ଜୀବନ ସାଥୀ ହେଲେ ଅମ୍ଲାନ୍‌-ଭୂମିକା

ଭୁବନେଶ୍ୱର,୮ା୨(ବ୍ୟୁରୋ): ବିବାହ ବନ୍ଧନରେ ଆବଦ୍ଧ ହେଲେ ଓଲିଉଡ୍‌ର ଭେଟେରାନ୍‌ ଆକ୍ଟର ମିହିର ଦାସଙ୍କ ପୁଅ ତଥା ଅଭିନେତା ଅମ୍ଲାନ୍‌। ପରିବାରବର୍ଗ ତଥା ଘନିଷ୍ଠ ସମ୍ପର୍କୀୟଙ୍କ ଗହଣରେ ଆର୍ଯ୍ୟ ସମାଜ ଅନୁଯାୟୀ ସାତ ଜନ୍ମ ପାଇଁ ଭୂମିକାଙ୍କ ହାତ ଧରିଛନ୍ତି ଓଲିଉଡ୍‌ ହ୍ୟାଣ୍ଡସମ୍‌ ହିରୋ ଅମ୍ଲାନ୍‌। ଶୁକ୍ରବାର କଟକରେ ଉଭୟଙ୍କ ବିବାହ ଉତ୍ସବ ଆୟୋଜନ ହୋଇଥିବାବେଳେ ଚଳଚ୍ଚିତ୍ର ଜଗତର ଅନେକ ଜଣାଶୁଣା ବ୍ୟକ୍ତି ଉପସ୍ଥିତ ରହି ନବଦମ୍ପତିଙ୍କୁ ଶୁଭକାମନା ଜଣାଇଥିଲେ। ଗତବର୍ଷ ଭୂମିକା-ଅମ୍ଲାନ୍‌ଙ୍କ ନିର୍ବନ୍ଧ ସରିଥିଲା। ସପନର ପଥେ ପଥେ, ଗୋଲାପି ଗୋଲାପି, ବଜରଙ୍ଗି ଓ ଟାଇଗର ଭଳି ଫିଲ୍ମରେ ଅମ୍ଲାନ୍‌ ଅଭିନୟ କରିସାରିଛନ୍ତି। କିନ୍ତୁ ଭୂମିକାଙ୍କର ଓଲିଉଡ୍‌ ସହ କୌଣସି ସମ୍ପର୍କ ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୩୧୮ ସ୍ଥାନରେ ‘ଅଟଳ ବସ୍‌ଷ୍ଟାଣ୍ଡ’:୬ ଜିଲାରେ…

ଭୁବନେଶ୍ୱର,୧୧।୪(ରବିନାରାୟଣ ଜେନା): ରାଜ୍ୟର ୩୧୮ ବସ୍‌ଷ୍ଟାଣ୍ଡିକୁ ‘ଅଟଳ ବସ୍‌ଷ୍ଟାଣ୍ଡ’ରେ ପରିଣତ କରାଯିବ। ଏହାଦ୍ୱାରା ସମନ୍ବିତ ସାର୍ବଜନୀନ ସେବା ଲୋକଙ୍କୁ ମିଳିପାରିବ। ଏହି ଲକ୍ଷ୍ୟ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ…

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri