ଜି-୭ରେ ମୋଦି

ବିଆରିଜ୍‌,୨୬ା୮(ପି.ଟି.):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଫ୍ରାନ୍ସର ବିଆରିଜ୍‌ରେ ଆୟୋଜିତ ତିନିଦିନିଆ ଜି-୭ ସମ୍ମିଳନୀରେ ନିମନ୍ତ୍ରିତ ଅତିଥି ଭାବେ ଯୋଗଦେଇଛନ୍ତି। ସେ ବାହାରିନ୍‌ରୁ ଫ୍ରାନ୍ସ ଯାଇ ସମ୍ମିଳନୀରେ ବିଶ୍ୱନେତାମାନଙ୍କୁ ଭେଟିଛନ୍ତି। ସମ୍ମିଳନୀରେ ୭ ସଦସ୍ୟ ରାଷ୍ଟ୍ର (ଫ୍ରାନ୍ସ, ଇଟାଲୀ, କାନାଡା, ଆମେରିକା, ଜାପାନ, ଜର୍ମାନୀ ଓ ବ୍ରିଟେନ)ର ନେତାମାନେ ଯୋଗଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ତାଲିବାନର ତୋଗଲକୀ ଆଦେଶ: ଶିଶୁଙ୍କୁ ଦିଆଯିବ ନି ପୋଲିଓ ବୁନ୍ଦା; ଅବମାନନା କଲେ ଭୋଗିବାକୁ ପଡ଼ିବ ପରିଣାମ

ଇସଲାମାବାଦ୍‌,୩।୮: ପାକିସ୍ତାନରେ ତାଲିବାନ ଆତଙ୍କବାଦୀ ସଂଗଠନ ପକ୍ଷରୁ ତୋଗଲକୀ ଆଦେଶ ଜାରି ହୋଇଛି। ମହିଳାଙ୍କୁ ଏକୁଟିଆ ବାହାରକୁ ଯିବା ପାଇଁ ବାରଣ କରାଯିବା ସହିତ ଅଧିକ...

ଗଣମାଧ୍ୟମ ପାଇଁ ଫେସ୍‌ବୁକ୍‌ରେ ନୂଆ ସୁଯୋଗ: ଖବର ପ୍ରକାଶନ ପାଇଁ ବର୍ଷକୁ ମିଳିବ ୨୧.୨୬ କୋଟି ଟଙ୍କା

ସାନ୍‌ ଫ୍ରାନ୍ସିସ୍‌କୋ, ୧୦।୮: ଗଣମାଧ୍ୟମ ପାଇଁ ଫେସ୍‌ବୁକ୍‌ରେ ନୂଆ ସୁଯୋଗ ସୃଷ୍ଟି ହୋଇଛି। ଏନେଇ ଫେସ୍‌ବୁକ୍‌ ପକ୍ଷରୁ ଶୀଘ୍ର ନୂଆ ପଦକ୍ଷେପ ଗ୍ରହଣ କରାଯିବ। ଏହା...

ପୃଥିବୀ ନିକଟରେ ଥିବା ବ୍ଲାକ୍‌ ହୋଲ୍‌ର ମିଳିଲା ସନ୍ଧାନ

ଓ୍ବାଶିଂଟନ,୭।୫: ପୃଥିବୀ ନିକଟରେ ଥିବା ଏକ ବ୍ଲାକ୍‌ ହୋଲ୍‌ର ସନ୍ଧାନ ମିଳିଛି। ଏହା ପୃଥିବୀଠାରୁ ପ୍ରାୟ ୧୦୦୦ ଆଲୋକ ବର୍ଷ ଦୂରରେ ରହିଛି ବୋଲି ୟୁରୋପିଆନ୍‌...

୧,୫୦୦ ଅଫିସରଙ୍କୁ ହରେଇଲାଣି ରୁଷିଆ

ମସ୍କୋ,୩୦।୧୧: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ୯ ମାସରୁ ଊର୍ଦ୍ଧ୍ୱ ଦିନ ଧରି ଚାଲିଛି। ଉଭୟ ଦେଶ ଏହାଦ୍ୱାରା ପ୍ରଭାବିତ ହୋଇଥିବାବେଳେ ଏହାର ନକାରାତ୍ମକ ପ୍ରଭାବ ସମଗ୍ର ବିଶ୍ୱରେ...

ଶୂନ ଡିଗ୍ରୀ ତାପମାତ୍ରାରେ ୩୫ ଘଣ୍ଟା

ମୁମ୍ବାଇ,୩।୩: ୟୁକ୍ରେନ୍‌ରୁ ଫେରିଥିବା କେତେଜଣ ଛାତ୍ର ସେମାନଙ୍କ ଦୁଃଖଦ ଅନୁଭୂତି ବଖାଣିଛନ୍ତି। ସେମାନଙ୍କୁ ୟୁକ୍ରେନ୍‌ ସୀମାରେ ଶୂନରୁ କମ୍‌ ଡିଗ୍ରୀ ତାପମାତ୍ରାରେ ୩୫ ଘଣ୍ଟାରୁ ଊର୍ଦ୍ଧ୍ୱ...

୯/୧୧ ସୁଦ୍ଧା ଆଫଗାନିସ୍ତାନରୁ ଆମେରିକା ସେନା ପ୍ରତ୍ୟାହାର

ଜାତିସଂଘ, ୧୫।୪(ଆଇଏଏନ୍‌ଏସ୍‌): ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଆଫଗାନିସ୍ତାନରୁ ସେନା ପ୍ରତ୍ୟାହାର ଲାଗି ସେପ୍ଟେମ୍ବର ୧୧ ସମୟସୀମା ଧାର୍ଯ୍ୟ କରିଛନ୍ତି। କାତାରରେ ତାଲିବାନ, ଆଫଗାନ ସରକାରଙ୍କ...

କିଛି ବର୍ଷ ମଧ୍ୟରେ ଉତ୍ତରମେରୁ ହେବ ବରଫ ଶୂନ୍ୟ: ମିଶନ ଆଇସ୍‌ବ୍ରେକର ରିପୋର୍ଟ

ଓ୍ବାଶିଂଟନ, ୧୩।୧୦: ପୃଥିବୀର ଉତ୍ତରମେରୁ ଆସନ୍ତା କିଛି ବର୍ଷ ମଧ୍ୟରେ ବରଫ ଶୂନ୍ୟ ହେବ। ଖରାଦିନେ ଏଠାରେ ଆଉ ବରଫର ଆବରଣ ରହିବ ନାହିଁ। ମିଶନ...

ଭାରତକୁ ସହାୟତା ପାଇଁ ଆଗେଇ ଆସିଲା ଗୁଗ୍‌ଲ, ମାଇକ୍ରୋସଫ୍ଟ

ଓ୍ବାଶିଂଟନ୍‌,୨୬।୪: ସମଗ୍ର ଦେଶରେ ଦ୍ରୁତ ଗତିରେ କରୋନା ବ୍ୟାପି ଚାଲିଛି। ଏହି ସଙ୍କଟ ମଧ୍ୟରେ ଗୁଗଲର ସିଇଓ ସୁନ୍ଦର ପିଚାଇ ଭାରତକୁ ସାହାଯ୍ୟ କରିବାକୁ ଆଗେଇ...

Advertisement
Archives

Model This Week