ଜି.ଉଦୟଗିରି: ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ନିମନ୍ତେ ଆବେଦନ

ଜି.ଉଦୟଗିର,୨୧।୧୧(ଡି.ଏନ୍‌.ଏ)- ଜି.ଉଦୟଗିରି ପଞ୍ଚାୟତ ସମିତି ଅଧ୍ୟକ୍ଷା ଦୀପ୍ତିରେଖା ପ୍ରଧାନଙ୍କ ବିରୋଧରେ ୧୩ ଜଣ ସଦସ୍ୟ ଅନାସ୍ଥା ପ୍ରସ୍ତାବ ନିମନ୍ତେ ବାଲିଗୁଡ଼ା ଉପଜିଲାପାଳଙ୍କ ନିକଟରେ ଆବେଦନ କରିଛନ୍ତି। ବାଲିଗୁଡ଼ା ଉପଜିଲାପାଳ ଅନାସ୍ଥା ପ୍ରସ୍ତାବ ଗତ ୧୫ତାରିଖରେ ପାଇବା ପରେ ଜି.ଉଦୟଗିରି ବିଡିଓଙ୍କ ନିକଟକୁ ଏହାକୁ ଯାଞ୍ଚ ନିମନ୍ତେ ପଠାଇଛନ୍ତି। ସୂଚନା ପ୍ରକାରେ, ଜି.ଉଦୟଗିରି ପଞ୍ଚାୟତ ସମିତିରେ ୧୮ସଦସ୍ୟ ଅଛନ୍ତି। ସେମାନଙ୍କ ମଧ୍ୟରୁ ୧୩ ଜଣ ଅନସ୍ଥା ପ୍ରସ୍ତାବ ନିମନ୍ତେ ପତ୍ର ଲେଖିଛନ୍ତି। ଏହି ଖବର ଜି.ଉଦୟଗିରି ଅଞ୍ଚଳରେ ଆଲୋଚନାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଟୋ-ବାଇକ୍‌ ମୁହାଁମୁହିଁ, ଯୁବକ ମୃତ

ଫିରିଙ୍ଗିଆ, ୧୧ା୩- ଫିରିଙ୍ଗିଆ ବ୍ଲକ କେଳାପଡ଼ା ପଞ୍ଚାୟତ ଉରକିଆ ଛକ ନିକଟରେ ବୁଧବାର ବାଇକ ଓ ଅଟୋରିକ୍ସା ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ ଚାଳକଙ୍କ...

ଏସ୍‌ଡିସି କପ୍‌ ଉଦ୍‌ଘାଟିତ : ପ୍ରଥମ ଦିନରେ ୪ ମ୍ୟାଚ

ଫୁଲବାଣୀ ଅଫିସ, ୨୫ା୨-ଫୁଲବାଣୀସ୍ଥିତ କରୋନେଶନ ପଡିଆରେ ଆଦିବାସୀ ଫୁଟବଲ ଚାମ୍ପିୟନଶିପ୍‌ ଏସ୍‌ଡିସି (ସ୍ବତନ୍ତ୍ର ଉନ୍ନୟନ ପରିଷଦ) କପ୍‌-୨୦୨୦ ସୋମବାର ଉଦ୍‌ଘାଟିତ ହୋଇଛି ା ସରକାରଙ୍କ ଆଇଟି...

ଭିତ୍ତିପ୍ରସ୍ତରରେ ଅଟକିଛି ସାଲ୍‌କି ସେତୁ

ଫୁଲବାଣୀ ଅଫିସ, ୨।୧ – ଫୁଲବାଣୀ ବ୍ଲକ ଆଲାମୀ ପଞ୍ଚାୟତ ନୂଆଁରିପଦରଠାରେ ସାଲୁଙ୍କି ନଦୀରେ ଏକ ପୋଲ ନିର୍ମାଣ ପାଇଁ ଲୋକେ ବହୁଦିନ ଧରି ଦାବି...

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ମହିଳା ମହାସଂଘର ସହାୟତା

ଖଜୁରିପଡା,୨୧ା୪(ଡି.ଏନ.ଏ.)- ଖଜୁରିପଡ଼ା ବ୍ଲକର ଆର.ନୂଆଗାଁ ଗ୍ରାମପଞ୍ଚାୟତ ସ୍ତରୀୟ ମହିଳା ମହାସଂଘ ତରଫରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (କୋଭିଡ୍‌)କୁ ୩୨,୩୬୦ ଟଙ୍କା ପ୍ରଦାନ କରାଯାଇଛି। ଏହି ମହାସଂଘ...

୨୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ସହ ଟ୍ରାକ୍ଟର ଜବତ: ଡ୍ରାଇଭର ଗିରଫ

ବାଲିଗୁଡ଼ା,୮।୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗି ପଥପ୍ରାନ୍ତ ସେବାକେନ୍ଦ୍ର ନିକଟରେ ଚଢ଼ାଉକରି ପୋଲିସ ୨୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ କରିଛି ।...

ଗଣ୍ଡଗୋଳ ବେଳେ ଗର୍ଭବତୀ ଆହତ ଅଭିଯୋଗ: ମୃତ ଶିଶୁ ଜନ୍ମ ପରେ ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା

ଦାରିଙ୍ଗବାଡ଼ି,୮।୧୧(ଡି.ଏନ.ଏ)-ଦାରିଙ୍ଗବାଡ଼ି ଥାନା ପଞ୍ଚୁପଲ୍ଲି ଗ୍ରାମରେ ଜମିବାଡ଼ିକୁ ନେଇ ଶୁକ୍ରବାର ଗଣ୍ଡଗୋଳ ହୋଇଥିଲା। ଏଥିରେ ଜଣେ ଗର୍ଭବତୀ ରୋଜି ବଳିଆର ସିଂ ଆହତ ହୋଇଥିବା ଥାନାରେ ଅଭିଯୋଗ...

ଦାରିଙ୍ଗବାଡ଼ିରେ ପହିଲି ଶୀତ, ସର୍ବନିମ୍ନ ତାପମାତ୍ରା ୧୧ ଡିଗ୍ରୀ

ଦାରିଙ୍ଗବାଡ଼ି,୨୩ା୧୦: ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଚଳିତ ବର୍ଷ ପହିଲିଶୀତ ଅନୁଭୂତ ହୋଇଛି। ଅଞ୍ଚଳରେ ସର୍ବନିମ୍ନ ତାପମାତ୍ର ୧୧ ଡିଗ୍ରୀ ରହିଥିବା ପ୍ରଶାସନ...

ସୂଚନା ଅଧିକାର କର୍ମୀଙ୍କୁ ଗୁଳିକରି ହତ୍ୟା ଘଟଣା: ବାଲିଗୁଡ଼ାରେ ସୂଚନା ଅଧିକାର ଅଭିଯାନ ଟିମ୍‌

ବାଲିଗୁଡା,୧୨ା୧୨(ଡି.ଏନ୍‌.ଏ.)-ବାଲିଗୁଡ଼ାର ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡାଙ୍କୁ ମଙ୍ଗଳବାର ସକାଳେ ତାଙ୍କ ଘର ଆଗରେ ଗୁଳି କରି ହତ୍ୟା କରାଯାଇଥିଲା। ୨ ଜଣ ଦୁର୍ବୃତ୍ତ ତାଙ୍କୁ...

Advertisement
Archives

Model This Week