ଜୁଆଆଡ୍ଡାରେ ଚଢାଉ, ୫ ଗିରଫ

ବୁଗୁଡା,୧୮ା୪(ଡି.ଏନ୍‌.ଏ.)- ବୁଗୁଡା ଥାନା ଅନ୍ତର୍ଗତ କରସିଙ୍ଗି ନିକଟ ଏକ କାଜୁ ତୋଟାରେ ଶନିବାର ଅପରାହ୍ନରେ ବୁଗୁଡା ପୋଲିସ ଚଢାଉ କରି ୫ ଜଣ ଜୁଆଡିଙ୍କୁ ଗିରଫ କରିଛି। ସେମାନଙ୍କ ଠାରୁ ୯୨୦୦ଟଙ୍କା ସହ ଖେଳ ସାମଗ୍ରୀ ଜବତ କରିଛି। ଗିରଫମାନେ କରସିଙ୍ଗି ଗ୍ରାମର ବୋଲି ଜଣାପଡିଛି। ନଂ.୯୫/୨୦ରେ ଏକ ମାମଲା ରୁଜୁ ହୋଇଥିବା ଥାନା ଅଧିକାରୀ ଚିତ୍ତରଞ୍ଜନ ବେହେରା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ଗଡ଼ିବନି ଘରୋଇ ଗାଡ଼ି: କଡ଼ାକଡ଼ି ହେବ ଯାଞ୍ଚ

ପୁରୀ ଅଫିସ,୨୦ା୪: କରୋନା ମୁକାବିଲା ନେଇ ଦେଶବ୍ୟାପୀ ଚାଲିଛି ଲକ୍‌ଡାଉନ। ଆସନ୍ତା ମେ ୩ ତାରିଖ ପର୍ଯ୍ୟନ୍ତ ଏହାର ଅବଧି ରହିଥିବାବେଳେ ସରକାର କେତେକ କ୍ଷେତ୍ରରେ...

କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟର ବିକଳ ଚିତ୍ର: ସ୍ବାସ୍ଥ୍ୟସେବା ସମୁଦ୍ରକୁ ଶଙ୍ଖେ

କାମାକ୍ଷାନଗର, ୨୫।୧୦(ଡି.ଏନ୍‌.ଏ.)-ବିଗିଡ଼ିଯାଇଛି କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟର ସ୍ବାସ୍ଥ୍ୟସେବା। ମେଡିକାଲ ଭିତରକୁ ପଶିବା କ୍ଷଣି ଶୁଣିବାକୁ ମିଳୁଛି କେବଳ ‘ନାହିଁ’। ବାରଣ୍ଡାରେ ପଡ଼ି ରୋଗୀ ଛଟପଟ ହେଉଥିବାବେଳେ...

ମାସ୍କ ନ ପିନ୍ଧି ୧୪୨ ଜଣ ଗଣିଲେ ଜରିମାନା

ବରଗଡ଼ ଅଫିସ,୬ା୫: ଭୂତାଣୁ ସଂକ୍ରମଣକୁ ପ୍ରତିହତ ପାଇଁ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି । ଏହାକୁ ଉଲ୍ଲଂଘନ କଲେ ଜରିମାନା ନିଆଯାଉଛି। ଏହି କ୍ରମରେ ବରଗଡ଼...

ଛାତ୍ରୀ ନିଖୋଜ ଘଟଣା:ବିବାହ ପାଇଁ ମନା କରିବାରୁ ତଣ୍ଟି ଚିପି ହତ୍ୟା

ବସ୍ତା, ୧୧।୬(ସ୍ବ.ପ୍ର.)-ବାଲେଶ୍ୱର ଜିଲା ସିଂଲା ଥାନା ଅନ୍ତର୍ଗତ ଜାମଶୁଳୀ ଗ୍ରାମର ଜଣେ କଲେଜ ଛାତ୍ରୀ ୪ ମାସ ଧରି ନିଖୋଜ ହେବା ଘଟଣାର ସୋମବାର ଗୁମର...

ଗୁଳିମାଡରେ ଆହତ ଭିକାରୀଙ୍କ ମୃତ୍ୟୁ

ଖଲ୍ଲିକୋଟ,୧୭।୫(ଡି.ଏନ୍‌.ଏ.)- ଖଲ୍ଲିକୋଟ ଥାନା କେଶପୁର ବଜାର ହନୁମାନ ମନ୍ଦିର ନିକଟରେ ଗୁରୁବାର ରାତିରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡରେ ରାମଚନ୍ଦ୍ରପୁର ଗ୍ରାମର ଭିକାରୀ ତରେଇ ଆହତ ହୋଇଥିଲେ।...

ବସ୍‌ ମାଡିଯିବାରୁ ନାବାଳକ ମୃତ, ରାସ୍ତାରୋକୋ

ଦିଗପହଣ୍ଡି,୨୪ା୧୧(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡଗଁା ପଞ୍ଚାୟତ ଦାଉଣି ଗଁା ଛକରେ ଶନିବାର ଅପରାହ୍ନରେ ଯାତ୍ରୀବାହୀ ବସ୍‌ ମାଡିଯିବାରୁ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ...

ଫୁଟିଲା ପାରିଜାତ

ଚିତ୍ରଡ଼ା,୩୦।୪(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ନୂଆଝାଳିଆ ପଞ୍ଚାୟତ କାନ୍ଦଣା ଗ୍ରାମର ଶିକ୍ଷକ ମେଘନାଦ ସିଙ୍କ ବଗିଚାରେ ବିରଳ ପାରିଜାତ ଫୁଲ ଫୁଟିଛି। ଏହାକୁ...

‘ମିଶନ ବିୟୁଟି ସିଟି’ ତ୍ୱରାନ୍ବିତ: ଓଟି ରୋଡ୍‌ରୁ ହଟିଲା ଜବରଦଖଲ

ବାଲେଶ୍ୱର ଅଫିସ, ୯।୮-ବାଲେଶ୍ୱର ସହରରେ ବିଭିନ୍ନ ସ୍ଥାନରେ ଜବରଦଖଲ ଓ ହୋର୍ଡ଼ିଂ ଉଚ୍ଛେଦ ଗତ ଜୁଲାଇ ୨୨ତାରିଖରୁ ଆରମ୍ଭ ହୋଇଥିବା ବେଳେ ଗୁରୁବାର ପୂର୍ବାହ୍ନ ୧୧ଟାରେ...

Play 250+ Trending Games
Archives

Model This Week

Why Dharitri