ଜି.ଉଦୟଗିରି,୨୬ା୨(ଡି.ଏନ.ଏ.)-ଜି.ଉଦୟଗିରି ସହର ଆଖପାଖ ଅଞ୍ଚଳରେ ମଙ୍ଗଳବାର ସକାଳ ୯ଟାରେ ପ୍ରବଳ ବର୍ଷା ହୋଇଛି। ବର୍ଷା ହେବାର ଘଣ୍ଟାଏ ପୂର୍ବରୁ ସହରକୁ ପର୍ଯ୍ୟନ୍ତ ବିଦ୍ୟୁତ୍ ଯୋଗାାଣ ବନ୍ଦ ରହିଛି ା ଏ ସମ୍ପର୍କରେ ବିଦ୍ୟୁତ୍ ବିଭାଗ କନିଷ୍ଠଯନ୍ତ୍ରୀ ପବିତ୍ର କୁମାର ସାହୁଙ୍କୁ ପଚାରିବାରେ ଫୁଲବାଣୀଠାରେ ପ୍ରବଳ ଝଡ଼ବର୍ଷା ହେବାରୁ ଫୁଲବାଣୀ ଗ୍ରୀଡରୁ ଜି.ଉଦୟଗିରି ଆସୁଥିବା ୩୩ କେଭି ଲାଇନରେ ଗଛ ପଡ଼ି ଯାଇଛି। ଏଥିସହ ଫୁଲବାଣୀରୁ ବିଶିପଡ଼ା ମଧ୍ୟରେ ବିଦ୍ୟୁତ୍ ଖୁଣ୍ଟ ଭାଙ୍ଗିଯିବା ସହିତ ଅନେକ ସ୍ଥାନରେ ତାର ଛିଡ଼ିଯାଇଛି। ଯୁଦ୍ଧକାଳୀନ ଭିତ୍ତିରେ ମରାମତି କାମ ଚାଲିଛି ା କାମ ଶେଷ ହେଲେ ସହରକୁ ବିଦ୍ୟୁତ୍ ଯୋଗଇ ଦିଆଯିବ ବୋଲି କହିଥିଲେ ା ବିଦ୍ୟୁତ୍ ନ ଥିବାରୁ ପାନୀୟ
ଜଳ ଯୋଗାଣ ମଧ୍ୟ ପ୍ରଭାବିତ ହୋଇଛି ା
Posted inଆମ ଜିଲା ଖବର, କନ୍ଧମାଳ View All
କବିତା ଆସରରେ ମାତୃଭାଷାର ବିକାଶ ପାଇଁ ଆହ୍ବାନ
ହାଟଡିହୀ,୨l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲ ପରିସରରେ ହାଟଡିହୀ ସାହିତ୍ୟ ଘର ପକ୍ଷରୁ ବର୍ଷାକାଳୀନ କବିତା ଆସର ଅନୁଷ୍ଠିତ ହୋଇଯାଇଛି। ସଭାପତି…
ଗାଧୋଇବାକୁ ଯାଇ ଫେରିଲେନି ଅବସରପ୍ରାପ୍ତ ଗ୍ରାମରକ୍ଷୀ, ଘଟିଲା…
ବରଗଡ଼,୨।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ଭଡିଗାଁର ଅବସରପ୍ରାପ୍ତ ଗ୍ରାମରକ୍ଷୀ ବିରାଟ ବାଗ(୬୫)ଙ୍କ ପୋଖରୀରେ ବୁଡି ମୃତ୍ୟୁ ଘଟିଥିବା ଜଣାପଡିଛି । ମିଳିଥିବା ସୂଚନା…
ଦାଦନ ଦୁଃଖ… ଗୋଟିଏ ସପ୍ତାହରେ ୨ ଶ୍ରମିକଙ୍କ ମୃତ୍ୟୁ, ଦାରିଙ୍ଗବାଡିରେ ଉଦବେଗ
ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ମୃତ୍ୟୁ ହୋଇଛି । ମୃତକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା…
ମଙ୍ଗଳବାର ତପ୍ତପାଣି ଆସିବେ ରାଷ୍ଟ୍ରପତି, ଶ୍ରାବଣ ସୋମବାରରେ ଜଳଲାଗି ମନା
ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ ସ୍ଥଳୀ ଉଷ୍ମ ପସ୍ରବଣ ତପ୍ତପାଣି ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମଙ୍ଗଳବାର ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ…
ରାତି ପାହିଲେ ଶ୍ରାବଣ ସୋମବାର, ଋଷିକୁଲ୍ୟା ନଦୀରେ କୂଳରେ ବୋଲବମ ଭକ୍ତଙ୍କ ଭିଡ଼
ଗଞ୍ଜାମ,୨।୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ନିକସ୍ଥ ଋଷିକୁଲ୍ୟା ନଦିଘାଟରେ ବୋଲବମ ଭକ୍ତଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି । ସୋମବାର ପବିତ୍ର ଶ୍ରାବଣ…
ବ୍ଲାକମେଲ ପରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣା, ଦୁଇ ଜଣଙ୍କୁ କୋର୍ଟଚାଲାଣ କଲା ପୋଲିସ
ପୁରୁଷୋତ୍ତମପୁର,୨।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର ଗଡ଼ସାହିରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣାରେ ପୋଲିସ ଦୁଇଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ସୂଚନା ଅନୁସାରେ, ବ୍ଲାକମେଲରେ…
ବିବାହ ପ୍ରଲୋଭନ ଦେଖାଇ ବିଧବା ମହିଳାଙ୍କଠୁ ୬୦ ଲକ୍ଷର ଠକେଇ, ବାପାଙ୍କ ରୋଗ କଥା କହି….
ଛତ୍ରପୁର,୨।୮(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : କନ୍ଧମାଳ ଜିଲା ଚକାପାଦ ଥାନା ଅନ୍ତର୍ଗତ ତଳସାହିର ଉତ୍ତମ କୁମାର ସାହୁ (୩୧)ଙ୍କୁ ଗିରଫ କରିଛି ଗଞ୍ଜାମ ସାଇବର କ୍ରାଇମ୍ ଥାନା…
ବଡ଼ଓସ୍ତିଆ ପଞ୍ଚାୟତର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ, କୃଷି ଋଣ ଛାଡ଼ ଦାବି
ଚାନ୍ଦବାଲି,୨।୮(କିଷାନ ପାତ୍ର): ଲଗାଣ ବର୍ଷା ଓ ବୈତରଣୀ ନଦୀର ବନ୍ୟା ଜଳ ମାଡ଼ି ଆସି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବଡ଼ଓସ୍ତିଆ ପଞ୍ଚାୟତର ଅନେକ ଅଞ୍ଚଳ…
Archives

