ଜୁଆ ଆଡ୍ଡାରେ ଚଢ଼ାଉ: ୪ ଜୁଆଡ଼ି ଗିରଫ

ଦିଗପହଣ୍ଡି,୨୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ମଙ୍ଗଳା ମନ୍ଦିର ଯାତ୍ରାପଡ଼ିଆ ମଣ୍ଡପ ନିକଟରେ ଚାଲିଥିବା ଜୁଆ ଆଡ୍ଡାରେ ପୋଲିସ ଅତର୍କିତ ଚଢ଼ାଉ କରି ୪ ଜୁଆଡ଼ିଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ୮ ହଜାର ୬୭୦ ଟଙ୍କା, ୨ ମୁଠା ତାସ ଓ ଏକ ଜରିପାଲ ଜବତ ହୋଇଛି। ଅଭିଯୁକ୍ତଙ୍କ ନାମରେ ଥାନାରେ କେସ ନଂ. ୧୩୪/୧୯ ଅନୁଯାୟୀ ଏକ ମାମଲା ରୁରୁ ହୋଇଛି।
ଶୁକ୍ରବାର ଜୁଆଖେଳ ଚାଲିଥିବା ବେଳେ ପୋଲିସ ସେମାନଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏକାଗ୍ରତା ଆଣେ ସଫଳତା: ସୁରେଶଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍‌କାର

ହାଇଟେକ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନର ମ୍ୟାନେଜିଂ ଟ୍ରଷ୍ଟି ତଥା ସିଇଓ ସୁରେଶ କୁମାର ପାଣିଗ୍ରାହୀ ଜଣେ ଉଦ୍ୟୋଗୀ ଏବଂ ଶିକ୍ଷାବିତ୍‌ ଭାବରେ ଅନୁଷ୍ଠାନ ଆରମ୍ଭରୁ ଏହାର ଭିତ୍ତିଭୂମିକୁ…

ପୋଲ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଆଉ ତା’ପରେ ଘଟିଲା

ଲୋଇସିଂହା,୪।୪(ସୁଶାନ୍ତ ବାରିକ) ବରଗଡ-ବଲାଙ୍ଗୀର ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ ପୋଲ ତଳକୁ ଏକ ସିମେଣ୍ଟ ବୋଝେଇ ଟ୍ରକ ଖସି ପଡ଼ିଛି। ଦୁର୍ଘଟଣାସ୍ଥଳରେ ଜଣେ…

ଖୁସି ଖବର! ହର୍ମୁଜ ପାର୍ ହୋଇ ଭାରତ ଆସୁଛି ତେଲ-ଗ୍ୟାସ ଜାହାଜ, କମିଯିବକି ଦର?

ନୂଆଦିଲ୍ଲୀ,୪।୪: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଭାରତ ପାଇଁ ଏକ ଆଶ୍ବସ୍ତିକର ଖବର ଅଛି । ଭାରତୀୟ ପତାକା ଲାଗିଥିବା ଜାହାଜ ସହିତ, ଅନ୍ୟ ତିନୋଟି ଜାହାଜ ସଫଳତାର…

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ କୂଅରେ ପଡିଗଲା କାର୍, ଗୋଟିଏ ପରିବାରର ୯ ମୃତ

ମୁମ୍ବାଇ,୪ା୪: ମହାରାଷ୍ଟ୍ରର ନାଶିକରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ କାର ନିୟନ୍ତ୍ରଣ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ପାଣି ଭର୍ତ୍ତି କୂଅରେ…

ବିପଦପୂର୍ଣ୍ଣ ଅବସ୍ଥାରେ ଟ୍ରାନ୍ସଫର୍ମର: ଅଭିଯୋଗ ପରେ ବି ଶୁଣୁନାହାନ୍ତି ବିଭାଗୀୟ ଅଧିକାରୀ

ଗଞ୍ଜାମ,୪।୪(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ସୂର୍ଯ୍ୟନାରାୟଣପୁର ଓଡ଼ିଆର୍ପି କଲୋନୀରେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି ଟ୍ରାନ୍ସଫର୍ମର। ଇଲେକ୍ଟ୍ରି ଟ୍ରାନ୍ସଫର୍ମର ସ୍ଥାନୀୟ ବାସିନ୍ଦା ସୁଦର୍ଶନ ପ୍ରଧାନଙ୍କ…

ରେଳ ଷ୍ଟେଶନରୁ ୪୦ ଲକ୍ଷ ଜବତ: ଯୁବକଙ୍କୁ ଅଟକ ରଖିଲା ପୋଲିସ

କେସିଙ୍ଗା,୪।୪(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନରେ ଜଣେ ଯୁବକଙ୍କଠାରୁ ଟିଟିଲାଗଡ ରେଲୱେ ପୋଲିସ ୪୦ ଲକ୍ଷ ଟଙ୍କା ଜବତ ଜଣେ ଆସାମୀକୁ…

ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଟଙ୍କା ଆତ୍ମସାତ୍‌ ଅଭିଯୋଗ: ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ଶିକ୍ଷକ

ନୂଆପଡ଼ା,୪ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି କଲେଜରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଦରମା ଟଙ୍କା ଆତ୍ମସାତ୍‌ କରିଥିବା ସିନାପାଲି…

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri