ଜୀବନ ପଛ କିଣାବିକା ଆଗ: ରାୟଗଡ଼ାରେ ଲକ୍‌ଡାଉନ୍‌ କଟକଣା ଉଲ୍ଲଂଘନ, ଡ୍ରେସ୍‌ ଦୋକାନରେ ଜମୁଛି ଭିଡ

ରାୟଗଡା ଅଫିସ, ୧୮।୪- କରୋନା ମହାମାରୀର ମୁକାବିଲା ଲାଗି କେନ୍ଦ୍ର ସରକାର ଆଗାମୀ ୩ ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ କଟକଣାକୁ ବଢ଼ାଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାୟଗଡା ଜିଲାପାଳ ପ୍ରମୋଦ କୁମାର ବେହେରା ମଧ୍ୟ ଏହି ରୋଗର କୌଣସି ପ୍ରତିକାର ନ ଥିବାରୁ ସାମାଜିକ ଦୂରତା ବଜାୟ ରଖିବାକୁ ପରାମର୍ଶ ଦେଇଥିଲେ। ଏପରିକି ଜିଲାରେ କେବଳ ଅତ୍ୟାଶ୍ୟକ ସାମଗ୍ରୀ ଦୋକାନ ସକାଳ ୭ଟା ରୁ ଦିନ ୧୧ଟା ପର୍ଯ୍ୟନ୍ତ ଖୋଲା ରହିବ ବୋଲି ବିଜ୍ଞପ୍ତି ଜାରି କରିଥିଲେ। ହେଲେ କିଛି ଲୋକ ଏହାର ଅବମାନନା କରୁଛନ୍ତି। ଶନିବାର ବିଭିନ୍ନ ସ୍ଥାନରେ ଡ୍ରେସ ଦୋକାନ, ବେଲ୍ଟ ଦୋକାନ ଆଦି ଖୋଲିଥିବା ଦେଖାଯାଇଛି। ଏପରିକି ବଜାରରେ ଦୂରତା ବଜାୟ ନ ରଖି ଭିଡ଼ ଜମାଇ ଲୋକମାନେ କିଣାବିକା କରୁଛନ୍ତି। ଏ ନେଇ ରାୟଗଡା ତହସିଲଦାର ଉମାଶଙ୍କରଙ୍କୁ ପଚାରିବାରୁ ସେ କହିଛନ୍ତି, ଅତ୍ୟାବଶ୍ୟକୀୟ ସାମଗ୍ରୀ ବ୍ୟତିତ ଅନ୍ୟ ଦୋକାନ ଖୋଲିବାକୁ ବର୍ତ୍ତମାନ ଅନୁମତି ମିଳିନାହିଁ। ତୁରନ୍ତ ଏସବୁ ବନ୍ଦ କରାଯିବ ବୋଲି ସେ କହିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷା ଦାବିରେ ଆନ୍ଦୋଳନ କରିବ ବିଏଡ୍‌ ଶିକ୍ଷକ ସଂଘ

ଭୁବନେଶ୍ୱର,୫।୭(ବ୍ୟୁରୋ) : ରାଜ୍ୟରେ ଦିନକୁ ଦିନ ଶିକ୍ଷୟିତ୍ରୀ-ଶିକ୍ଷକଙ୍କ ଉପରେ ଆକ୍ରମଣ ବଢ଼ିଚାଲିଛି। କଟକ ଜିଲା ନିଆଳି ବ୍ଲକ ଆମ୍ବାପଡ଼ା ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ସୁଚିସ୍ମିତା ମୁଦୁଲିଙ୍କୁ...

ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ

ବାରିପଦା ଅଫିସ,୨୬।୧୨: ମୟୂରଭଞ୍ଜ ଅତିରିକ୍ତ ଜିଲା ଓ ଦୌରା ଜଜ(୨) କୋର୍ଟରେ ସୋମବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଜଜ ଡ.ଦୀପକ ରଞ୍ଜନ...

ନିଖୋଜ ଯୁବକଙ୍କ ଦଗ୍ଧ ମୃତଦେହ ଉଦ୍ଧାର : ହତ୍ୟା ଅଭିଯୋଗ ଆଣିଲେ ପରିବାର

ବାରିପଦା ଅଫିସ,୨୦।୫: ଗୁରୁବାରଠାରୁ ନିଖୋଜ ଥିବା ରାକେଶ ନାୟକ ନାମକ ଜଣେ ଯୁବକଙ୍କ ଦଗ୍ଧ ମୃତଦେହକୁ ମୟୂରଭଞ୍ଜ ଜିଲା କରଞ୍ଜିଆ ଥାନା ଅଧୀନ କେନ୍ଦୁମୁଣ୍ଡି ଗ୍ରାମ...

ଯୁକ୍ତ ୩ ପରୀକ୍ଷା ଫି’ ବୃଦ୍ଧି ପ୍ରତିବାଦ: କଲେଜ ପରିସରରେ ନିଆଁ

ବସ୍ତା,୧୮।୯(ସ୍ବ.ପ୍ର.): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ ଲକ୍ଷ୍ମୀନାରାୟଣ କଲେଜରେ ବୁଧବାର ଛାତ୍ର ଅଶାନ୍ତି ଦେଖାଦେଇଛି। କଲେଜର ଯୁକ୍ତ ୩ ପରୀକ୍ଷା ଫି’ ଅହେତୁକ ବୃଦ୍ଧି...

ଓପିଏସ୍‌ସି ସଦସ୍ୟ ଭାବେ ଶପଥ ନେଲେ ସରିତା ସୁପକାର

କଟକ ଅଫିସ, ୩୧ା୮: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି)ର ନୂତନ ସଦସ୍ୟ ଭାବେ ଡ. ସରିତା ସୁପକାର ମଙ୍ଗଳବାର ଶପଥ ଗ୍ରହଣ କରିଛନ୍ତି। କଟକସ୍ଥିତ ଓପିଏସ୍‌ସି କାର୍ଯ୍ୟାଳୟରେ...

ଓଡ଼ଗାଁ ଏନ୍‌ଏସିକୁ ପୁଣି ଫେରିଲା ଗୁଟ୍‌ଖା, ପଲିଥିନ

ଓଡ଼ଗାଁ,୯ା୩(ସ୍ବ.ପ୍ର.): କିଛିଦିନର ବ୍ୟବଧାନ ପରେ ଓଡଗାଁ ଏନ୍‌ଏସି ସମେତ ନିକଟ ବଜାରକୁ ପୁଣି ଥରେ ଗୁଟ୍‌ଖା ଓ ପଲିଥିନ ଫେରିଥିବା ନେଇ ଚର୍ଚ୍ଚା ହେଉଛି। ପଲିଥିନ...

ଆଦାୟ ଅର୍ଥରେ କୁପାରୀ ମକରମେଳା

ଖଇରା,୧୩।୧( ଉତ୍କଳବନ୍ଧୁ ପଣ୍ଡା): ଆଉ ଦିନକ ପରେ ବାଲେଶ୍ୱର ଜିଲା ଖଇରା ବ୍ଲକର କୁପାରୀଠାରେ ପ୍ରସିଦ୍ଧ କପିଳମୁନି ମକର ମେଳା ଜାକଜମକରେ ଆରମ୍ଭ ହେବ। ଏଥିପାଇଁ...

୨୦୨୩ରେ ଜିଏସ୍‌ଟି ସଂଗ୍ରହ ୧୫.୧୪% ବଢ଼ିଛି

ଭୁବନେଶ୍ୱର, ୩ା୪(ବ୍ୟୁରୋ): ୨୦୨୩ ମାର୍ଚ୍ଚରେ ଓଡ଼ିଶା ମୋଟ ଜିଏସ୍‌ଟି ବାବଦକୁ ୪୭୪୯.୦୨ କୋଟି ଟଙ୍କା ସଂଗ୍ରହ କରିଛି। ୨୦୨୨ ମାର୍ଚ୍ଚରେ ଏହି ସଂଗ୍ରହ ପରିମାଣ ୪୧୨୪.୬୬...

Advertisement
Archives

Model This Week