ଜୀବିକା ସୁରକ୍ଷା ମଞ୍ଚ ପକ୍ଷରୁ ବିଧାୟକଙ୍କୁ ଦାବିପତ୍ର ପ୍ରଦାନ

ଦାରିଙ୍ଗବାଡ଼ି,୨୭।୯(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ କାର୍ଯ୍ୟକରୁଥିବା ଲୋକ ସଂଗଠନ ଜୀବିକା ସୁରକ୍ଷା ମଞ୍ଚ ପକ୍ଷରୁ ଗୁରୁବାର ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନଙ୍କୁ ୧୯ ଦଫା ସମ୍ବଳିତ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ମଞ୍ଚର କର୍ମକର୍ତ୍ତା ରାଜୀବ ମଲ୍ଲିକଙ୍କ ସମେତ ଚିତ୍ତରଞ୍ଜନ ପ୍ରଧାନ, ମନୁ ଦିଗାଳ, ଜୋଏଲ ପ୍ରଧାନ, ରଟିନା ରଣଷଣ୍ଢ ପ୍ରମୁଖ ଏହି ଦାବିପତ୍ର ପ୍ରଦାନ କରିଛନ୍ତି। ସେମାନଙ୍କ ପ୍ରମୁଖ ଦାବିଗୁଡ଼ିକ ମଧ୍ୟରେ ରହିଛି ଏମ୍‌ଜିଏନ୍‌ଆରଇଜିଏ ଯୋଜନାରେ ମଜୁରି ବୃଦ୍ଧି, କୃଷି କ୍ଷେତ୍ରରେ ଦ୍ୱିତୀୟ ଫସଲ ଉପତ୍ାଦନ ପାଇଁ ଏକ ଦୀର୍ଘମିଆଦୀ ଯୋଜନା ପାଇଁ ଦାବିରେ ଉଲ୍ଲେଖ କରାଯାଇଛି। ସେହିପରି ଖାଦ୍ୟ ସୁରକ୍ଷା ଆଇନ ୨୦୧୮ରେ ପୁଷ୍ଟିକର ଖାଦ୍ୟକୁ ଅନ୍ତର୍ଭୁକ୍ତ, ଶିକ୍ଷା କ୍ଷେତ୍ରରେ ଶିକ୍ଷା ଅଧିକାର ଆଇନକୁ ଠିକ୍‌ ଏବଂ ଫଳପ୍ରଦ କରାଯିବା ସହ ସମସ୍ତ ଗ୍ରାମରେ ପ୍ରାଥମିକ ବିଦ୍ୟାଳୟ ଖୋଲିବା, ସ୍ବାସ୍ଥ୍ୟ କ୍ଷେତ୍ରରେ ଏକ ସ୍ବତନ୍ତ୍ର ସ୍ବାସ୍ଥ୍ୟସେବା ଅଧିକାର ଆଇନ ପ୍ରଣୟନ, ଜନଜାତିଙ୍କ ପାଇଁ ସ୍ବତନ୍ତ୍ର ନୀତି ପ୍ରଣୟନ, ଜଙ୍ଗଲ ଜମି ଅଧିକାର ଆଇନ ସହ ଭୂମିହୀନକୁ ଜମି ଯୋଗାଇଦେବା ଆଦି ସେମାନଙ୍କ ପ୍ରମୁଖ ଦାବି ରହିଛି। ଏହି ସବୁ ସମସ୍ୟାର ସମାଧାନ କରାଯିବା ସହ ବିଧାନସଭାରେ ପ୍ରଶ୍ନକରି ଅଞ୍ଚଳର ବିକାଶ କରିବାକୁ ମଞ୍ଚ ପକ୍ଷରୁ ବିଧାୟକ ପ୍ରଧାନଙ୍କ ନିକଟରେ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପ ଖେଳିଲେ ବଡ଼ ଗେମ୍! ୪୮ ଘଣ୍ଟା ପରେ ଖୋଲିଲା ହର୍ମୁଜ୍ ପ୍ରଣାଳୀ

ଓ୍ବାଶିଂଟନ୍‌,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ୍ ପ୍ରଣାଳୀରେ ଅବରୋଧ ହଟାଇବା ନେଇ ଘୋଷଣା କରିଛନ୍ତି। ଏକ ବିବୃତ୍ତିରେ ଟ୍ରମ୍ପ କହିଛନ୍ତି, “ଆମେ ଏବେ ଏହାକୁ ସମ୍ପୂର୍ଣ୍ଣ…

PNB ଗ୍ରାହକ ଆଲର୍ଟ! କାଲିଠୁ ବନ୍ଦ ହୋଇଯିବ ବ୍ୟାଙ୍କ୍‌ ଆକାଉଣ୍ଟ, ଲିଷ୍ଟରେ ଅଛି କି ନାଁ…

ନୂଆଦିଲ୍ଲୀ,୧୫।୪: ଯଦି ଆପଣଙ୍କର ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ରେ ଏକ ଆକାଉଣ୍ଟ ଅଛି, ତେବେ ଏହି ଅପଡେଟ ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ବ୍ୟାଙ୍କ…

ସ୍କୁଲ୍‌ରେ ଅଘଟଣ, ପାଚେରୀ ଭୁଶୁଡ଼ି ଚାଲିଗଲା ୨ ଛାତ୍ରୀଙ୍କ ଜୀବନ

ପାରଳାଖେମୁଣ୍ଡି/ମୋହନା,୧୫।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ରା.ଉଦୟଗିରିରେ ଅଭାବନୀୟ ଘଟଣା । ସ୍କୁଲ ପାଚେରୀ ତଳେ ଚାପି ହୋଇ ଦୁଇ ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ରା.ଉଦୟଗିରି ଥାନା ୠବୁଡିସିଂ…

ଚିନ୍ତା ବଢ଼ାଇଲା ରିପୋର୍ଟ, ଆଗାମୀ ୩-୪ ବର୍ଷ ପାଇଁ ଲାଗି ରହିପାରେ ଗ୍ୟାସ୍ ଅଭାବ!

ନୂଆଦିଲ୍ଲୀ,୧୫।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଯୋଗୁଁ ଭାରତ ସହ ଅନେକ ଦେଶରେ ଗ୍ୟାସର ଅଭାବ ଦେଖାଦେଇଛି । ଦେଶକୁ ଆଗାମୀ ତିନିରୁ ଚାରି ବର୍ଷ ପାଇଁ ଏହି ଚ୍ୟାଲେଞ୍ଜର…

ପ୍ରକାଶ ପାଇଲା CBSE ଦଶମ ରେଜଲ୍ଟ,ଏପରି କରନ୍ତୁ ଚେକ୍

ନୂଆଦିଲ୍ଲୀ,୧୫।୪: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା  ଫଳାଫଳ ପ୍ରକାଶ ପାଇଛି । ଛାତ୍ରୀଛାତ୍ର ଏବଂ ଅଭିଭାବକମାନେ ବର୍ତ୍ତମାନ UMANG ଆପରେ…

ଆଇନମନ୍ତ୍ରୀଙ୍କ ଘୋଷଣା, ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାରେ ହେବ ବଡ଼ ପରିବର୍ତ୍ତନ

ଭୁବନେଶ୍ବର,୧୫।୪: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନେଇ ବଡ଼ ଘୋଷଣା କଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ବଦଳିବ ଦର୍ଶନ ବ୍ୟବସ୍ଥା । ଖୁବଶୀଘ୍ର ସ୍ଲଟ ବୁକିଂ ମାଧ୍ୟମରେ…

ଏପ୍ରିଲ ୧୬ରେ ବଡ଼ ନିଷ୍ପତ୍ତି ନେବେ ଏମଏସ ଧୋନୀ! CSK ମ୍ୟାଚ୍…

ନୂଆଦିଲ୍ଲୀ,୧୫।୪:  ଏମଏସ ଧୋନୀ ଏପ୍ରିଲ ୧୬ରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଯାଉଛନ୍ତି । ଏହି ନିଷ୍ପତ୍ତି ତାଙ୍କର ପରବର୍ତ୍ତୀ ଆଇପିଏଲ ୨୦୨୬ ମ୍ୟାଚରେ ଅଂଶଗ୍ରହଣ କରିବା…

ରାଜଧାନୀରେ ଚାଞ୍ଚଲ୍ୟ: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା

ଭୁବନେଶ୍ୱର,୧୫।୪: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା। ଏଭଳି ଅଭାବନୀୟ ଘଟଣା ଘଟିଛି ନୟାପଲ୍ଲୀ ଥାନା ଅଞ୍ଚଳରେ। ନୟାପଲ୍ଲୀ ଥାନା ସାଲିଆସାହି ନାବାଳିକାଙ୍କ ପତ୍ତା ମିଳୁନି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri