Posted inଜାତୀୟ

ଜୀବନ ଭୟରେ ନିୟନ୍ତ୍ରଣ ରେଖା ଲଞ୍ଚ୍‌ପ୍ୟାଡ୍‌କୁ ଫେରିଲେ ୨୫୦ ଆତଙ୍କବାଦୀ: ଉପଗ୍ରହ ଚିତ୍ରରୁ ମିଳିଲା ସୂଚନା

ଶ୍ରୀନଗର,୩।୮: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାରେ ଥିବା ପାକିସ୍ତାନ ଲଞ୍ଚ୍‌ପ୍ୟାଡ୍‌କୁ ୨୫୦ ଆତଙ୍କବାଦୀ ଫେରିଛନ୍ତି। ଏହା ଉପଗ୍ରହରୁ ମିଳିଥିବା ଚିତ୍ରରୁ ଜଣାପଡ଼ିଥିବା କୁହାଯାଉଛି। ଜମ୍ମୁ-କଶ୍ମୀରରେ ଅତିରିକ୍ତ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯିବାରୁ ଆତଙ୍କବାଦୀଙ୍କମାନେ ଜୀବନ ଭୟରେ ପାକିସ୍ତାନ ଅଧିକୃତ କଶ୍ମୀରଠାରେ ଥିବା ଲଞ୍ଚ୍‌ପ୍ୟାଡ୍‌କୁ ଫେରିଯାଇଛନ୍ତି। ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରିବା ଲାଗି ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ କରାଯାଉଥିଲା। ମାତ୍ର କେନ୍ଦ୍ର ସରକାରଙ୍କ ଅତିରିକ୍ତ ସୁରକ୍ଷାକର୍ମୀ ନିଷ୍ପତ୍ତି ଯୋଗୁ ଆତଙ୍କବାଦୀମାନଙ୍କ ଯୋଜନା ପଣ୍ଡ ହୋଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ହାପିନେସ୍‌ କ୍ଲାସ’ରେ ଯୋଗଦେବେ ଆମେରିକାର ପ୍ରଥମ ମହିଳା

ନୂଆଦିଲ୍ଲୀ,୨୦।୨: ଫେବୃୟାରୀ ୨୪ରେ ଭାରତ ଆସିବେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଆମେରିକାର ପ୍ରଥମ ମହିଳା ମେଲାନିଆ। ଏହି ଅବସରରେ ସେ ଏକ ସରକାରୀ...

ଦଳ ଓ ପରିବାରରେ ବିଭାଜନ ଦେଖାଦେଇଛି: ସୁଲେ

ମୁମ୍ବାଇ, ୨୪ା୧୧(ପି.ଟି.) : ମହାରାଷ୍ଟ୍ରରେ ରାତାରାତି ରାଜନୀତି ବଦଳିବା ଓ ଅଜିତ୍‌ ପାଓ୍ବାରଙ୍କ ସହଯୋଗରେ ଭାଜପା ନେତା ଦେବେନ୍ଦ୍ର ଫଡ୍‌ନବିସ୍‌ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା...

ଟଙ୍କା ନ ଦେବାରୁ କରୋନା ରୋଗୀଙ୍କୁ ଓହ୍ଲାଇ ଦେଲା ଆମ୍ବୁଲାନ୍ସ

କୋଲକାତା,୨୬।୭: ସାରା ଦେଶରେ କରୋନା ରୋଗୀ ଓ ଆମ୍ବୁଲାନ୍ସକୁ ନେଇ ଭିନ୍ନ ଭିନ୍ନ ଖବର ଆସୁଥିବା ବେଳେ ଏବେ କୋଲକାତାରୁ ଆସିଥିବା ଏକ ଖବର ପୁଣି...

ଜେଲ୍‌ର ଅନୁଭୂତି ବଖାଣିଲେ ପାୟଲ

ମୁମ୍ବାଇ: ଅଭିନେତ୍ରୀ ପାୟଲ ରୋହତଗି ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ଓ ତାଙ୍କ ବାପା ମୋତିଲାଲ ନେହେରୁଙ୍କ ବିରୋଧରେ ଆପତ୍ତିଜନକ ଟିପ୍ପଣୀ ଦେଇ ବିବାଦ ଘେରକୁ...

ଅନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧।୫: ଅନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସମସ୍ତ ଶ୍ରମଜୀବିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏମାନେ ହିଁ ସୁନ୍ଦର ଓ ସମୃଦ୍ଧ ଭାରତର ଭିତ୍ତି...

ଖୁସି ଖବର: ଆକ୍ରାନ୍ତଙ୍କ ତୁଳନାରେ ସୁସ୍ଥ ହେବା ସଂଖ୍ୟା ଅଧିକ ହେଲା

ନୂଆଦିଲ୍ଲୀ, ୧୦।୬: ଭାରତରେ କରୋନା ମହାମାରୀ ଥମିବାର ନାଁ ଧରୁନି। ବୁଧବାର ସୁଦ୍ଧା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୭୬ ହଜାର ୧୪୬ରେ ପହଞ୍ଚିଥିବାବେଳେ...

‘ଫେୟାର ଆଣ୍ଡ ଲଭ୍‌ଲି’ରୁ ହଟିବ ‘ଫେୟାର’

ନୂଆଦିଲ୍ଲୀ,୨୬ା୬:ଦେଶର ସର୍ବବୃହତ୍‌ କଞ୍ଜ୍ୟୁମର ପ୍ରଡକ୍ଟ ବ୍ରାଣ୍ଡ ହିନ୍ଦୁସ୍ଥାନ ୟୁନିଲିଭର ଲିମିଟେଡ୍‌(ଏଚ୍‌ୟୁଏଲ୍‌) ଏହାର ଲୋକପ୍ରିୟ ଫେୟାରନେସ କ୍ରିମ୍‌ ‘ଫେୟାର ଆଣ୍ଡ ଲଭ୍‌ଲି’ର ନାମକୁ ବଦଳାଇବ। ଏହି ପ୍ରଡକ୍ଟର...

କରୋନା କମିଲେ ଅର୍ଥନୀତି ସୁଧୁରିବ

ନୂଆଦିଲ୍ଲୀ,୧୭ା୬: ମହାମାରୀ କରୋନାକୁ ନେଇ ଚିନ୍ତା ବଢ଼ିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର କେତେକ ରାଜ୍ୟର ମୁଖ୍ୟମନ୍ତ୍ରୀ, କେନ୍ଦ୍ରଶାସିତ ଅଞ୍ଚଳର ଉପରାଜ୍ୟପାଳଙ୍କ ସହ ଭିଡିଓ...

Coronavirus Update


Archives

Model This Week

Why Dharitri