ଜି.ଉଦୟଗିରିରେ ବର୍ଷା, କୁଆପଥର ବୃଷ୍ଟି

ଜି.ଉଦୟଗିରି,୧୭ା୪(ଡି.ଏନ୍‌.ଏ.)- ଜି.ଉଦୟଗିରି ସହରରେ ଶୁକ୍ରବାର ଅପରାହ୍ନରେ ପ୍ରବଳ ବର୍ଷା ପବନ ସହ କୁଆପଥର ବୃଷ୍ଟି ହୋଇଛି। ପ୍ରାୟ ଘଣ୍ଟାଏ ଧରି ବର୍ଷାପବନ ଓ କୁଆପଥର ମାଡରେ ଜନଜୀବସ ଅସ୍ତବ୍ୟସ୍ତ ହୋଇପଡିଥିଲା। ୮ଟି ସ୍ଥାନରେ ବଡ଼ବଡ଼ ଗଛ ଭାଙ୍ଗି ପଡିଛି। ବର୍ଷାପବନ ପରେ ସହରକୁ ବିଦ୍ୟୁତ୍‌ ଯୋଗାଣ ବନ୍ଦ ରହିଛି। ଏ ନେଇ ଜି.ଉଦୟଗିରି ବିଦ୍ୟୁତ୍‌ ବିଭାଗ ଯନ୍ତ୍ରୀ ପବିତ୍ର କୁମାର ସାହୁଙ୍କୁ ପଚାରିବାରୁ ପବନ ଯୋଗୁ ସହରର ବିଭିନ୍ନ ସ୍ଥାନରେ ବିଦ୍ୟୁତ୍‌ ତାର ଉପରେ ଗଛ ଭାଙ୍ଗି ପଡିଥିବାରୁ ଏପରି ହୋଇଛି। ଗଛ କଟାହୋଇ ତାର ଟଣାଯିବା ପରେ ଏହା ସ୍ବାଭାବିକ ହେବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେବୀ ନଦୀବନ୍ଧ ଦୁର୍ବଳ ହେଉଛି

ନାଉଗଁା,୩୦ା୧(ସ୍ବ.ପ୍ର.):ଜଗତ୍‌ସିଂହପୁର ଜିଲା ନାଉଗଁା ବ୍ଲକ ଦେଇ ପ୍ରବାହିତ ହେଉଛି ଦେବୀ ନଦୀ। ଶିଖର ପଞ୍ଚାୟତ ପାରିଶିଖରଠାରେ ଦେବୀନଦୀ କୂଳ ଖାଉଥିବାରୁ ଜଳସେଚନ ବିଭାଗ ପକ୍ଷରୁ ପଥର...

ମହିଳା ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୨୪।୧(ଡି.ଏନ୍‌.ଏ.): ମାଲକାନଗିରି ଏସ୍‌ପି ଋଷିକେଶ ଡି.ଖିଲାରୀଙ୍କ ନିକଟରେ ଆଜି ଜଣେ ନାବାଳିକା ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ତାଙ୍କର ନାମ ଲାଛି ଖରା। ସେ ଆନ୍ଧ୍ର ଓଡ଼ିଶା...

ପୁଣି ରାସ୍ତାରେ ୫ ଫୁଟ୍‌ର ଗର୍ତ୍ତ

କଟକ ଅଫିସ,୧୦ା୮: କଟକ ସହରର ଅନେକ ସ୍ଥାନରେ ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଛି। ଠିକା ସଂସ୍ଥା ଜାଇକା ବିଭିନ୍ନ ଓ୍ବାର୍ଡରେ ରାସ୍ତା ମରାମତି ଆଳରେ ଖୋଳିଦେଇଛି।...

ଗୋଷାଣୀନୂଆଗଁ।ରେ କାଳୁଆ ଯାତ୍ରା ଆରମ୍ଭ

ବ୍ରହ୍ମପୁର ଅଫିସ,୨୯ା୯-ବ୍ରହ୍ମପୁର ଗୋଷାଣୀନୂଆଗଁ।ର ପ୍ରସିଦ୍ଧ କାଳୁଆ ଯାତ୍ରା ଶନିବାର ତଥା ପବିତ୍ର ମହାଳୟା ଅମବାସ୍ୟା ରାତିରୁ ଆରମ୍ଭ ହୋଇଛି । ଏହା କୁମାର ପୂର୍ଣ୍ଣିମା ରାତିରେ...

ରାୟଗଡ଼ାରେ ପ୍ରଥମ କରୋନା ପଜିଟିଭ୍‌ ଚିହ୍ନଟ: କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା

ରାୟଗଡ଼ା ଅଫିସ,୩।୬: ଓଡ଼ିଶାର ୨୯ଟି ଜିଲାରେ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଗ୍ରୀନ୍‌ ଜୋନ୍‌ରେ ରହିଥିଲା ରାୟଗଡ଼ା ଜିଲା ମାତ୍ର ବୁଧବାର ରାୟଗଡ଼ାରୁ ଜଣେ...

ଟ୍ରକ୍‌କୁ ପଛରୁ ଧକ୍କା ଦେଲା ବାଇକ୍‌: ଜଣେ ମୃତ

ନୂଆଗାଁ,୧୯।୧୦(ଡି.ଏନ୍‌.ଏ.): ନୟାଗଡ଼ ଜିଲା ନୂଆଗାଁ ଥାନା ଗଦାଧରପୁରଠାରେ ଶୁକ୍ରବାର ରାତିରେ ଏକ ଟ୍ରକ୍‌କୁ ବାଇକ୍‌ ପଛରୁ ଧକ୍କା ଦେଇଛି। ଫଳରେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଛି...

ପ୍ରାକୃତିକ ବିପର୍ଯ୍ୟୟ ମୃତ୍ୟୁଠାରୁ ଡାହାଣୀ ସନ୍ଦେହରେ ହତ୍ୟା ଅଧିକ

ଭୁବନେଶ୍ୱର, ୧୧ା୧୨(ବ୍ୟୁରୋ):ଦେଶରେ ଡାହାଣୀ ଓ ଗୁଣିଆ ସନ୍ଦେହରେ ବାର୍ଷିକ ହାରାହାରି ୫୩ଜଣଙ୍କୁ ହତ୍ୟା କରାଯାଉଛି। ୨୦୧୦ରୁ ଏ ପର୍ଯ୍ୟନ୍ତ ଡାହାଣୀ ଓ ଗୁଣିଆ ସନ୍ଦେହଜନିତ ହତ୍ୟା...

ଶାଶୁ ଘର ଲୋକେ ମୋ ଝିଅକୁ ହତ୍ୟା କରିଛନ୍ତି

ବାସୁଦେବପୁର,୨୮।୮(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସାନକୃଷ୍ଣପୁର ପଞ୍ଚାୟତ ନଟିଆପାଳ ଗ୍ରାମରେ ଶନିବାର ରାହାସ ମଞ୍ଜରୀ ପୁହାଣ ନାମ୍ନୀ ଜଣେ ନବବିବାହିତାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି।...

Advertisement
Archives

Model This Week