Posted inଜାତୀୟ

ଜୀବନ ଭୟରେ ନିୟନ୍ତ୍ରଣ ରେଖା ଲଞ୍ଚ୍‌ପ୍ୟାଡ୍‌କୁ ଫେରିଲେ ୨୫୦ ଆତଙ୍କବାଦୀ: ଉପଗ୍ରହ ଚିତ୍ରରୁ ମିଳିଲା ସୂଚନା

ଶ୍ରୀନଗର,୩।୮: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାରେ ଥିବା ପାକିସ୍ତାନ ଲଞ୍ଚ୍‌ପ୍ୟାଡ୍‌କୁ ୨୫୦ ଆତଙ୍କବାଦୀ ଫେରିଛନ୍ତି। ଏହା ଉପଗ୍ରହରୁ ମିଳିଥିବା ଚିତ୍ରରୁ ଜଣାପଡ଼ିଥିବା କୁହାଯାଉଛି। ଜମ୍ମୁ-କଶ୍ମୀରରେ ଅତିରିକ୍ତ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯିବାରୁ ଆତଙ୍କବାଦୀଙ୍କମାନେ ଜୀବନ ଭୟରେ ପାକିସ୍ତାନ ଅଧିକୃତ କଶ୍ମୀରଠାରେ ଥିବା ଲଞ୍ଚ୍‌ପ୍ୟାଡ୍‌କୁ ଫେରିଯାଇଛନ୍ତି। ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରିବା ଲାଗି ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ କରାଯାଉଥିଲା। ମାତ୍ର କେନ୍ଦ୍ର ସରକାରଙ୍କ ଅତିରିକ୍ତ ସୁରକ୍ଷାକର୍ମୀ ନିଷ୍ପତ୍ତି ଯୋଗୁ ଆତଙ୍କବାଦୀମାନଙ୍କ ଯୋଜନା ପଣ୍ଡ ହୋଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ଅଧ୍ୟକ୍ଷ ପଦକୁ ନେଇ ରାହୁଲ ପରେ ଏବେ ପ୍ରିୟଙ୍କା ରଖିଲେ ଏଭଳି ପ୍ରତିକ୍ରିୟା

ନୂଆଦିଲ୍ଲୀ,୧୯।୮: କଂଗ୍ରେସରେ ପୂର୍ଣ୍ଣକାଳୀନ ଅଧ୍ୟକ୍ଷ ପାଇଁ ଦାବି ଜୋର ଧରିଛି। ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପଦ ଛାଡିବା ପରେ ଆଗାମୀ ଦିନରେ କଂଗ୍ରେସର ମହାସଚିବ...

ଆତଙ୍କବାଦ ହେଉଛି କର୍କଟ ସଦୃଶ ଯାହା ମହାମାରୀ ଭଳି ସମସ୍ତଙ୍କୁ ପ୍ରଭାବିତ କରିଥାଏ: ଜୟଶଙ୍କର

ନୂଆଦିଲ୍ଲୀ,୨୮।୮: ଆତଙ୍କବାଦ ହେଉଛି କର୍କଟ ସଦୃଶ ଯାହା ମହାମାରୀ ଭଳି ସମସ୍ତଙ୍କୁ ପ୍ରଭାବିତ କରିଥାଏ। କିଛି ଏଭଳି ମନ୍ତବ୍ୟ ରଖିଛନ୍ତି ବର୍ହିବ୍ୟାପାର ମନ୍ତ୍ରୀ ଏସ୍‌ ଜୟଶଙ୍କର।...

ରେଳଷ୍ଟେଶନ ବିଲ୍ଡିଂ ଭୁଶୁଡ଼ି ୫ ଆହତ

କୋଲକାତା,୫।୧: ପଶ୍ଚିମବଙ୍ଗର ବଦ୍ଧର୍ର୍ମାନ ରେଳଷ୍ଟେଶନ ସମ୍ମୁଖ ଭାଗ ବିଲ୍ଡିଂ ଶନିବାର ରାତିରେ ଆଂଶିକ ଭୁଶୁଡ଼ି ପଡ଼ିବାରୁ ୫ ବ୍ୟକ୍ତି ଆହତ ହୋଇଥିବା ଜଣାପଡ଼ିଛି। ଆହତଙ୍କୁ ନିକଟସ୍ଥ...

ଉତ୍ତରପ୍ରଦେଶରେ ଦକ୍ଷିଣ ଆଫ୍ରିକା କରୋନା ଷ୍ଟ୍ରେନ

ଲକ୍ଷ୍ନେ,୨୮।୩: ଉତ୍ତରପ୍ରଦେଶର ୪ ଜଣ ଦକ୍ଷିଣ ଆଫ୍ରିକା କରୋନା ଷ୍ଟ୍ରେନ ଦ୍ବାରା ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ଜଣ ଆଗ୍ରା ବାସିନ୍ଦା। ଅନ୍ୟ ଜଣେ ମଥୁରାର...

ଦେଢ଼ ବର୍ଷ ପରେ ଖୋଲିଲା ସ୍କୁଲ

ଭୋପାଳ/ଅହମଦାବାଦ,୨୬।୭: କରୋନାର ଦ୍ୱିତୀୟ ଲହର ଦୁର୍ବଳ ହେବା ପରେ ରାଜ୍ୟଗୁଡ଼ିକରେ ପ୍ରାୟ ଦେଢ଼ବର୍ଷ ପରେ ସ୍କୁଲ ଖୋଲିଛି। ହିମାଚଳ ପ୍ରଦେଶ, ଗୁଜରାଟ, ମଧ୍ୟପ୍ରଦେଶ, ପଞ୍ଜାବ ଆଦି...

ଇସ୍ରାଏଲ ଦୂତାବାସ ବିସ୍ଫୋରଣ: ଘଟଣାସ୍ଥଳରୁ ମିଳିଲା ଅଧାଜଳା କପଡ଼ା, ପଲିଥିନ

ନୂଆଦିଲ୍ଲୀ,୩୦ ।୧: ଇସ୍ରାଏଲ ଦୂତାବାସ ନିକଟରେ ହୋଇଥିବା ବିସ୍ଫୋରଣ ପରେ ଯାଞ୍ଚ ଏଜେନ୍ସି ସକ୍ରିୟ ହୋଇଉଠିଛି । ଶନିବାର ଘଟଣାସ୍ଥଳରୁ ଏନ୍‌ଏସ୍‌ଜି ଟିମ୍‌କୁ ଅଧାଜଳା କପଡା...

ଏନ୍‌ସିବି ଡିଜି ହେଲେ ବରିଷ୍ଠ ଆଇପିଏସ୍‌ ସତ୍ୟନାରାୟଣ ପ୍ରଧାନ

ନୂଆଦିଲ୍ଲୀ,୧୧।୧୧: ବରିଷ୍ଠ ଆଇପିଏସ୍‌ ସତ୍ୟନାରାୟଣ ପ୍ରଧାନ ଏନସିବି ଡିଜି ଭାବେ ନିଯୁକ୍ତ ହେଇଛନ୍ତି। ପୂର୍ବରୁ ସେ ଏନ୍‌ସିବିର ଅତିରିକ୍ତ ଦାୟିତ୍ୱରେ ଥିଲେ। ଏବେ ସରକାର ସତ୍ୟ...

ସାଇକେଲ-ହାତୀ ଗଲେ ଦୂରେଇ: ୧୧୨ ଦିନରେ ମେଣ୍ଟରେ ଫାଟ

ଲକ୍ଷ୍ନୌ୍‌,୪।୬: ଏସ୍‌ପି-ବିଏସ୍‌ପି ମେଣ୍ଟକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭବିଷ୍ୟବାଣୀ ସତ ହୋଇଛି। ମାତ୍ର ୧୧୨ ଦିନର ମେଣ୍ଟରେ ଫାଟ ବଢ଼ିବାରେ ଲାଗିଛି। ଆଗକୁ ଉତ୍ତରପ୍ରଦେଶରେ...

Advertisement
Archives

Model This Week