ଫୁଲବାଣୀ ଅଫିସ,୨୩।୫(ଡି.ଏନ୍.ଏ.)- ଜି.ଉଦୟଗିରି ବିଧାନସଭା କ୍ଷେତ୍ରରେ ବିଜେଡି ପ୍ରାର୍ଥୀ ସାଲୁଗା ପ୍ରଧାନ ଆଗୁଆ ଅଛନ୍ତି। ସାଲୁଗାଙ୍କୁ ୯୧୩୪ ଭୋଟ ମିଳିଥିବାବେଳେ ଭାଜପାର ଅର୍ଚ୍ଚନା ପ୍ରଧାନଙ୍କୁ ୬୩୨୨ ଭୋଟ ମିଳିଛି। ସେହିପରି ବାଲିଗୁଡାରେ ବିଜେଡି ପ୍ରାର୍ଥୀ ଚକ୍ରମଣୀ କହଁର ୧୨୯୪୩ ଭୋଟ ପାଇଥିବା ବେଳେ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ସିମନ ମଳିକ ୮୪୨୧ ଓ ଭାଜପାର କରେନ୍ଦ୍ର ମାଝି ୧୧୨୦ଭୋଟ ପାଇଛନ୍ତି। ଫୁଲବାଣୀ ବିଧାନସଭା କ୍ଷେତ୍ରରେ ଅଙ୍ଗଦ କହଁର ୧୭,୫୬୬ ଭୋଟ ପାଇଥିବାବେଳେ କଂଗ୍ରେସର କିଶୋର କହଁର ୪୯୯୫ ଓ ଭାଜପାର ଦେବନାରାୟଣ ପ୍ରଧାନ ୫୪୦୧ ଖଣ୍ଡ ଭୋଟ ପାଇଛନ୍ତି। କନ୍ଧମାଳ ଏମ୍ପି ଜୋନରେ ବିଜେଡିର ଅଚ୍ୟୁତ ସାମନ୍ତ ୧୩୩୧୮୭ ଭୋଟ ପାଇଥିବାବେଳେ ଭାଜପାର ଐରଖାରବେଳ ସ୍ବାଇଁ ୯୮୫୧୨ ଭୋଟ ପାଇଛନ୍ତି।
ବରଗଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ: ସାମିଲ ହେଲେ ବିଧାୟକ-ଜିଲାପାଳ
ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ…
ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ
ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…
ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ
ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…
କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ
ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍ଏସ୍)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା…
କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ
ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…
ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ
ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…
ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…
ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…
ଦିଗପହଣ୍ଡିରେ ଅନ୍ତର୍ଜାତୀୟ ଯୋଗ ଦିବସ
ଦିଗପହଣ୍ଡି,୨୧|୬ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ କମ୍ପ୍ଲେକ୍ସ ପରିସରରେ ରବିବାର ଦ୍ଵାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଜେଏମଏଫସି କୋର୍ଟ…
Archives

