ଜୁନାଗଡରେ ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ

ଜୁନାଗଡ,୨।୧୦(ଡି.ଏନ.ଏ.)-କଳାହାଣ୍ଡି ଜିଲା ଜୁନାଗଡ ସଂସ୍‌ୃତି ଭବନଠାରେ ମଙ୍ଗଳବାର ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜୁନାଗଡ ବ୍ଲକ ବିଜେଡି ସଭାପତି ପ୍ରମୋଦ ବେହେରାଙ୍କ ଅଧ୍ୟକ୍ଷତାରେ ମୁଖ୍ୟଅତିଥି ଭାବେ ଶକ୍ତି, ଶିଳ୍ପ,ଏମଏସଏମଇ ତଥା ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପ୍‌ଟେନ ଦିବ୍ୟ ଶଙ୍କର ମିଶ୍ର ଯୋଗଦେଇ ବିଜେଡିକୁ ଶକ୍ତିଶାଳୀ କରିବାକୁ ହେଲେ ତୃଣମୂଳସ୍ତରରେ ସଭ୍ୟ ସଂଗ୍ରହ କରିବା ପାଇଁ କର୍ମୀଙ୍କୁ ଆହ୍ବାନ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ଜିଲା ସଭାନେତ୍ରୀ କଲ୍ୟାଣୀ ନାଏକ, ଗୋଲାମୁଣ୍ଡା ବ୍ଲକ ଅଧ୍ୟକ୍ଷ ତୁଳେଶ୍ୱର ନାଏକ, ଜୁନାଗଡ ବ୍ଲକ ସରପଞ୍ଚ ସଂଘ ସଭାପତି ଅଜୟ କୁମାର ବେହେରା, ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷ ମହେଶ ସାହୁ, ବିଶ୍ୱନାଥ କର, ପ୍ରଦ୍ୟୁମ୍ନ ରାଉତ, ଚିଚୈଗୁଡା ସରପଞ୍ଚ ସୁଧିରା ମେହେର ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ଛୋରିଆଗଡ ସମିତିସଭ୍ୟ ପ୍ରେମଲାଲ ନାଏକଙ୍କ ସମେତ ଅନେକ ବ୍ୟକ୍ତି ବିଜେଡିରେ ଯୋଗଦେଇଥିଲେ। ଏଥିରେ ଜୁନାଗଡ ବ୍ଲକ ଓ ଏନ୍‌ଏସିର ଶତାଧିକ ଦଳୀୟ ମହିଳା, ପୁରୁଷ ସଭ୍ୟାସଭ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିି ଆଜ୍ଞାମାଳ ବିଜେ

ପୁରୀ ଅଫିସ,୨୨।୬: ରଥଯାତ୍ରାକୁ ନେଇ ଦ୍ୱନ୍ଦ୍ୱ ଦୂର ହୋଇନି। ଏଥର ବଡ଼ଦାଣ୍ଡରେ ରଥ ଗଡ଼ିବ ନାହିଁ ବୋଲି ସୁପ୍ରିମ୍‌କୋର୍ଟ ରାୟ ଦେଇଥିଲେ। ମାତ୍ର ଏହାକୁ ନେଇ...

ନଦୀରେ ଭାସିଗଲେ ଯୁବକ

ପାରଳାଖେମୁଣ୍ଡି,୨୬ା୯(ଡି.ଏନ୍‌.ଏ.):ଗଜପତି ଜିଲା ଗୋଷାଣୀ ବ୍ଲକ ଅନ୍ତର୍ଗତ ବମିକା ନିକଟ ସାଇଲଡା ଗ୍ରାମ ନଦୀରେ ଭାସି ଯାଇ ରବିବାର ଜଣେ ଯୁବକ ନିଖୋଜ ହୋଇଛନ୍ତି। ସେ ହେଲେ...

ବାରଙ୍ଗ କାଚ କାରଖାନା ପ୍ରତିଷ୍ଠାତାଙ୍କ ପରଲୋକ

ନରାଜ, ୨୧।୧୧(ଡି.ଏନ୍‌.ଏ.): ବାରଙ୍ଗ କାଚ କାରଖାନାର ପ୍ରତିଷ୍ଠାତା ଯୁଗଳ କିଶୋର ଝୁନଝୁନୱାଲାଙ୍କ ୮୯ ବର୍ଷରେ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଅପରାହ୍ନରେ ତାଙ୍କ...

ପଥରରେ ଛେଚି ସାଙ୍ଗକୁ ହତ୍ୟା କଲା ସାଙ୍ଗ

ଜୟପୁର, ୨୧ା୨: ଜୟପୁର ସହରରେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଛି। ମୃତକ ହେଲେ ଜୟପୁର ଗୌଡସାହି ନିକଟସ୍ଥ ମାଳିସାହିର ଚନ୍ଦ୍ର ପରଜା। ମିଳିଥିବା...

ଏସ୍‌ସିବି ପୁନର୍ବିନ୍ୟାସ: ଜୋବ୍ରା ଅଞ୍ଚଳରେ ଉଚ୍ଛେଦ ବେଳେ ପ୍ରତିବାଦ

କଟକ ଅଫିସ,୬।୨: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ(ଏସ୍‌ସିବି)ର ନବକଳେବର ଲାଗି ଗୁରୁବାର ଜୋବ୍ରା ଅଞ୍ଚଳରେ ଉଚ୍ଛେଦ କାର୍ଯ୍ୟ ଚାଲୁ ରହିଛି। ଇଲେକ୍ଟ୍ରି...

ଓଲଟିଲା ଯାତ୍ରୀବାହୀ ବସ୍‌

ରାଇରଙ୍ଗପୁର,୨୮ା୧୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଗୋରୁମହିଷାଣୀ ଥାନା ଅନ୍ତର୍ଗତ ତୋଲକୋ ଗାଁ ନିକଟରେ ରବିବାର ସକାଳେ ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିଛି। ଫଳରେ ୧୦ ଜଣ...

ବ୍ଲକ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ବାଲିଗୁଡ଼ା ବିଧାୟକ

କ.ନୂଆଗଁ।,୨୭।୫(ଡି.ଏନ୍‌.ଏ.)- କ.ନୂଆଗଁ। ବ୍ଲକର ଅଧ୍ୟକ୍ଷ ଚକ୍ରମଣି କହଁର ବାଲିଗୁଡ଼ା ବିଧାୟକ ଭାବେ ନିର୍ବାଚିତ ହେବା ପରେ ସୋମବାର ଅଧ୍ୟକ୍ଷ ପଦବୀରୁ ଇସ୍ତଫା ଦେଇଛନ୍ତି। ସେ ଗତ...

ନନ୍ଦଳାରେ ଅଗ୍ନିକାଣ୍ଡ: ୪ ବଖରା ଭସ୍ମୀଭୂତ, ୨ ବଳଦ ଅର୍ଦ୍ଧଦଗ୍ଧ

କୃଷ୍ଣପ୍ରସାଦ, ୨୯।୧୦(ଡି.ଏନ୍‌.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ରାମଲେଙ୍କା ପଞ୍ଚାୟତ ନନ୍ଦଳାଗାଁରେ ସୋମବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୪ ବଖରା ଘର ପୋଡ଼ିଯାଇଛି।...

Advertisement
Archives

Model This Week