ଜୀବନ ବିନ୍ଦୁ କାର୍ଯ୍ୟକ୍ରମ: ୩୦ୟୁନିଟ ରକ୍ତ ସଂଗ୍ରହ

ଟିଟିଲାଗଡ଼, ୨୧।୪ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ ରେଡକ୍ରସ ରକ୍ତ ଭଣ୍ଡାରରେ ରକ୍ତ ଅଭାବ ଦେଖାଦେଇଛି। ରକ୍ତ ଅଭାବ ଦୂର ଲାଗି ରାଜ୍ୟ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ମନ୍ତ୍ରୀ ଟୁକୁନୀ ସାହୁଙ୍କ ଆହ୍ବାନ କ୍ରମେ ବିଜୁ ଯୁବ ବାହିନୀ ତଥା ବିଜେଡି କର୍ମୀ ଆଗକୁ ଆସିଛନ୍ତି। ମଙ୍ଗଳବାର ରକ୍ତ ଭଣ୍ଡାର ପରିସରରେ ମନ୍ତ୍ରୀ ସାହୁଙ୍କ ଉପସ୍ଥିତିରେ ଜୀବନ ବିନ୍ଦୁ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ୩୦ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା। ମନ୍ତ୍ରୀଙ୍କ ପ୍ରତିନିଧି ଅରୁଣ ମିଶ୍ର, ଉପଖଣ୍ଡ ସ୍ବାସ୍ଥ୍ୟ ଅଧିକାରୀ ଡା. ସୁଜାତାରାଣୀ ମିଶ୍ର, ଡା. ବଳରାମ ସାହୁ, ପୌର ନିର୍ବାହୀ ଅଧିକାରୀ ନରେନ୍ଦ୍ର ପ୍ରଧାନ, ବ୍ଲକ ଅଧ୍ୟକ୍ଷା ରମାକାନ୍ତି ପୁଟେଲ, ପୂର୍ବତନ ପୌରାଧ୍ୟକ୍ଷ ଗୋବର୍ଦ୍ଧନ ନାଗ, ଉମାଦେବୀ ଅଗ୍ରୱାଲ, ବ୍ଲକ ବିଜୁ ଯୁବ ସଭାପତି ସଞ୍ଜୟ ବେହେରା ପ୍ରମୁଖ ଏହି ଅବସରରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆସିବ ସମୃଦ୍ଧ ଅଙ୍ଗନବାଡ଼ି ଯୋଜନା: ବଜେଟରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଘର ଭିତରୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ, ବଢ଼ିଲା ହତ୍ୟା ସନ୍ଦେହ

ବ୍ରଜରାଜନଗର,୨୦।୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ସାନଯୋବ ହନୁମାନ ମନ୍ଦିରପଡ଼ାରେ ରହୁଥିବା ଜଣେ ମହିଳାଙ୍କ ଗଳିତ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

୩୪ ବର୍ଷ ପରେ ପ୍ରଥମ ବାର୍ଷିକ ଉତ୍ସବ: ଛାତ୍ରୀଛାତ୍ରଙ୍କୁ ଭଲ ମଣିଷ ହେବାକୁ ପରାମର୍ଶ

ଦାରିଙ୍ଗବାଡି, ୨୦/୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ପଞ୍ଚାୟତ ପାଟ୍ଟା ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ଶୁକ୍ରବାର ବିଦ୍ୟାଳୟର…

କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ…

ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା: ୧୪୦ରୁ ଊଦ୍ଧର୍‌ବ ପ୍ରତିଯୋଗୀଙ୍କ କୃତିତ୍ୱ ଅର୍ଜନ

ଭଞ୍ଜନଗର,୧୯/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି। ଏଥିରେ ଭଞ୍ଜନଗର ସବ ଟ୍ରେଜେରୀ ଅଫିସର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri