ଜିଲା ୪ର୍ଥ ଶ୍ରେଣୀ କର୍ମଚାରୀଙ୍କ ଜରୁରୀ ବୈଠକ : ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୨୨।୯(ଡି.ଏନ.ଏ.)
ଭବାନୀପାଟଣାସ୍ଥିତ କର୍ମଚାରୀ ଭବନଠାରେ ଶନିବାର ସନ୍ଧ୍ୟାରେ ଭାବଗ୍ରାହୀ ନାୟକଙ୍କ ସଭାପତିତ୍ୱରେ ଜିଲା ୪ର୍ଥ କର୍ମଚାରୀ ସଂଘ ଜରୁରୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଉପଦେଷ୍ଟା ରୂପକେଶର ଦଳାଇ, ଅଶୋକ କୁମାର ନାଏକ, ଅମଲା ସଂଘ ସଭାପତି ସୁକାନ୍ତ ମହାପାତ୍ର, ୪ର୍ଥ ଶ୍ରେଣୀ ସଂଘ ଉପସଭାପତି ବିଶ୍ୱନାଥ ବାଗ, ସହ ସମ୍ପାଦକ ଡମ୍ବରୁଧର ବାଗ, କୋଷାଧ୍ୟକ୍ଷ ବିଶ୍ୱନାଥ ମୁଣ୍ଡ ଏବଂ ସଂଘ କର୍ମକର୍ତ୍ତାମାନେ ଯୋଗଦେଇଥିଲେ। ସଂଘ ସମ୍ପାଦକ ଶୁକଦେବ ମାଝି ସପ୍ତମ ବେତନ ମୁତାବକ ଘରଭଡା ଓ ତା.୧/୧/୨୦୧୬ରିଖଠାରୁ ବକେୟା ଥିବା ଶତକଡା ୬୦ % ଦରମା ତୁରନ୍ତ ପ୍ରଦାନ କରିବା ପାଇଁ ସ୍ଥିର କରାଯାଇଥିଲା। ଯଦି ଏହା ପୂରଣ ନ ହେଲେ ଭବିଷ୍ୟତରେ ଆନ୍ଦୋଳନ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା । ସରକାରଙ୍କ ନୀୟମ ମୁତାବକ ୪ର୍ଥ ଶ୍ରେଣୀ କର୍ମଚାରୀ ୧୦ ବର୍ଷ ଚାକିରୀ ଓ ୧୦ମ ପାସ କରିଥିଲେ, ଖାଲିଥିବା କନିଷ୍ଠ ସହାୟକ ପଦବୀରୁ ଶତକଡା ୧୦% ପଦୋନ୍ନତି ଦେବା କଥା । କିନ୍ତୁ ଜିଲାରେ ଗତ ୨୦୦୪ଠାରୁ ଆଜି ପର୍ଯ୍ୟନ୍ତ ଦିଆଯାଇନାହିଁ । ଏଥିପାଇଁ କର୍ମଚାରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି । ଜିଲା ପ୍ରଶାସନ ଏଥି ପ୍ରତି ତୁରନ୍ତ ପଦକ୍ଷେପ ନେବା ପାଇଁ ସଭାପତି ଜଣାଇବା ପାଇଁ ପ୍ରତିଶ୍ରୁତି ଦେଇଥିଲେ । ସମ୍ପାଦକ ଶୁକଦେବ ମାଝିୁ ଧନ୍ୟବାଦ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri