ଜି.ଉଦୟଗିରିରେ ଘଡଘଡି ସହ ପ୍ରବଳ ବର୍ଷା

ଜି.ଉଦୟଗିରି,୧ା୬(ଡି.ଏନ.ଏ.)-ଜି.ଉଦୟଗିରି ସହର ସମେତ ଆଖପାଖ ଅଞ୍ଚଳରେ ସୋମବାର ପୂର୍ବାହ୍ନ ପ୍ରାୟ ୧୧ଟାରୁ ଦୁଇ ଘଣ୍ଟା ପର୍ଯ୍ୟନ୍ତ ଘଡଘଡି ସହ ପ୍ରବଳ ବର୍ଷା ପବନ ହୋଇଥିଲା। ଏଥିରେ ରାସ୍ତା କଡରେ ବ୍ୟବସାୟ କରୁଥିବା ଛୋଟ ବ୍ୟବସାୟୀମାନେ ବିଶେଷ କ୍ଷତିଗ୍ରସ୍ତ ହୋଇଛନ୍ତି। କନ୍ଧମାଳ ଜିଲାରେ ସକାଳ ୭ ରୁ ଦିନ ଗୋଟାଏ ପର୍ଯ୍ୟନ୍ତ ଦୋକାନ ବଜାର ଖୋଲିବାକୁ ପ୍ରଶାସନ ଅନୁମତି ଦେଇଥିବାରୁ ବର୍ଷା ଏହି ବ୍ୟବସାୟୀଙ୍କୁ ଅସୁବିଧାରେ ପକାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣା: ଆଉ ୬ ଗିରଫ, ମୋଟ ଗିରଫ ସଂଖ୍ୟା ୮କୁ ବୃଦ୍ଧି

ଦାରିଙ୍ଗବାଡ଼ି,୨୫।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗ୍ରାମରେ ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣାରେ ପୋଲିସକୁ ବଡ଼…

କିରିକୁଟି ସରକାରୀ ଉଚ୍ଚ ବିଦ୍ୟାଳୟରେ ‘ନିଶା ମୁକ୍ତ ଓଡ଼ିଶା’ ଅଭିଯାନ: ଗଞ୍ଜେଇ ଚାଷ-ନିଶାରୁ ଦୂରେଇ ରହିବାକୁ…

ଦାରିଙ୍ଗବାଡ଼ି,୨୫।୮ (ଅରୁଣ ସାହୁ): କନ୍ଧମାଳ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡ଼ା ଏସଡିପିଓ ଶୁଭମ ଭୋସଲେଙ୍କ ନିର୍ଦ୍ଦେଶକ୍ରମେ ମଙ୍ଗଳବାର ଦାରିଙ୍ଗବାଡ଼ି ଥାନା କିରିକୁଟି ସରକାରୀ ଉନ୍ନୀତ ଉଚ୍ଚ…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri