ଜୁଆଆଡ୍ଡାରେ ଚଢାଉ, ୫ ଗିରଫ

ବୁଗୁଡା,୧୮ା୪(ଡି.ଏନ୍‌.ଏ.)- ବୁଗୁଡା ଥାନା ଅନ୍ତର୍ଗତ କରସିଙ୍ଗି ନିକଟ ଏକ କାଜୁ ତୋଟାରେ ଶନିବାର ଅପରାହ୍ନରେ ବୁଗୁଡା ପୋଲିସ ଚଢାଉ କରି ୫ ଜଣ ଜୁଆଡିଙ୍କୁ ଗିରଫ କରିଛି। ସେମାନଙ୍କ ଠାରୁ ୯୨୦୦ଟଙ୍କା ସହ ଖେଳ ସାମଗ୍ରୀ ଜବତ କରିଛି। ଗିରଫମାନେ କରସିଙ୍ଗି ଗ୍ରାମର ବୋଲି ଜଣାପଡିଛି। ନଂ.୯୫/୨୦ରେ ଏକ ମାମଲା ରୁଜୁ ହୋଇଥିବା ଥାନା ଅଧିକାରୀ ଚିତ୍ତରଞ୍ଜନ ବେହେରା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୯ ବର୍ଷ ହେଲା ଆଇଆର୍‌ବି ବାଟାଲିୟନକୁ ଜମି ମିଳୁନି

ଭଞ୍ଜନଗର,୨୦।୧୦(ଡି.ଏନ.ଏ): ଇଣ୍ଡିଆନ ରିଜର୍ଭ ବାଟାଲିୟନ (ଆଇଆରବି)ର ୮ମ ସ୍ବତନ୍ତ୍ର କାର୍ଯ୍ୟାଳୟ ପାଇଁ କନ୍ଧମାଳ ଜିଲାରେ ଜମି ମିଳୁ ନ ଥିବାରୁ ୯ବର୍ଷ ହେଲା ସ୍ଥାୟୀ କୋଠା...

କେନ୍ଦୁଝରରେ ପାହାଡ଼ିଆ ଓଲୁଅର ଚାହିଦା

କେନ୍ଦୁଝର, ୧୫ା୧୧(ସ୍ବ.ପ୍ର.)  ଓଲୁଅ ହେଉଛି ମୂଳ ଜାତୀୟ ଖାଦ୍ୟ। ଏଥିରେ ଔଷଧୀୟ ଗୁଣ ରହିଛି, ଏଣୁ ସ୍ବାସ୍ଥ୍ୟ ପକ୍ଷେ ହିତକର। ଏହା ମଧ୍ୟ ସୁସ୍ବାଦୁ। ପ୍ରାକୃତିକ...

ଦୋଛକିରେ ଆଦିବାସୀ ମହିଳା ଶ୍ରମିକଙ୍କ ଜୀବନ

ମହାକାଳପଡ଼ା,୨ା୯(ଡି.ଏନ୍‌.ଏ.): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ମହିଳା ଶ୍ରମିକମାନଙ୍କୁ ମିଳୁନି ପୁରୁଷ ଶ୍ରମିକମାନଙ୍କ ପରି ଉପଯୁକ୍ତ ପାରିଶ୍ରମିକ । ଉଭୟ କେନ୍ଦ୍ର ଓ...

ନକଲି ସାର୍ଟିଫିକେଟ ଦେଇ ଅଙ୍ଗନଓ୍ବାଡି ସହାୟିକା ବହିଷ୍କୃତ

ଧାମନଗର, ୪।୧୨(ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ କାଶିମପୁର(୧) ଅଙ୍ଗନଓ୍ବାଡି କେନ୍ଦ୍ରର ସହାୟିକା ବିମଳା ଦାସଙ୍କୁ ନକଲି ସାର୍ଟଫିକେଟ ଦେଇ ଚାକିରି ଆବେଦନ କରିଥିବାରୁ ବହିଷ୍କୃତ...

ତଦନ୍ତ କରିବେ କେନ୍ଦ୍ରାଞ୍ଚଳ ଡିଆଇଜି

ପୁରୀ ଅଫିସ, ୨୪।୧୧: ପୁରୀ ଟାଉନ ଥାନାରେ ଥାର୍ଡ ଡିଗ୍ରୀ ଅଭିଯୋଗର ତଦନ୍ତ କରିବେ କେନ୍ଦ୍ରାଞ୍ଚଳ ଡିଆଇଜି। ଏ ନେଇ ସୋମବାର ପୋଲିସ ଡିଜି ଅଭୟ...

ଆମ୍ବୁଲାନ୍ସକୁ ଧକ୍କା ଦେଲା ଇଣ୍ଟରସିଟି ଏକ୍ସପ୍ରେସ

ବ୍ରହ୍ମପୁର ଅଫିସ, ୨୭।୧୧: ଅନ୍ଧ୍ରପ୍ରଦେଶର ବିଶାଖାପାଟଣାରୁ ଭୁବନେଶ୍ୱର ଅଭିମୁଖେ ଆସୁଥିବା ଇଣ୍ଟରସିଟି ଏକ୍ସପ୍ରେସ(୨୨୮୨୦) ପଲାସା ଷ୍ଟେଶନ ନିକଟରେ ଏକ ୧୦୮ ଆମ୍ବୁଲାନ୍ସକୁ ଧକ୍କା ଦେଇଛି। ଏଥିରେ...

ବିରୋଧୀଙ୍କ ସବୁ ଅଙ୍କ ଭୁଲ କଲା ବିଜେଡି

ଅନୁଗୋଳ ଅଫିସ, ୨୫।୫- ଗତ ପଞ୍ଚାୟତ ନିର୍ବାଚନରେ ଭାଜପା ଅନୁଗୋଳ ଜିଲାରେ ଯେପରି ପ୍ରଦର୍ଶନ କରିଥିଲା ତାହାକୁ ନେଇ ରାଜନୈତିକ ବିଶାରଦମାନେ ନାନା କଳ୍ପନାଜଳ୍ପନା କରୁଥିଲେ।...

ଜଗତ୍‌ସିଂହପୁର ପୌର ପରିଷଦ: ୨ନଂ. ୱାର୍ଡରେ ହେବ ଜୋରଦାର ଲଢ଼େଇ

ଜଗତ୍‌ସିଂହପୁର ଅଫିସ, ୧୪ା୩: ଜଗତ୍‌ସିଂହପୁର ପୌର ପରିଷଦ ୨ନଂ. ୱାର୍ଡ ଉପରେ ଲୋକଙ୍କ ନଜର। କାରଣ ଏହି ୱାର୍ଡଟି କଂଗ୍ରେସର ଦୁର୍ଗ ଥିଲା। ଜଗତ୍‌ସିଂହପୁର ଏନ୍‌ଏସିରୁ...

Advertisement
Archives

Model This Week