ଜିଲା ମୁଖ୍ୟ ଚିକିତ୍ସାଳୟରେ ମାସ୍କ ବଣ୍ଟନ

କେନ୍ଦୁଝର, ୭ା୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀମାନଙ୍କ ସେବାରେ ନିୟୋଜିତ ନର୍ସମାନଙ୍କୁ ମାସ୍କ ବଣ୍ଟନ କରାଯାଇଛି। କେନ୍ଦୁଝର ସହରସ୍ଥ ମା’ ଜଗଦମ୍ବା ଟ୍ରଷ୍ଟ ତରଫରୁ ପ୍ରସ୍ତୁତ ପ୍ରାୟ ୨ଶହରୁ ଊର୍ଦ୍ଧ୍ୱ ମାସ୍କ ଚିକିତ୍ସାଳୟରେ କାର୍ଯ୍ୟରତ ନର୍ସ ଗୁରୁବାରୀ ଦେଇଙ୍କୁ ଟ୍ରଷ୍ଟର କର୍ମକର୍ତ୍ତାମାନେ ହସ୍ତାନ୍ତର କରିଥିଲେ। ବର୍ତ୍ତମାନ ଉପୁଜିଥିବା କରୋନା ପରିସ୍ଥିତିରେ ଟ୍ରଷ୍ଟ ତରଫରୁ ବିଭିନ୍ନ ସ୍ଥାନରେ ମାସ୍କ ବଣ୍ଟନ କାର୍ଯ୍ୟକୁ ଅନୁଷ୍ଠାନର କର୍ମକର୍ତ୍ତାମାନେ ସ୍ବେଚ୍ଛାକୃତ ଭାବେ ତ୍ୱରାନ୍ବିତ କରୁଥିବାରୁ ବିଭିନ୍ନ ମହଲରେ ସ୍ବାଗତ କରାଯାଇଛି। ଟ୍ରଷ୍ଟର ଅଧ୍ୟକ୍ଷ ଡାକ୍ତର ନରେନ୍ଦ୍ର କୁମାର ରାଠୋରଙ୍କ ନେତୃତ୍ୱରେ ସୋମନାଥ ଚାୱଡ଼ା,ପରେଶ ଟାଙ୍କ, ହିତେଶ ରାଠୋର, ସଞ୍ଜୟ ଭସାଣୀ, ହରିଶ୍‌ ଯାଦବ, ଜଗଦିଶ ରାଠୋର, ରମଣିକ୍‌ଲାଲ ରାଠୋର ପ୍ରମୁଖ ଏହି ସାମାଜିକ ଦାୟିତ୍ୱବୋଧ କାର୍ଯ୍ୟକ୍ରମରେ ସାମିଲ ହୋଇଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବଳାତ୍କାର କରି ବନ୍ଧା ହେଲେ

ପାଟଣା,୨୧।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ଜଣେ ଯୁବକଙ୍କୁ...

ପ୍ରତିଶ୍ରୁତିରେ ଅଟକିଛି ବିକାଶ

ବାଙ୍ଗିରିପୋଷି,୧୧।୨(ଡି.ଏନ.ଏ.): ଗ୍ରାମାଞ୍ଚଳ ଲୋକଙ୍କ ସୁବିଧା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁ ଯୋଜନା କାର୍ଯ୍ୟକାରୀ ହେଉଛି। ମାତ୍ର ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅଧୀନ କାଳିଆମି...

ଗଞ୍ଜାମ-ଖୋର୍ଦ୍ଧା ଚେକ୍‌ପୋଷ୍ଟ ଅନୁଧ୍ୟାନ କଲେ ଗଞ୍ଜାମ ଏସ୍‌ପି, କେବଳ ମେଡିକାଲ ଯିବାକୁ ଦେଲେ ଅନୁମତି

ଛତ୍ରପୁର,୧୯ା୭(ଡି.ଏନ୍‌.ଏ.) : ଗଞ୍ଜାମ-ଖୋର୍ଦ୍ଧା ସୀମା ଗୁରାପଲି ଚେକ୍‌ପୋଷ୍ଟରେ ପହଞ୍ଚି ଏସ୍‌ପି ବ୍ରିଜେଶ କୁମାର ରଏ ଅନୁଧ୍ୟାନ କରିଛନ୍ତି। କେବଳ ମେଡିକାଲ କେସ ପାଇଁ ଜିଲା ବାହାରକୁ...

ଗୋରୁ ବୋଝେଇ ପିକ୍‌ଅଫ ଭ୍ୟାନ୍‌ ଜବତ

ଢେଙ୍କାନାଳ ଅଫିସ,୨୧।୯: ଢେଙ୍କାନାଳ ଜିଲା ସଦର ଥାନା କଙ୍କଡାହାଡ ଗ୍ରାମ ଛକରେ ବୁଧବାର ସକାଳେ ଏକ ଗୋରୁ ବୋଝେଇ ପିକ୍‌ଅଫ ଭ୍ୟାନ୍‌ ଜବତ କରାଯାଇଛି। ଭ୍ୟାନ୍‌ରେ...

ଆଦର୍ଶ ବିଦ୍ୟାଳୟ ଗୃହ ନିର୍ମାଣ କାର୍ଯ୍ୟ ସରୁନି

ନାଉଗାଁ,୧୨ା୭(ସ୍ବ.ପ୍ର):ନାଉଗାଁ ବ୍ଲକ ତିରୁଣା ପଞ୍ଚାୟତ ଦହିପାଳଠାରେ ସରକାରଙ୍କ ତରଫରୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସ୍ଥାପନ କରାଯାଇଛି। ୮ ଫେବୃୟାରୀ ୨୦୨୧ରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର...

ଗଞ୍ଜାମରେ ଗୋଷ୍ଠୀ ସଂକ୍ରମଣ ଆଶଙ୍କା: ପୋଲସରା ସହରାଞ୍ଚଳକୁ ୫ ଦିନ ସମ୍ପୂର୍ଣ୍ଣ ସଟ୍‌ଡାଉନ୍‌ ଘୋଷଣା

ପୋଲସରା, ୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ସହରରେ ଦିନକୁ ଦିନ ଚିନ୍ତା ବଢ଼ାଉଛି କରୋନା ପଜିଟିଭ୍‌ଙ୍କ ସଂଖ୍ୟା । ଖାସ କରି ପୋଲସରା ଏନ୍‌ଏସିରେ ୪୦ରୁ...

ବିଜ୍ଞାନ ମେଳାରେ ୩୧୬ ପ୍ରକଳ୍ପ ପ୍ରଦର୍ଶିତ

ଜୁନାଗଡ,୨୧।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା ଜୁନାଗଡ ସହରସ୍ଥିତ ସରସ୍ବତୀ ଶିଶୁ ମନ୍ଦିରଠାରେ ମଙ୍ଗଳବାର ଏକ ବିଜ୍ଞାନ ମେଳା ପ୍ରଦର୍ଶିତ ହୋଇଯାଇଛି। ବିଦ୍ୟାଳୟ ପ୍ରଧାନଚାର୍ଯ୍ୟ ନିରଞ୍ଜନ ପାଢୀଙ୍କ ଅଧ୍ୟକ୍ଷତାରେ ଉଦ୍‌ଘାଟନୀ...

ତଣ୍ଡା ସୁରକ୍ଷା ପାଇଁ ଅଗରନାସୀରେ ହେଉ ପଥରବନ୍ଧ

କେନ୍ଦ୍ରାପଡ଼ା ଅଫିସ, ୯ା୬: ମେ ୩୦ରେ ସାବିତ୍ରୀ ଅମାବାସ୍ୟା ଥିଲା। ଏହି ତିଥିରେ ସମୁଦ୍ର କୂଳ ଲଂଘି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତଣ୍ଡା ଅଞ୍ଚଳରେ...

Advertisement
Archives

Model This Week