ଜି.ଉଦୟଗିରିରେ ସାଲୁଗା, ବାଲିଗୁଡାରେ ଚକ୍ରମଣି, ଫୁଲବାଣୀରେ ଅଙ୍ଗଦ ଆଗରେ

ଜି.ଉଦୟଗିରି,୨୩।୫(ଡି.ଏନ୍‌.ଏ.)- ଜି.ଉଦୟଗିରି ବିଧାନସଭା କ୍ଷେତ୍ରରେ ବିଜେଡି ପ୍ରାର୍ଥୀ ସାଲୁଗା ପ୍ରଧାନ ଆଗୁଆ ଅଛନ୍ତି। ସାଲୁଗାଙ୍କୁ ୫୯୮୫ ଭୋଟ ମିଳିଥିବାବେଳେ ଭାଜପାର ଅର୍ଚ୍ଚନା ପ୍ରଧାନଙ୍କୁ ୩୯୭୭ ଭୋଟ ମିଳିଛି। ସେହିପରି ବାଲିଗୁଡାରେ ବିଜେଡି ପ୍ରାର୍ଥୀ ଚକ୍ରମଣୀ କହଁର ୨୫୦୫ ଭୋଟ ପାଇଥିବା ବେଳେ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ସିମନ ମଳିକ ୧୬୬୭ ଓ ଭାଜପାର କରେନ୍ଦ୍ର ମାଝି ୧୧୨୦ଭୋଟ ପାଇଛନ୍ତି। ଫୁଲବାଣୀ ବିଧାନସଭା କ୍ଷେତ୍ରରେ ଅଙ୍ଗଦ କହଁର ୧୦,୮୧୮ ଭୋଟ ପାଇଥିବାବେଳେ କଂଗ୍ରେସର କିଶୋର କହଁର ୨୯୦୧ ଓ ଭାଜପାର ଦେବନାରାୟଣ ପ୍ରଧାନ ୨୮୪୪ ଖଣ୍ଡ ଭୋଟ ପାଇଛନ୍ତି। କନ୍ଧମାଳ ଏମ୍‌ପି ଜୋନରେ ବିଜେଡିର ଅଚ୍ୟୁତ ସାମନ୍ତ ୪୬,୯୩୦ ଭୋଟ ପାଇଥିବାବେଳେ ଭାଜପାର ଐରଖାରବେଳ ସ୍ବାଇଁ ୩୩୮୧୨ ଭୋଟ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକକୁ ପଛରୁ ପିଟିଲା DJ ଗାଡ଼ି

ଜମନକିରା,୨୨।୯(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ୫୩ ନମ୍ବର ଜାତୀୟ ରାଜପଥ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ରାସ୍ତା କଡ଼ରେ ଠିଆ ହୋଇଥିବା…

UPI Charges: ୟୁପିଆଇକୁ ନେଇ ବଡ଼ କଥା କହିଲେ ଅର୍ଥମନ୍ତ୍ରୀ ସୀତାରାମଣ

ନୂଆଦିଲ୍ଲୀ,୨୨।୯: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମଣ UPI ପାଇଁ ଲାଗୁ ହେବାକୁ ଥିବା ନୂତନ ‘ମର୍ଚ୍ଚାଣ୍ଟ ଡିସକାଉଣ୍ଟ ରେଟ’ (MDR) ସମ୍ବନ୍ଧୀୟ ସ୍ଥିତିକୁ ସ୍ପଷ୍ଟ କରିଛନ୍ତି। ସେ…

ଆଜି ସୁପ୍ରିମକୋର୍ଟରେ ଡିଜିପି ଚୟନ ଶୁଣାଣି

ଭୁବନେଶ୍ୱର, ୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶାର ଡିଜିପି ଚୟନ ନେଇ ସୁପ୍ରିମକୋର୍ଟରେ ମଙ୍ଗଳବାର ଶୁଣାଣି ହେବ। ଏନେଇ ସୁପ୍ରିମକୋର୍ଟଙ୍କ ଲିଷ୍ଟିଂରେ ଓଡ଼ିଶା ଡିଜିପି ଚୟନ ପ୍ରସଙ୍ଗକୁ ସାମିଲ କରାଯାଇଛି।…

ONGCର ବଡ଼ ସଫଳତା, ଓଡ଼ିଶା ଉପକୂଳରେ ଗ୍ୟାସ୍‌ର ସନ୍ଧାନ

ନୂଆଦିଲ୍ଲୀ,୨୨।୯: ଓଡ଼ିଶା ଉପକୂଳରେ କୋଣାର୍କଠାରୁ ପ୍ରାୟ ୪୩ କି.ମି. ଦୂରରେ ଭାରତୀୟ ରାଷ୍ଟ୍ରାୟତ୍ତ କମ୍ପାନୀ ଅଏଲ୍‌ ଆଣ୍ଡ୍‌ ନ୍ୟାଚୁରାଲ ଗ୍ୟାସ୍‌ କର୍ପୋରେଶନ ଲିଃ (ଓଏନ୍‌ଜିସି) ଗ୍ୟାସ୍‌ର ସନ୍ଧାନ…

ବିଶିଷ୍ଟ ଅଭିନେତ୍ରୀ ମିଠୁ ମୁଖାର୍ଜୀଙ୍କ ଦେହାନ୍ତ

ମୁମ୍ବାଇ, ୨୨।୯: ୧୯୭୦ ଓ ୧୯୮୦ ଦଶକର ବଙ୍ଗଳା ଏବଂ ହିନ୍ଦୀ ସିନେମାକୁ ନିଜର ଦୀପ୍ତିମୟ ଅଭିନୟରେ ସମୃଦ୍ଧ କରିଥିବା ବିଶିଷ୍ଟ ଅଭିନେତ୍ରୀ ମିଠୁ ମୁଖାର୍ଜୀ ଆଉ…

ବିହାର ଅସଦାଚରଣ ମାମଲା: ୩ ଗିରଫ

ପାଟନା, ୨୨।୯: ବିହାରର ଜାମୁଇ ଜିଲାରେ ୧୦ମ ଶ୍ରେଣୀର ୨ଜଣ ଛାତ୍ରୀଛାତ୍ରଙ୍କୁ ଅସଦାଚରଣ ଏବଂ ମାଡ଼ ମାରିବା ଘଟଣାରେ ପୋଲିସ ୩ ଜଣ ନାବାଳକଙ୍କୁ ଗିରଫ କରିଛି।…

ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ, ଆଗତ ହୋଇପାରେ ୬ ବିଲ୍‌

ଭୁବନେଶ୍ୱର,୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶା ସରକାରଙ୍କ ସପ୍ତଦଶ ବିଧାନସଭାର ୭ମ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇ ଆସନ୍ତା ଅକ୍ଟୋବର ୩ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରଥମ ଦିନ…

୨୪ ଯାଏ ଏହି ଜିଲାରେ ସ୍କୁଲ୍‌ ଛୁଟି ଘୋଷଣା, ବନ୍ଦ ରହିବ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର,୨୨।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ଆଜି ଠାରୁ ୨୪ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ବନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?