ଜୁନାଗଡ଼ ଗଣବଳାତ୍କାର ଘଟଣା: ବିଜେଡି ନେତାଙ୍କ ଲିଙ୍କ୍‌ ଥିବା ଅଭିଯୋଗ ଆଣିଲା ଭାଜପା

ଭୁବନେଶ୍ୱର, ୨୭।୯(ବ୍ୟୁରୋ): କଳାହାଣ୍ଡି ଜିଲା ଜୁନାଗଡ଼ ଗଣବଳାତ୍କାର ଘଟଣା ନୂଆ ମୋଡ଼ ନେଇଛି। ବିଜେଡି ନେତାଙ୍କ ଡ୍ରାଇଭର ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ। ପୀଡ଼ିତାଙ୍କ ବୟାନକୁ ଭିତ୍ତିକରି ଏଭଳି ସଂଗୀନ ଅଭିଯୋଗ ଆଣିଛି ଭାଜପା। ଏହି ଘଟଣାରେ ବିଜେଡି ନେତାଙ୍କ ଲିଙ୍କ୍‌ ଥିବା ଭାଜପା ଅଭିଯୋଗ ଆଣିଛି। ଶୁକ୍ରବାର ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଭାଜପା ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ଏହା କହିଛନ୍ତି। ଏଥିସହ ପୀଡ଼ିତାଙ୍କୁ ଲିପ୍ଟ ଦେଇଥିବା ଡ୍ରାଇଭର ଲଳିନ୍ଦ୍ର ଶବରକୁ ପୋଲିସ କାହିଁକି ଛାଡିଲା ତାର ଖୁଲାସା କରାଯାଉ ବୋଲି ଲେଖାଶ୍ରୀ ଦାବି କରିଛନ୍ତି।
ସେ କହିଛନ୍ତି, ଲଳିନ୍ଦ୍ର କଳାହାଣ୍ଡି ଜିଲା ବିଜେଡି କାର୍ଯ୍ୟକାରୀ ସଭାପତିଙ୍କ ବସ୍‌ ଡ୍ରାଇଭର। ବିଜେଡି ନେତାଙ୍କ ଡ୍ରାଇଭର ହୋଇଥିବାରୁ ତାଙ୍କୁ ଛାଡ଼ି ଦିଆଯାଇଥିବା ଲେଖାଶ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ମହାପ୍ରୟାଣ ଗାଡ଼ି, ଖଟିଆରେ ବୁହା ହେଲା ମୃତଦେହ: ତଳିଆ କର୍ମଚାରୀ ସସ୍‌ପେଣ୍ଡ; ଇନ୍‌ଚାର୍ଜ, କାର୍ଯ୍ୟରତ ଡାକ୍ତରଙ୍କୁ କାରଣ ଦର୍ଶାଅ ନୋଟିସ୍‌

ଦାରିଙ୍ଗବାଡ଼ି,୨୯।୬(ଡି.ଏନ୍‌.ଏ.)- ମିଳିଲାନି ମହାପ୍ରୟାଣ ଗାଡ଼ି। ଖଟିଆରେ ବୁହାହେଲେ ରୋଗୀଙ୍କ ମୃତଦେହ। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ। ଏଠାରେ...

ରେକର୍ଡ ଭାଙ୍ଗିଲା କରୋନା: ଦିନକରେ କରୋନା ନେଲା ୬୩ ଜୀବନ

ଭୁବନେଶ୍ୱର,୧୨/୭(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୬୩ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୬୬୨ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର...

ମଙ୍ଗଳବାରଠୁ ଖୋଲିବ ଘଟଗାଁ ତାରିଣୀ ମନ୍ଦିର

କେନ୍ଦୁଝର/ଘଟଗାଁ,୯ା୮(ସ୍ବ.ପ୍ର./ଡି.ଏନ୍‌.ଏ.): ମଙ୍ଗଳବାରଠାରୁ କୋଭିଡ୍‌ କଟକଣାରେ ଖୋଲିବ କେନ୍ଦୁଝର ଜିଲାର ପ୍ରସିଦ୍ଧ ଘଟଗାଁ ତାରିଣୀ ମନ୍ଦିର। ଏନେଇ ଜିଲା ପ୍ରଶାସନ ପକ୍ଷରୁ ଗାଇଡ୍‌ଲାଇନ ଜାରି କରାଯାଇଛି। ଶ୍ରଦ୍ଧାଳୁମାନେ...

ଅନ୍‌ଲାଇନ ଗେମ୍‌ ଖେଳିବା ମହଙ୍ଗା ପଡ଼ିଲା: ୬୫ହଜାର ଟଙ୍କା ଲୁଟ

ବିଞ୍ଝାରପୁର,୨୦।୪ (ଡି.ଏନ.ଏ): ବିଞ୍ଝାରପୁର ଥାନା କଲ୍ୟାଣପୁର ପଞ୍ଚାୟତ ସମଲପୁର ଗ୍ରାମର ପ୍ରଦୀପ ବେହେରାଙ୍କ ପୁଅ ପ୍ରିୟବ୍ରତ(୧୮) ନିଜ ମୋବାଇଲରେ ଅନଲାଇନରେ ଫ୍ରି ଫାୟାର ଗେମ୍‌ ଖେଳୁଥିଲେ।...

ଯୁକ୍ତ୨ ପରୀକ୍ଷକ ତାଲିକା ପାଇଁ ଶିକ୍ଷକଙ୍କ ତଥ୍ୟ ମାଗିଲା ସିଏଚ୍‌ଏସ୍‌ଇ

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ):ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ବାର୍ଷିକ ପରୀକ୍ଷା ୨୦୨୩ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ପରୀକ୍ଷା ନିୟନ୍ତ୍ରକ ସବୁ ଉଚ୍ଚ...

ସିଏଏ: ଏକ ନୈତିକ ଓ ସାମ୍ବିଧାନିକ ପ୍ରତିଫଳନ

ଉତ୍ତର ଦିଲ୍ଲୀ ଯମୁନା ନଦୀ କୂଳରେ ମଜନୁକା ତିଲାର ଏକ ଶରଣାର୍ଥୀ ଶିବିରରେ ଜନ୍ମ ନିଏ ଏକ କୁନିଝିଅ ‘ନାଗରିକତା’। ପାକିସ୍ତାନରେ ଉପତ୍ୀଡ଼ନ ସହ୍ୟ କରି...

ରାଜ୍ୟରେ ଧାର୍ମିକସ୍ଥଳ ଖୋଲିବା ପ୍ରସଙ୍ଗ: ଶ୍ରୀମନ୍ଦିରକୁ ଅନ୍ୟ ସହ ତୁଳନା କରା ନ ଯାଉ

ପୁରୀ ଅଫିସ,୯।୧୦: କରୋନା ପାଇଁ ବନ୍ଦ ଥିବା ରାଜ୍ୟର ଧାର୍ମିିକସ୍ଥଳ ଖୁବଶୀଘ୍ର ଖୋଲିପାରେ। ଏଥିଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ସଙ୍କେତ ମିଳିଛି। ଜିଲାର ସ୍ଥିତି ଦେଖି...

ମୟୂରଭଞ୍ଜ ପଲିଟେକ୍‌ନିକ୍‌ରେ ପ୍ରତିଷ୍ଠା ହେବ ଉତ୍କର୍ଷ କେନ୍ଦ୍ର

ଭୁବନେଶ୍ୱର, ୩ା୫(ବ୍ୟୁରୋ):ମୟୂରଭଞ୍ଜସ୍ଥିତ ସରକାରୀ ପଲିଟେକ୍‌ନିକ୍‌ରେ ଆଡ୍‌ଭାନ୍ସ ମେକାଟ୍ରୋନିକ୍ସ ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା କରାଯିବ। ପ୍ରାୟ ୪.୧୮ କୋଟି ଟଙ୍କା ବ୍ୟୟରେ ହେବାକୁ ଥିବା ଏହି ଉତ୍କର୍ଷ...

Advertisement
Archives

Model This Week