ଜୁଆ ଆଡ୍ଡାରେ ଚଢ଼ାଉ: ୧୧ ଜୁଆଡ଼ି ଗିରଫ

ଦିଗପହଣ୍ଡି, ୨୮।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପାଟପୁର ପୋଲିସ ପକ୍ଷରୁ ୨ଟି ଜୁଆ ଆଡ୍ଡାରେ ଅତର୍କିତ ଚଢ଼ାଉ କରି ୧୧ ଜୁଆଡ଼ିଙ୍କୁ ଗିରଫ କରାଯାଇଛି। ସେମାନଙ୍କ ନିକଟରୁ ୨୧ ହଜାର ଟଙ୍କା, ତାସ ଓ ଏକ ଜରିପାଲ ଜବତ ହୋଇଛି। ଶନିବାର ସନ୍ଧ୍ୟାରେ ଆଇଆଇସି ରମେଶ କୁମାର ପ୍ରଧାନ ଡେଙ୍ଗାଓସ୍ତା ଗ୍ରାମରେ ଚଢ଼ାଉ କରି ୪ ଜଣଙ୍କୁ ଗିରଫ କରି ସେମାନଙ୍କଠାରୁ ୭ ହଜାର ଟଙ୍କା, ତାସ ଓ ଏକ ଜରିପାଲ ଜବତ କରିଥିଲେ। ଏ ନେଇ ଥାନାରେ ନଂ.୧୪୮/୧୯ରେ ଏକ ମାମଲା ରୁଜୁ ହୋଇଥିଲା।
ସେହିପରି ଡେଙ୍ଗାଓସ୍ତା-ସିଙ୍ଗପୁର ଗ୍ରାମ ରାସ୍ଥାରେ ଚଢ଼ାଉ କରି ୫ ଜଣଙ୍କୁ ଗିରଫ କରି ୧୪ ହଜାର ଟଙ୍କା, ତାସ ଓ ଏକ ଜରିପାଲ ପୋଲିସ ଜବତ କରିଛି। ଏ ନେଇ ଥାନାରେ ନଂ.୧୪୯/୧୯ରେ ଏକ ମାମଲା ରୁଜୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁରରେ ସ୍ବାସ୍ଥ୍ୟ ସ୍କ୍ରିନିଂ: ୧୮୧ କରୋନା ସନ୍ଦିଗ୍ଧ ଚିହ୍ନଟ, ୪୬ ଜଣଙ୍କ ସ୍ବାବ୍‌ ନମୁନା ପରୀକ୍ଷା

ବ୍ରହ୍ମପୁର ଅଫିସ,୧୧ା୭: କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ ପାଇଁ ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଆରମ୍ଭ ହୋଇଥିବା ଡୋର୍‌ ଟୁ ଡୋର୍‌ ସ୍ବାସ୍ଥ୍ୟ ଯାଞ୍ଚର ଦୁଇଦିନରେ ୧୮୧...

କୂଳ ଲଙ୍ଘୁଛି ସମୁଦ୍ର

ଗଞ୍ଜାମ,୨୭ା୬(ଡି.ଏନ.ଏ.)-ଗଞ୍ଜାମ ବ୍ଲକ ଗୋଖରକୁଦାଠାରୁ ପ୍ରୟାଗୀ ଏବଂ ଦକ୍ଷିଣରେ ଥିବା ଆର୍ଯୀପଲ୍ଲୀ ପର୍ଯ୍ୟନ୍ତ ଦିନକୁ ଦିନ ସମୁଦ୍ର କୂଳ ଲଙ୍ଘୁଛି। ଏଥିଯୋଗୁ ଋଷିକୁଲ୍ୟା ବେଳାଭୂମି ଅବକ୍ଷୟ ହେବାରେ...

ଦୁର୍ଘଟଣାରେ ୨ ଟ୍ରକ୍‌ ଚାଳକ ମୃତ

ଛତ୍ରପୁର,୧୫ା୧(ଡି.ଏନ୍‌.ଏ.)-ଛତ୍ରପୁରର ସତ୍ୟବାଦୀ ନଗର -ଏକାମ୍ର ନଗର ନିକଟ ଜାତୀୟ ରାଜପଥରେ ମଙ୍ଗଳବାର ରାତିରେ ଏକ ଟ୍ରକ୍‌କୁ ଅନ୍ୟ ଏକ ଟ୍ରକ୍‌ ପଛରୁ ଧକ୍କା ଦେବା ଫଳରେ...

ସୁଧାର ଗୃହରୁ ୭ ଅନ୍ତେବାସୀ ଫେରାର

ବ୍ରହ୍ମପୁର ଅଫିସ,୨୦ା୫-ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ସ୍ବତନ୍ତ୍ର ସୁଧାର ଗୃହରୁ ମଙ୍ଗଳବାର ପୂର୍ବାହ୍ନ ୧୦ଟା ବେଳେ ସେଠାରେ ଥିବା ୭ ଜଣ ଅନ୍ତେବାସୀ ଫେରାର ହୋଇଯାଇଛନ୍ତି।...

ଛାତ୍ରୀଙ୍କୁ ଅଶ୍ଳୀଳ ଫଟୋ ପଠାଇ ଶିକ୍ଷକ ଗିରଫ

ବ୍ରହ୍ମପୁର ଅଫିସ,୨୬ା୯-ଛାତ୍ରୀଙ୍କୁ ଅଶ୍ଳୀଳ ଫଟୋ ପଠାଇ ଜଣେ ଶିକ୍ଷକ ଗିରଫ ହୋଇଛନ୍ତି। ସେ ହେଲେ ପ୍ରିୟ ରଞ୍ଜନ ପାଣିଗ୍ରାହୀ ଓ ତାଙ୍କ ଘର ଗୋଷାଣୀନୂଆଗଁା ବୋଲି...

ମା’ଙ୍କ ଲାଗି ବ୍ରହ୍ମପୁର ଉତ୍ସବମୁଖର

ବ୍ରହ୍ମପୁର ଅଫିସ,୨୬।୯: ବ୍ରହ୍ମପୁର ସହରରେ ଆରମ୍ଭ ହୋଇଛି ନବରାତ୍ର ପୂଜା। ଶାରଦୀୟ ବିଜୟ ଦଶମୀ ପୂର୍ବରୁ ନବରାତ୍ର ଆରମ୍ଭରେ ସୋମବାରଠାରୁ ଧରାପୃଷ୍ଠରେ ମା’ଙ୍କ ଅବତରଣ ହୋଇଛି।...

କାନ୍ଥରେ ପିଟିହୋଇ ଘର ଭିତରକୁ ପଶିଗଲା କାର୍‌

ବ୍ରହ୍ମପୁର ଅଫିସ,୨୪।୬: ଦୁର୍ଘଟଣା କେତେବେଳେ କେମିତି ଆସେ ତାହା ଜାଣିବା କଷ୍ଟକର। ରାସ୍ତାରେ ଯାଉଥିବା ଏକ କାର୍‌ ହଠାତ୍‌ ଘର କାନ୍ଥରେ ପିଟି ହୋଇ ଭିତରକୁ...

ଜିଲାପାଳଙ୍କୁ ଭେଟିଲେ ମୁମ୍ବାଇର ଛାତ୍ରୀଛାତ୍ର

ଛତ୍ରପୁର,୨୭ା୭(ଡି.ଏନ.ଏ.)-ମୁମ୍ବାଇରେ ସିଭିଲ୍‌ ସର୍ଭିସ୍‌ କୋଚିଂ ନେଉଥିବା ସେଠାକାର କେତେଜଣ ଛାତ୍ରୀଛାତ୍ର ଶୁକ୍ରବାର ସ୍ଥାନୀୟ ଡିଆରଡିଏ କାର୍ଯ୍ୟାଳୟରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କୁ ଭେଟିଛନ୍ତି। ନିଜ...

Advertisement
Archives

Model This Week