ଜୁଆଆଡ୍ଡାରେ ଚଢ଼ାଉ, ୭ କୋର୍ଟ ଚାଲାଣ

ରାୟଗଡ଼ା ଅଫିସ,୬।୧୦: ରାୟଗଡ଼ା ଜିଲା ଇନ୍ଦିରାନଗରର ୬ ଲେନ୍‌ରେ ଜୁଆଆଡ୍ଡା ଚାଲିଥିବା କୌଣସି ସୂତ୍ରରୁ ଖବର ପାଇ ସ୍ଥାନୀୟ ପୋଲିସ ଶନିବାର ରାତିରେ ଚଢ଼ାଉ କରିଥିଲା। ଆଇଆଇସି ନିହାର ରଞ୍ଜନ ପ୍ରଧାନଙ୍କ ନେତୃତ୍ୱରେ ରିଗାନ କିଣ୍ଡୋ ଏବଂ ମାନଓ କୁମାର ସାହୁ ଏହି ଜୁଆଆଡ୍ଡାରେ ଚଢ଼ାଉ କରିଥିଲେ। ଅଭିଯୁକ୍ତମାନେ ହେଲେ ସୁରଜିତ୍‌ ଦାସ (୨୭) ଗୌରୀପ୍ରସାଦ ଚୌଧୁରୀ (୩୨) ଦିଲୀପ ମହାରଣା (୩୮) ସତ୍ୟନାରାୟଣ ରାଉତ (୩୪)ବରଳ ସନ୍ନ୍ୟାସୀ (୩୧) ଗୌରୀନାଥ (୩୨ )ଅମରେନ୍ଦ୍ର ନାଥ (୩୭) ବିଷ୍ଣୁ ଶର୍ମା (୩୯)। କେସ୍‌ ନଂ. ୩୩୩/୧୯ରେ ମାମଲା ରୁଜୁ କରାଯାଇ ରବିବାର ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବା ଏୟାର ଇଣ୍ଡିଆ ପାଇଲଟ୍‌ ବହିଷ୍କୃତ

ନୂଆଦିଲ୍ଲୀ,୫ା୯: ଫୁକେଟ୍‌ରୁ ଦିଲ୍ଲୀ ଉଡ଼ାଣ ବେଳେ ବିମାନ ହଠାତ୍‌ ୩୦୦ ଫୁଟ୍‌ ଖସିବା ଘଟଣା ପରେ ନିଷେଧ ନିଶାଦ୍ରବ୍ୟ ସେବନ କରିଥିବା ଡୋପ୍‌ ଟେଷ୍ଟରୁ ଧରାପଡ଼ିବା ପରେ…

ଭୀଷଣ ପାଗ ନେଇ ସତର୍କ କରାଇଲେ ଡବ୍ଲ୍ୟୁଏମ୍‌ଓ ମୁଖ୍ୟ: ଫେବୃଆରୀ ଯାଏ ଜାରି ରହିବ…

ନୂଆଦିଲ୍ଲୀ,୫ା୯: ପ୍ରଶାନ୍ତ ମହାସାଗର ଉପରେ ସକ୍ରିୟ ଥିବା ଏଲ୍‌ ନିନୋ ଆଗାମୀ ମାସଗୁଡ଼ିକରେ ଅଧିକ ଘନୀଭୂତ ହୋଇ ଏକ ଶକ୍ତିଶାଳୀ ରୂପ ନେବ ଏବଂ ଆସନ୍ତାବର୍ଷ ଫେବୃଆରୀ…

ଶିମ୍ପାଞ୍ଜିଙ୍କର ଅଛି ନିଜସ୍ବ ‘ଉପଭାଷା’

ନୂଆଦିଲ୍ଲୀ,୫ା୯: ମଣିଷମାନଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ନିଜସ୍ବ ‘ଉପଭାଷା’ ବା ‘ଆଞ୍ଚଳିକ ଭାଷା’ (ଡାଏଲେକ୍ଟସ) ରହିଥାଏ। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଶିମ୍ପାଞ୍ଜି ଛୁଆମାନେ ବଡ଼ ହେବା…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର ଭରଦ୍ୱାଜ ଗିରଫ

ନୂଆଦିଲ୍ଲୀ,୫ା୯:ଦିଲ୍ଲୀର ଯନ୍ତରମନ୍ତରରେ ଗତ ଜୁଲାଇରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଛାତ୍ର ଆନ୍ଦୋଳନ ବେଳେ ଜଣେ ଛାତ୍ରୀଙ୍କ ବାପାଙ୍କୁ ଆକ୍ରମଣ କରିଥିବା ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଭୂପର୍ଯ୍ୟବେକ୍ଷକ ସାଟେଲାଇଟ୍‌ ଉତ୍‌କ୍ଷେପଣ କଲା ଇସ୍ରୋ

ଶ୍ରୀହରିକୋଟା,୫ା୯: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଶୁକ୍ରବାର ଦେଶର ପ୍ରଥମ ଇମେଜିଂ ସାଟେଲାଇଟ୍‌କୁ ସଫଳତାର ସହ ଭୂସ୍ଥିର କକ୍ଷରେ ସ୍ଥାପନ କରି ଆଉ ଏକ ଇତିହାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri