ଜୁଆ ଆଡ୍ଡା ଉପରେ ଚଢ଼ାଉ: ୯ ଜୁଆଡ଼ି ଗିରଫ, ୮୫ ହଜାର ୫୦୦ ଟଙ୍କା ଜବତ

ଛତ୍ରପୁର, ୨।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ମାଣ୍ଡିଆପଲ୍ଲୀ ଟାଟା ପ୍ରକଳ୍ପ ନିକଟ ଏକ ଜଙ୍ଗଲରେ ଜୁଆ ଖେଳ ଚାଲିଥିବା ନେଇ ଚମାଖଣ୍ଡି ଥାନା ପୋଲିସକୁ ଶୁକ୍ରବାର ସନ୍ଧ୍ୟାରେ ଖବର ମିଳିଥିଲା। ଏହାପରେ ଛତ୍ରପୁର ଏସ୍‌ଡିପିଓ ଗୌତମ କିଷାନଙ୍କ ନେତୃତ୍ୱରେ ଚମାଖଣ୍ଡି ପୋଲିସର ଏକ ଟିମ୍‌ ସେଠାରେ ଚଢ଼ାଉକରି ୮୫ ହଜାର ୫୦୦ଟଙ୍କା ଜବତ କରିବା ସହ ୯ ଜୁଆଡିକୁ ଗିରଫ କରିଛନ୍ତି। ଏଥିସହ ୧୭ଟି ଗାଡି ଓ ୧୦ଟି ମୋବାଇଲ ଫୋନ୍‌ ଜବତ କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?