Posted inଜାତୀୟ

ଜୀବନକୁ ବାଜି ଲଗାଇ ଜହର ଖାଇଥିବା ସାପକୁ ବଞ୍ଚାଇଲେ ଆଇଟି ଅଧିକାରୀ: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଇନ୍ଦୋର,୨।୬: ମଣିଷ ଏବଂ ପ୍ରାଣୀଙ୍କ ମଧ୍ୟରେ ସମ୍ପର୍କ ନିଆରା। ପରିବେଶ ସନ୍ତୁଳନରେ ପ୍ରାଣୀଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ତେଣୁ ଜୀବେଦୟାକୁ ଭାରତୀୟ ସମାଜ ଅତିପୁରାତନ କାଳରୁ ଗୁରୁତ୍ୱ ଦେଇଥାଏ। ମଧ୍ୟପ୍ରଦେଶର ଜଣେ ଆଇଟି ଅଧିକାରୀ ନିଜ ଜୀବନକୁ ବାଜି ଲଗାଇ ଜହର ଖାଇଥିବା ଏକ ସାପର ଜୀବନ ବଞ୍ଚାଇଛନ୍ତି। ଇନ୍ଦୋର ଆଇଟି ଅଧିକାରୀ ଶେରସିଂ ଗିନ୍ନାରେ କୀଟନାଶକ ଜହର ଖାଇଥିବା ଏକ ସାପର ଜୀବନ ବଞ୍ଚାଇବା ଲାଗି ନିଜ ପାଟିରେ ପାଣି ଭର୍ତ୍ତି କରି ଏହାକୁ ଆଣି ପ୍ଲାଷ୍ଟିକ୍‌ ଷ୍ଟ୍ର ଦ୍ୱାରା ସାପ ପାଟିରେ ଛାଡିଥିଲେ। ଏଭଳି ଭାବେ ସାପର ବାନ୍ତି କରାଇ ଶେରସିଂ ଏହାର ଜୀବନ ବଞ୍ଚାଇଛନ୍ତି। ଏବେ ଶେରସିଂଙ୍କ ଏଭଳି ମାନବୀୟ କାର୍ଯ୍ୟ ସୋସିଆଲ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ସିଏଏକୁ ବିରୋଧ କରି ଷ୍ଟାଲିନଙ୍କ ଦସ୍ତଖତ ଅଭିଯାନ

ଚେନ୍ନାଇ,୨।୨: କେନ୍ଦ୍ର ସରକାରଙ୍କ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ବିରୋଧ ଥମିବାର ନାଁ ନେଉନି। ରବିବାର ଡିଏମ୍‌କେ ଅଧ୍ୟକ୍ଷ ଏମ୍‌କେ ଷ୍ଟାଲିନଙ୍କ ଦ୍ୱାରା ସିଏଏକୁ ବିରୋଧ...

ସମୁଦ୍ର ପଥରେ ଆତଙ୍କବାଦୀ

ନୂଆଦିଲ୍ଲୀ/ମୁମ୍ବାଇ,୧୦ା୮: ଅନୁଚ୍ଛେଦ ୩୭୦କୁ ହଟାଇ ଜମ୍ମୁ-କଶ୍ମୀରକୁ ଦୁଇଭାଗ କରିବା ପରେ ଉପତ୍ୟକାରେ ଭାରତର ବଳ ବୃଦ୍ଧି ପାଇଛି। ଏହାସହ ବିଚ୍ଛିନ୍ନତାବାସୀଙ୍କୁ ମୋହରା କରି କଶ୍ମୀରରେ ଉତ୍ତେଜନା...

‘ଅପରେଶନ ଲୋଟସ’କୁ ଅଲକାଏଦା ସହ ତୁଳନା କଲା ଶିବସେନା

ନୂଆଦିଲ୍ଲୀ,୨୬।୮: ଦେଶର ଅନେକ ରାଜ୍ୟରେ ଚାଲିଥିବା ରାଜନୈତିକ ଘଟଣାକ୍ରମକୁ ନେଇ ଶିବସେନା ଭାଜପାକୁ ଟାର୍ଗେଟ କରିଛି। ଶିବସେନା ମୁଖପତ୍ର ‘ସାମନା’ ମାଧ୍ୟମରେ ଭାଜପାକୁ କଡ଼ା ସମାଲୋଚନା...

ଯିଏ ଯେଉଁଠି ଅଛ, ସେଇଠି ରୁହ: ଦୂତାବାସ

ନୂଆଦିଲ୍ଲୀ,୨୪ା୨: ୟୁକ୍ରେନ ଉପରେ ଗୁରୁବାର ରୁଷିଆ ଆକ୍ରମଣ କରିଛି। ଏହା ପରେ ୟୁକ୍ରେନରେ ସ୍ଥିତି ଗମ୍ଭୀର ରହିଛି। ଇତି ମଧ୍ୟରେ ୟୁକ୍ରେନରେ ରହୁଥିବା ଭାରତୀୟଙ୍କୁ ପରାମର୍ଶ...

୭ ସ୍ବତନ୍ତ୍ର ଟ୍ରେନ୍‌: ୬ ହଜାରରୁ ଅଧିକ ଶ୍ରମିକଙ୍କ ଘରବାହୁଡ଼ା

ନୂଆଦିଲ୍ଲୀ,୨।୫: ଭାରତରେ କରୋନା ସଂକ୍ରମଣ ନେଇ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ବିଭିନ୍ନ ରାଜ୍ୟରେ ଅଟକି ରହିଥିବା ଶ୍ରମିକଙ୍କୁ ନିଜ ନିଜ ରାଜ୍ୟକୁ ଫେରାଇ ଆଣିବା ଲାଗି...

ଅଟୋ ଚାଳକରୁ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ: ସହଜ ନ ଥିଲା ଯାତ୍ରା

ମୁମ୍ବାଇ,୩୦।୬: ମହାରାଷ୍ଟ୍ର ରାଜନୈତିକ ସଙ୍କଟର ଅନ୍ତ ଘଟିଛି। ଭାଜପା ସମର୍ଥନରେ ଶିବସେନାର ବିଦ୍ରୋହୀ ନେତା ଏକନାଥ ସିନ୍ଧେ ଗୁରୁବାର ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ସନ୍ଧ୍ୟା ସାଢ଼େ...

କୋଭାକ୍ସିନକୁ ଖୁବ୍‌ଶୀଘ୍ର ଡବ୍ଲ୍ୟୁଏଚ୍‌ଓ ମଞ୍ଜୁରୀ

କରୋନାର ତୃତୀୟ ଲହରକୁ ରୋକିବା ପାଇଁ ଟିକାକରଣ ଜରୁରୀ ହୋଇପଡ଼ିଥିବାବେଳେ କୋଭାକ୍ସିନକୁ ନେଇ ବଡ଼ ଖବର ଆସିଛି। କୋଭାକ୍ସିନ ନିର୍ମାତା କମ୍ପାନୀ ଭାରତ ବାୟୋଟେକ୍‌ ପକ୍ଷରୁ...

ହାତକାଟି ପ୍ରେମିକାଙ୍କ ମୁଣ୍ଡରେ ଲଗାଇଲେ ରକ୍ତସିନ୍ଦୁର, ସେଲ୍ଫି ନେବା ପରେ କଲେ ହତ୍ୟା

ପୁଣେ, ୨୧।୭: ମହାରାଷ୍ଟ୍ର କଲ୍ୟାଣ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ବ୍ୟକ୍ତି ହାତକାଟି ନିଜ ପ୍ରେମିକାଙ୍କ ମୁଣ୍ଡରେ ରକ୍ତସିନ୍ଦୁର ଲଗାଇ ସେଲ୍ଫି ନେବା...

Advertisement
Archives

Model This Week