ ପାଣି, ଭଲ ରାସ୍ତା ଅପେକ୍ଷାରେ ୯୦ ପରିବାର

ଖମାର, ୧୫।୧୨ ସର୍ବନିମ୍ନ ସୁବିଧାରୁ ଆଜି ପର୍ଯ୍ୟନ୍ତ ବଞ୍ଚିତ ହୋଇ ରହିଛନ୍ତି ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ଶଙ୍ଖମୁର ପଞ୍ଚାୟତ ଅଧୀନ ପାଟବେଡ଼ା ଗ୍ରାମବାସୀ। ସ୍ବଚ୍ଛ...

ଭାଲୁତଇଲାରେ ଯୁବକଙ୍କୁ କଚାଡ଼ି ମାରିଲା ହାତୀ

ଛେଣ୍ଡିପଦା,୨୫।୪(ସ୍ବ.ପ୍ର): ଅନୁଗୋଳ ଜିଲାର ଛେଣ୍ଡିପଦା ବନାଞ୍ଚଳର କଣଲୋଇ ସଂରକ୍ଷିତ ଜଙ୍ଗଲ ନିକଟସ୍ଥ ଭାଲୁତଇଲାରେ ଶନିବାର ହାତୀ ଆକ୍ରମଣରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ...

‘ପର୍ବତରୁ ମିଳେ ୮୦% ଖାଦ୍ୟ’

ଅନୁଗୋଳ ଅଫିସ, ୧୨।୧୨: ଅନୁଗୋଳ ଜିଲା କନ୍ତପଡ଼ା ପଞ୍ଚାୟତ ଜୈବ ବିବିଧତା ପରିଚାଳନା ସମିତି ଏବଂ ପ୍ରକୃତି ପରିବେଶ ଓ ବନ୍ୟଜୀବନ ସମିତି ଆନୁକୂଲ୍ୟରେ ଶନିବାର ଅନ୍ତର୍ଜାତୀୟ...

କାର୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ, ଜଣେ ଗୁରୁତର

ବଇଣ୍ଡା, ୨୦ା୯(ଡି.ଏନ.ଏ.)- କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ହଣ୍ଡପା ଥାନା ପାଗବନ୍ଧା ନିକଟରେ ଶୁକ୍ରବାର ସକାଳେ ଏକ କାର୍‌ ଓ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ...

ପୂର୍ବ ଶତ୍ରୁତାରୁ ଗୁଳିମାଡ଼: ଜଣେ ଗୁରୁତର, ଦୁଇ ଅଟକ

ଛେଣ୍ଡିପଦା,୨୫।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ପାତ୍ରପଡ଼ା ଗ୍ରାମରେ ପୂର୍ବଶତ୍ରୁତାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗୁଳିମାଡ଼ ହୋଇଛି। ଗୁଳିମାଡରେ ପାତ୍ରପଡ଼ା ଗ୍ରାମର ଧରଣୀଧର ସାହୁ...

ଘରକୁ ଫେରିବ ଫିଙ୍ଗା ସାମଗ୍ରୀ

ଅନୁଗୋଳ ଅଫିସ, ୨।୬: ଭଙ୍ଗା ହେଉ କି କଳଙ୍କିଲଗା ସାମଗ୍ରୀ, ଆଉ ଅଦରକାରୀ ହୋଇ କେହି ରହିବ ନାହିଁ। ଏପରି କି ମନ୍ଦିରରୁ ବାହାରୁଥିବା ବାସୀ...

Advertisement
Archives

Model This Week