ଜି.ଉଦୟଗିରି ନିର୍ବାଚନମଣ୍ଡଳୀରେ ବିଜେଡିର ସାଲୁଗା ବିଜୟୀ

ଦାରିଙ୍ଗବାଡ଼ି,୨୪।୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଜେଡି ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ ବିଜୟୀ ହୋଇଛନ୍ତି। ସାଲୁଗା ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ଶ୍ୟାମଘନ ପ୍ରଧାନଙ୍କଠାରୁ ମୋଟ ୧୧,୨୬୧ ଖଣ୍ଡ ଭୋଟରେ ବିଜୟଲାଭ କରିଛନ୍ତି।
ସାଲୁଗା ମୋଟ ୫୩,୨୩୮ ଖଣ୍ଡ ଭୋଟ ପାଇଥିବା ବେଳେ କଂଗ୍ରେସର ଶ୍ୟାମଘନ ପ୍ରଧାନ ୪୧ ହଜାର ୯୭୭ ଖଣ୍ଡ ଭୋଟ ପାଇଛନ୍ତି। ସେହିପରି ଭାଜପାର ଅର୍ଚ୍ଚନା ପ୍ରଧାନ ୩୫,୯୯୮ ଖଣ୍ଡ ଭୋଟ ପାଇ ତୃତୀୟ ସ୍ଥାନରେ ରହିଛନ୍ତିି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଗର ଗଳିକନ୍ଦି ରାସ୍ତା ବିପଜ୍ଜନକ, ସରୁନି ଜାନିବିଲି ପ୍ରକଳ୍ପ ନିର୍ମାଣ

ବ୍ରହ୍ମପୁର ଅଫିସ,୨୪।୪: ବ୍ରହ୍ମପୁର ମହାନଗରରେ ଗଳି କନ୍ଦି ରାସ୍ତାଗୁଡ଼ିକ ଶୋଚନୀୟ ହୋଇଯାଇଛି। ଫଳରେ ଯାନବାହନ ଚଳାଚଳ ବେଳେ ଛୋଟ ବଡ଼ ଦୁର୍ଘଟଣା ଘଟୁଛି ଏବଂ ପାଦଚଲା ମଧ୍ୟ...

ବନ୍ଧୁକ ଦେଖାଇ ବ୍ୟାଙ୍କ କର୍ମଚାରୀଙ୍କ ଠାରୁ ଲୁଟ୍‌

ବେଗୁନିଆପଡ଼ା, ୧୩ା୮ (ଡି.ଏନ.ଏ.) -ପୁଣି ବନ୍ଧୁକ ଦେଖାଇ ଲୁଟ। ଜଣେ ବ୍ୟାଙ୍କ କର୍ମଚାରୀଙ୍କ ଠାରୁ ସୋମବାର ଟଙ୍କା ଓ ମୋବାଇଲ ଲୁଟି ନେଇଛନ୍ତି ଦୁର୍ବୃତ୍ତ। ଘଟଣା...

ଫେରାର୍‌ ମଦ ବେପାରୀ ଗିରଫ

ଶଙ୍କରାଖୋଲ,୨୭।୫(ଡି.ଏନ୍‌.ଏ.)- ଟିକାବାଲି ଥାନା ଟୁଡୁବାଲି ଗ୍ରାମର ବେଆଇନ୍‌ ବିଦେଶୀ ମଦ ବିକ୍ରି ଅଭିଯୋଗରେ ଫେରାର୍‌ ଥିବା ଅଭିଯୁକ୍ତଙ୍କୁ ସୋମବାର ପୋଲିସ କୋର୍ଟଚାଲାଣ କରିଛି। ସେ ହେଲେ...

ଗଞ୍ଜାମରେ ବ୍ୟାପୁଛି କାମଳ ରୋଗ; ୨୦୧୬ରୁ ୫୪୯ ଆକ୍ରାନ୍ତ

ବ୍ରହ୍ମପୁର ଅଫିସ୍‌,୨୯ା୭-ଗଞ୍ଜାମ ଜିଲାରେ କାମଳ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହା ମହାମାରୀ ରୂପ ନେଇ ନ ଥିଲେ ମଧ୍ୟ ରୋଗୀଙ୍କ ସଂଖ୍ୟା ବୃଦ୍ଧି ଚିନ୍ତାଜନକ...

ସଟସର୍କିଟ ଯୋଗୁ ଜଳିଗଲା ଘର

ଗଞ୍ଜାମ,୧୫।୬(ଡି.ଏନ.ଏ.):ଗଞ୍ଜାମ ଜିଲା ରମ୍ଭା ଥାନା ପାଲଙ୍ଗ ପଞ୍ଚାୟତ ନିମୁସୁଲା ଗ୍ରାମରେ ବିଦ୍ୟୁତ ସଟସର୍କିଟ ଯୋଗୁ ବୁଧବାର ଅଗ୍ନିକାଣ୍ଡ ଘଟିଥିବା ଜଣା ପଡିଛି l ଏହି ଅଗ୍ନିକାଣ୍ଡରେ...

ବିଭୂତି ପ୍ରଧାନ ୮୨ ଖଣ୍ଡ ଭୋଟରେ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-ପରଜଙ୍ଗ ବିଧାନସଭା ଆସନରେ ବିଜେଡି-ଭାଜପା ମଧ୍ୟରେ କଡ଼ା ମୁକାବିଲା ଜାରି ରହିଛି। ୩୩ ରାଉଣ୍ଡ ସୁଦ୍ଧା ଭାଜପା ପ୍ରାର୍ଥୀ ବିଭୂତି ପ୍ରଧାନ ମାତ୍ର ୮୨...

କରୋନା ଯୋଦ୍ଧା ଏଏସ୍‌ଆଇଙ୍କର କରୋନାରେ ମୃତ୍ୟୁ: ଗାର୍ଡ ଅଫ୍‌ ଅନର ଦେଲା ଗଞ୍ଜାମ ପୋଲିସ

ଛତ୍ରପୁର, ୪।୮(ଡି.ଏନ୍‌.ଏ.): ଗଞ୍ଜାମ ପୋଲିସ ଜିଲା ଅଧୀନ ତାରସିଂ ଥାନାର କରୋନା ଯୋଦ୍ଧା ଏଏସ୍‌ଆଇ ଶିବରାମ ଦାଶଙ୍କର ସୋମବାର କରୋନାରେ ମୃତ୍ୟୁ ଘଟିଥିଲା। ମଙ୍ଗଳବାର ଛତ୍ରପୁର...

ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଦାବି ନେଇ ପଦଯାତ୍ରା:ବୁଲିଲେଣି ୫୦୦୦ରୁ ଊର୍ଦ୍ଧ୍ୱ କି.ମି.

ବ୍ରହ୍ମପୁର ଅଫିସ,୨୬।୪-ଡିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଦାବି ସହ ଲୋକଙ୍କୁ ସଚେତନ ନେଇ ଜଗତସିଂହପୁର ଜିଲା ବାଲିକୁଦା ବ୍ଲକ ଭାଗବନ ସିନ୍ଧଳା ଗ୍ରାମର ସତ୍ୟବ୍ରତ ଦାସ...

Advertisement
Archives

Model This Week