ଜୁଆ ଆଡ୍ଡାରେ ଚଢ଼ାଉ: ୩ ଗିରଫ

ଧାମନଗର,୧୮।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗରସ୍ଥିତ ଖାନକା ସରିଫ ନିକଟରେ ଚାଲିଥିବା ଜୁଆ ଆଡ୍ଡାରେ ଧାମନଗର ପୋଲିସ ସୋମବାର ରାତିରେ ଚଢ଼ାଉ କରି ୩ ଜୁଆଡ଼ୀଙ୍କୁ ଗିରଫ କରିଛି। ସେମାନେ ହେଲେ ମୁଲଣାସାହି ଗ୍ରାମର ସିତାର ଖାଁ, ଦକ୍ଷିଣ ବାଡ ଗ୍ରାମର ସଞ୍ଜୟ ବିଶ୍ୱାଳ ଏବଂ ମୁଲଣାସାହିର ମିର ଜାଭିର। ସେମାନଙ୍କଠାରୁ ଜୁଆଖେଳ ସାମଗ୍ରୀ ସମେତ ନଗଦ ୪ ହଜାର ୭ ଶହ ୪୦ ଟଙ୍କା ଜବତ କରିଛି। ଏଏସ୍‌ଆଇ ପ୍ରୀଦୀପ ଦାସ ଏହି ଚଢ଼ାଉ କରିଥିବା ବେଳେ ଥାନାରେ ନଂ ୩୬/୨୦ରେ ଏକ ମାମଲା ରୁଜୁ ହୋଇଛି। ତେବେ ମଙ୍ଗଳବାର ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସାନିଟାଇଜ୍‌ ହେଲା ଆରଡ଼ି ପୀଠ

ଆରଡ଼ି,୨୦ା୪(ଡି.ଏନ୍‌.ଏ.) : ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ସମେତ ଧାମନଗର ବ୍ଲକ ଅନ୍ତର୍ଗତ ବେତାଳିଗାଁ ବଜାରକୁ ସୋମବାର ପୂର୍ବାହ୍ନରେ ଧାମନଗର ବ୍ଲକ ପ୍ରଶାସନ ପକ୍ଷରୁ...

ଧୁମ୍‌ଧାମରେ ପାଳିତ ହେଲା ନୂଆଁଖାଇ ପର୍ବ

କର୍ଲାମୁଣ୍ଡା,୧।୯(ଡି.ଏନ୍‌.ଏ.): ପଶ୍ଚିମ ଓଡ଼ିଶାର କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ ଗୁରୁବାର ଧୁମ୍‌ଧାମରେ ପାଳିତ ହୋଇଛି। ଏହି ଅବସରରେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର କୁସୁରଲା, ବିଜାପାଟି,ସାଲେପାଲି,ବାଞ୍ଜିପଦର...

ମୃତଦେହ ନେଇ ଯାଉଥିବା ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ: ୩ ଗୁରୁତର

ଦାରିଙ୍ଗବାଡ଼ି,୧୦ା୩(ଡି.ଏନ୍‌.ଏ.): ମୃତଦେହ ନେଇ ଯାଉଥିବା ଏକ ଆମ୍ବୁଲାନ୍ସ (ଓଡି ୦୨ଆର-୩୬୭୭) ଶୁକ୍ରବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ୩ ଜଣ ଗୁରୁତର ହୋଇଛନ୍ତି। ଦାରିଙ୍ଗବାଡ଼ି ଥାନା ଜାତୀୟ...

ବିପଦରେ ଶ୍ରୀମନ୍ଦିର ଗର୍ଭଗୃହ

ପୁରୀ ଅଫିସ,୨୩-୧୦:ଶ୍ରୀମନ୍ଦିର ଗର୍ଭଗୃହର ଉପଯୁକ୍ତ ରକ୍ଷଣାବେକ୍ଷଣ କରାଯାଉନାହିଁ। ଫଳରେ ବିପଦରେ ରହିଛି ଗର୍ଭଗୃହ। ଏହାର କାନ୍ଥରେ ଫିମ୍ପି ଲାଗିଥିବାବେଳେ ଧଳାଛାପର ଚିହ୍ନ ମାଡ଼ିିଗଲାଣି। ଏପରି କି...

ଟ୍ରାକ୍ଟର ଧକ୍କାରେ ପୋଲ ତଳକୁ ଖସି ଜଳିଗଲା ଭ୍ୟାନ

ଅମରପାଲି,୧୧।୧(ଡି.ଏନ.ଏ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଜନକପୁର ନିକଟ ସୁରବାଲି ଯୋର ନିକଟରେ ଏକ ଟ୍ରାକ୍ଟର ଧକ୍କାରେ ପୋଲତଳକୁ ଖସି ଏକ ଭ୍ୟାନ ଜଳି ଯାଇଛି।...

ଆକାଶ ଇଣ୍ଡିଆ ମଲ୍ଟି କମ୍ପ୍ଲେକ୍ସ ଚିଟ୍‌ଫଣ୍ଡ ଠକେଇ ମାମଲା: ୨ ନିର୍ଦ୍ଦେଶକଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ

ଭୁବନେଶ୍ୱର, ୨୭ା୭(ବ୍ୟୁରୋ): ଆକାଶ ଇଣ୍ଡିଆ ମଲ୍ଟି କମ୍ପ୍ଲେକ୍ସ ଚିଟ୍‌ଫଣ୍ଡ ସଂସ୍ଥା ଠକେଇ ମାମଲାରେ ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଶୁକ୍ରବାର ୨ଜଣ ନିର୍ଦ୍ଦେଶକଙ୍କୁ ଗିରଫ କରିଛି।...

୩ରୁ ଓଳିକିଆ ବେପାର

ଅନୁଗୋଳ ଅଫିସ, ୩୦।୪ ଅନୁଗୋଳ ଜିଲାରେ କରୋନା ସଂକ୍ରମଣକୁ କିପରି ହ୍ରାସ କରାଯାଇ ପାରିବ ତାହା ଉପରେ ପ୍ରଶାସନ ଗୁରୁତ୍ୱ ଦେଉଥିବା ବେଳେ ଏବେ ଆଗକୁ...

ପଦ୍ମଶ୍ରୀ ଶ୍ରୀନିବାସ ଉଦ୍‌ଗାତା ପାଇବେ ସାହିତ୍ୟ ଭାରତୀ ସମ୍ମାନ

କଟକ ଅଫିସ,୩ା୩:ଗଙ୍ଗାଧର ରଥ ଫାଉଣ୍ଡେଶନ ପକ୍ଷରୁ ସର୍ବୋଚ୍ଚ ‘ସାହିତ୍ୟ ଭାରତୀ ସମ୍ମାନ : ୨୦୨୩’ ସାହିତି୍ୟକ ପଦ୍ମଶ୍ରୀ ଶ୍ରୀନିବାସ ଉଦ୍‌ଗାତାଙ୍କୁ ପ୍ରଦାନ କରାଯିବ। ଏହି ସମ୍ମାନ...

Advertisement
Archives

Model This Week