ଜୁଆ ଆଡ୍ଡାରେ ଚଢ଼ାଉ, ୩ ଗିରଫ

ପାଲଲହଡା,୧୭।୧୨(ଡି.ଏନ.ଏ.)- ପାଲଲହଡା ଥାନା ବଡ଼ଝାର ଗ୍ରାମ ନିକଟ କୁକୁଡ଼ା ଲଢେଇପଡାରେ ଜୁଆ ଆଡ୍ଡା ଚାଲିଥିବାବେଳେ ପାଲଲହଡା ପୋଲିସ ଚଢ଼ାଉ କରି ୩ ଜଣଙ୍କୁ ଗିରଫ କରିଛି। ଏଥିସହିତ ଜୁଆ ଖେଳରେ ବ୍ୟବହୃତ ସାମଗ୍ରୀ ଜବତ କରାଯାଇଛି। ଦୀର୍ଘଦିନ ହେବ ଏହି ଅଞ୍ଚଳରେ ବ୍ୟାପକ ଜୁଆ ଖେଳ ହେଉଥିବା ଅଭିଯୋଗ ହୋଇଥିଲା। ଖବରପାଇ ପୋଲିସ ଚଢ଼ାଉ କରି ସନ୍ତୋଷ କୁମାର ପ୍ରଧାନ, ତପନ କୁମାର ନାୟକ ଏବଂ ତୋଫାନ ମୁଖୀଙ୍କୁ ଗିରଫ କରିବା ସହ ସେମାନଙ୍କଠାରୁ ୧୦୯୦ ଟଙ୍କା ସହିତ ଅନ୍ୟାନ୍ୟ ସାମଗ୍ରୀ ଜବତ କରିଛି। ଏ ସଂକ୍ରାନ୍ତରେ ପୋଲିସ ନଂ. ୧୭୩/୧୯ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଥିବା ଏଏସ୍‌ଆଇ ପ୍ରଦୀପ କୁମାର ପଟ୍ଟନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରିଭଲଭର ଦେଖାଇ ଡକାୟତି: ଘର କବାଟ ବାଡ଼ାଇଲେ, ଖୋଲିବାରୁ ୩ ଆଇଫୋନ୍‌ ସହ…

ପଦ୍ମପୁର,୧୦ା୫(କାଳୀପଦ ରାୟ): ଭଦ୍ରକ ସଦର ବ୍ଲକର ପଗଡ଼ ନଦେଇଦିହ ଗ୍ରାମର ଶନିବାର ରାତିରେ ରିଭଲବର ଦେଖାଇ ଡକାୟତି ହୋଇଛି। ସୂଚନାନୁଯାୟୀ ଶନିବାର ରୀତିରଞ୍ଜନ ସ୍ବାଇଁ ଘରେ ନ…

ଫୁଟିଲା ଅଫୁଟା ବାଣ,୨ ଭଉଣୀ ଗୁରୁତର

ତିହିଡ଼ି,୧୦ା୫(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା କାଁପଡ଼ା ପଞ୍ଚାୟତ ଅଧୀନ ଦପା ଗ୍ରାମରେ ରବିବାର ଅଫୁଟା ବାଣ ଫୁଟି ୨ ଭଉଣୀ ଗୁରୁତର ଆହତ ହୋଇଛନ୍ତି।…

ଗାଁରେ ବାଘ ଆତଙ୍କ: ରାତିରେ ଗୁହାଳେ ପଶି ଖାଇଯାଉଛି ଛେଳି, ଗ୍ରାମବାସୀ ସତର୍କ ରହିବା ପାଇଁ…

ଦିଗପହଣ୍ଡି,୧୦ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧୀନ ରତନେଇ ରେଖାଙ୍କିତ ସଂରକ୍ଷିତ ଜଙ୍ଗଲ ଜକର ଫରେଷ୍ଟ ବିଟ୍‌ର ଜକର ଗ୍ରାମ ନିକଟ ମା’…

୨୪ ଘଣ୍ଟା ଭିତରେ କଡ଼ା ପଦକ୍ଷେପ ଗ୍ରହଣ କଲେ ବିଧାୟକ, ଲୋକଙ୍କ ସମସ୍ୟାକୁ ବୁଝି ଗାଁରେ କଲେ…

ପୁରୁଷୋତ୍ତମପୁର,୧୦ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ବଡ଼ଖରିଡ଼ା ପଞ୍ଚାୟତର ବାଣନଈ ଗ୍ରାମରେ ପାଣି ପାଇଁ ଲୋକେ ଶନିବାର ରାଜରାସ୍ତାକୁ ଓହ୍ଲାଇଥିବା ବେଳେ ଲୋକଙ୍କ ଦାବିକୁ ଅତି…

ଓଲଟିଲା ଅଟୋ: ୧୦ରୁ ଊର୍ଦ୍ଧ୍ୱ ଆହତ

ନନ୍ଦପୁର,୧୦ା୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ହାଟପଦାରେ ରବିବାର ପୂର୍ବାହ୍ନରେ ଭାରସାମ୍ୟ ହରାଇ ଓଡି ୧୦ ଡି ୨୮୦୮ ନମ୍ବର ବିଶିଷ୍ଟ ଏକ…

ଏକାବେଳେ ଦୁଇ ଭଉଣୀଙ୍କୁ କରିଦେଲେ ଗର୍ଭବତୀ

କଳିଙ୍ଗନଗର,୧୦।୫(ଶୁଭାଶିଷ ରାଉତ):  ଯାଜପୁର ଜିଲା କଳିଙ୍ଗନଗର ଥାନା ଅଞ୍ଚଳର ୨ ନାବାଳିକା ଭଉଣୀଙ୍କୁ ଦୁଇ ସାଙ୍ଗ ବିବାହ ପ୍ରଲୋଭନ ଦେଖାଇ ଗର୍ଭବତୀ କରିଥିବା ଅଭିଯୋଗ ପରେ ପୋଲିସ…

ପୁଣି ଚର୍ଚ୍ଚାରେ ଜିତୁ ମୁଣ୍ଡା: ଘରକୁ ପାଣି ନ ଦେଲେ ପୁଣି କଙ୍କାଳ ନେବି

ପାଟଣା,୧୦।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଡିଆନାଳି ଗ୍ରାମର ଜିତୁ ମୁଣ୍ଡା ଏବେ ପୁଣି ଥରେ ଚର୍ଚ୍ଚାରେ। ଘରକୁ ପାଇପ୍‌ ଯୋଗେ ପାନୀୟଜଳ ସଂଯୋଗ…

କାନ୍ଦବୋବାଳିରେ ଫାଟିପଡ଼ୁଛି ଗାଁ: ଚଳନ୍ତା ଟ୍ରାକ୍ଟରୁ ପଡ଼ି ଆଖିବୁଜିଲା ରୋଜଗାରିଆ ପୁଅ

ମୋହନା,୧୦।୫ (ମନ୍ମଥ ମିଶ୍ର ):ଚଳନ୍ତା ଟ୍ରାକ୍ଟରରୁ ପଡ଼ି ଯୁବକ ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବୁଡରିଙ୍ଗ ଗାଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri