ଜୁଆ ଆଡ୍ଡାରେ ଚଢ଼ାଉ: ୩ ଗିରଫ

ବାସୁଦେବପୁର,୭।୧୦(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ଥାନା ଅଧୀନ ପଢୁଅଁ। ବଜାରରେ ବେଆଇନ ଭାବେ ଜୁଆଖେଳ ଚାଲିଥିବାବେଳେ ପୋଲିସ ଚଢ଼ାଉ କରିଛି। ପୋଲିସ ୩ ଜୁଆଡ଼ିଙ୍କୁ ଗିରଫ କରିଛି। ସେମାନେ ହେଲେ ପଢୁଆ ଗ୍ରାମର କୁନା ମଳିକ, ଯୋଗେନ୍ଦ୍ର କୁମାର ମଳିକ ଓ ତପନ କୁମାର ମଳିକ। ଏଥିସହ ପୋଲିସ ସେଠାରୁ ୧୩ ଶହ ଟଙ୍କା ଓ ଜୁଆଖେଳ ସାମଗ୍ରୀ ଜବତ କରିଛି। ଏନେଇ ବାସୁଦେବପୁର ଥାନାରେ ଏକ ମାମଲା(ନଂ.୩୨୧/୧୯) ରୁଜୁ କରାଯାଇ ଗିରଫ ୩ ଜଣଙ୍କୁ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫-ଟି ପ୍ରଭାବ: ଦେଢବର୍ଷ ପରେ ନିଯୁକ୍ତି ପାଇଁ ପରୀକ୍ଷା; ୨୪ ଘଣ୍ଟାରେ ବାହାରିଲା ପରୀକ୍ଷାଫଳ

ଭୁବନେଶ୍ୱର, ୧୦।୧୧(ବ୍ୟୁରୋ): ପଞ୍ଚାୟତିରାଜ ବିଭାଗ ଅଧୀନରେ କାର୍ଯ୍ୟ କରୁଥିବା ଓଡ଼ିଶା ଲାଇଭ୍‌ଲି ହୁଡ୍‌ ମିଶନ (ଓଏଲ୍‌ଏମ୍‌) ପାଇଁ ଜିଲା ଓ ବ୍ଲକ୍‌ ସ୍ତରୀୟ ସହାୟକ ପଦବୀ...

ଟ୍ରକ୍‌ ଧକ୍କାରେ ଛାତ୍ରୀ ମୃତ: ଘଟଣାସ୍ଥଳରେ ଉତ୍ତେଜନା

ରସୁଲପୁର, ୧୬।୯(ଡି.ଏନ୍‌.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ଅନ୍ତର୍ଗତ ମଙ୍ଗରାଜପୁର ପଞ୍ଚାୟତ ବରୁଆଁ-ବାଲିଚନ୍ଦ୍ରପୁର ରାସ୍ତା ଖଣ୍ଡାସ ଛକରେ ସୋମବାର ଅପରାହ୍ନରେ ସଡ଼କ ଦୁର୍ଘଟଣାରେ ଜଣେ ୪ର୍ଥ...

ବିଜୟ ପରେ ପରସ୍ପରକୁ ଅଭିନନ୍ଦନ

ଭୁବନେଶ୍ୱର,୨୪-୫- (ବ୍ୟୁରୋ):ଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦ୍ୱିତୀୟଥର ନିର୍ବାଚିତ ହୋଇଛନ୍ତି। ଅନୁରୂପଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ ୫ମ ଥର ପାଇଁ ବିଜୟୀ ହୋଇଛନ୍ତି। ରାଜ୍ୟର...

କଟକ ରେଳ ଷ୍ଟେଶନ ଖାଁ ଖାଁ

କଟକ ଅଫିସ,୨୨।୩: ଜନତା କର୍ଫ୍ୟୁର ପ୍ରଭାବ ରବିବାର କଟକ ରେଳ ଷ୍ଟେଶନରେ ଦେଖିବାକୁ ମିଳିଛି। ଟ୍ରେନ ଚଳାଚଳ ବାତିଲ ନେଇ ପୂର୍ବରୁ ସୂଚନା ଦିଆଯାଇଥିଲା। ଏଣୁ...

ବିଦେଶରୁ ଫେରିବେ ଓଡ଼ିଆ: ଜାରି ହେଲା ନୂଆ ଗାଇଡ୍‌ଲାଇନ୍‌; ରେଜିଷ୍ଟ୍ରେଶନ୍‌ ସହ ଟେଷ୍ଟିଂ ବାଧ୍ୟତାମୂଳକ

ଭୁବନେଶ୍ୱର,୫।୫(ବ୍ୟୁରୋ): ଆଗାମୀ ଦିନରେ ବିଦେଶରୁ ବହୁ ଓଡ଼ିଆ ଫେରିବାର ସମ୍ଭାବନା ରହିଛି। ଏହାକୁ ନେଇ ନୂଆ ଗାଇଡ୍‌ଲାଇନ୍‌ ବିଷୟରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।...

୭ଦିନ ଧରି ପାଳନ ହେବ ବିଜୁ ଜୟନ୍ତୀ

ଭୁବନେଶ୍ୱର,୪ା୨(ବ୍ୟୁରୋ): ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀକୁ ଚଳିତ ବର୍ଷ ବିଜେଡି ସପ୍ତହବ୍ୟାପୀ ପାଳନ କରିବ ବୋଲି ନିଷ୍ପତ୍ତି ନେଇଛି। ଆସନ୍ତା ମାର୍ଚ୍ଚ ୫ ତାରିଖରେ ବିଜୁବାବୁଙ୍କ...

ବିଧାନସଭାରେ ନୀରବ ଜନପ୍ରତିନିଧି

ଯାଜପୁର ଅଫିସ,୩ା୩: ଯାଜପୁର ଜିଲାରେ ପ୍ରାୟ ୧୮ହଜାର ହେକ୍ଟର ଜମିରେ ପନିପରିବା ଚାଷ ହେଉଛି। ଏଠାରୁ ପନିପରିବା ଜିଲା ତଥା ରାଜ୍ୟ ବାହାରକୁ ମଧ୍ୟ ରପ୍ତାନୀ...

ମଦ ଜବତ, ୩ ଗିରଫ

ଆର,ଉଦୟଗିରି,୧୫ା୪(ଡି.ଏନ୍‌.ଏ.)- ଗଜପତି ଜିଲାପାଳ ଅନୁପମ ସାହା ଏବଂ ଅବକାରୀ ଅଧ୍ୟକ୍ଷ ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ନିର୍ଦ୍ଦେଶକ୍ରମେ ଆର. ଉଦୟଗିରି ଅବକାରୀ ବିଭାଗ କର୍ମଚାରୀ ଆସିସାହି, ଖଜୁରିପଦା...

Coronavirus Update

Archives

Model This Week

Why Dharitri