ଜୀବନବିନ୍ଦୁ ମାଧ୍ୟମରେ ୩୧ ୟୁନିଟ୍‌ ରକ୍ତ ସଂଗୃହୀତ

ଚମ୍ପୁଆ, ୨।୫(ଡି.ଏନ.ଏ.)-ଚମ୍ପୁଆ ବ୍ଲକ ଫର୍ଶଳା ପଞ୍ଚାୟତ କାର୍ଯ୍ୟାଳୟ ଠାରେ ବିଜେଡି ପକ୍ଷରୁ ଜୀବନ ବିନ୍ଦୁ ମାଧ୍ୟମରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ପାଟଣା ବିଧାୟକ ଜଗନ୍ନାଥ ନାଏକ, ଜିଲା ବିଜେଡି ସଭାପତି ମାଧବ ସର୍ଦ୍ଦାର ପ୍ରମୁଖ ଉଦ୍‌ଘାଟନ କରିଥିବାବେଳେ ସ୍ଥାନୀୟ ସରପଞ୍ଚ ଈଶ୍ୱର ମୁଣ୍ଡା, ସମିତିସଭ୍ୟା ସୁଲୋଚନା ମୁଣ୍ଡା ପ୍ରମୁଖ ସହେଯାଗ କରିଥିଲେ। ଏହି ଶିବିରରେ ୩୧ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା। ଶିବିରକୁ ଜିଲାରକ୍ତ ଭଣ୍ଡାର ପକ୍ଷରୁ ପରିଚାଳନା କରାଯାଇଥିବା ବେଳେ ପର୍ଶଳା ବିଜୁ ଜନତା ଦଳର କର୍ମୀମାନେ ଏହାକୁ ଆୟୋଜନ କରିଥିଲେ। ସାମାଜିକ ଦୂରତା ରକ୍ଷା ଓ ହାତଧୂଆ ଉପରେ ବିଧାୟକ ଗୁରୁତ୍ୱ ଦେଇ ସମସ୍ତ ଲୋକଙ୍କୁ ଏହା ପାଳନ ପାଇଁ ପ୍ରବର୍ତ୍ତାଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri