ତୃତୀୟ ରାଉଣ୍ଡ ସୁଦ୍ଧା ଜୁନାଗଡ଼ରେ ବିଜେଡି ଆଗୁଆ

ଭବାନୀପାଟଣା,୨୩।୫: ତୃତୀୟ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଜୁନାଗଡ଼ ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ଦିବ୍ୟଶଙ୍କର ମିଶ୍ର ଆଗୁଆ ଅଛନ୍ତି। ଦିବ୍ୟଶଙ୍କର ୪୫୫୬ ଭୋଟ ପାଇଥିବାବେଳେ ଭାଜପାର ମନୋଜ କୁମାର ମେହେର ୨୪୧୨ ଭୋଟ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଅସହଯୋଗ, ଅଟକିଛି ଲଞ୍ଚ ଆମ୍ବୁଲାନ୍ସ

ତେନ୍ତୁଳିଖୁଣ୍ଟି,୭।୧୨(ଡି.ଏନ୍‌.ଏ.) ଜଳବନ୍ଦୀଙ୍କୁ ଜରୁରିକାଳୀନ ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ ଲଞ୍ଚ ଆମ୍ବୁଲାନ୍ସ(୧୦୮) ବ୍ୟବସ୍ଥା କରାଯାଇଛି। କିନ୍ତୁ ସ୍ଥାନୀୟ ପ୍ରଶାସନର ସହଯୋଗ ଅଭାବରୁ ସେଗୁଡିକ ନିଜ ଲକ୍ଷ୍ୟସ୍ଥଳରେ ପହଞ୍ଚତ୍...

ସମ୍ବଲପୁରରେ ବିସିଆଇ ଟିମ୍‌

ସମ୍ବଲପୁର,୨୬।୨(ବ୍ୟୁରୋ): ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶକୁ ଅବମାନନା କରି ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ନେଇ ସମ୍ବଲପୁରଠାରେ ଜିଲା ଓକିଲ ସଂଘ ଆନ୍ଦୋଳନରେ ସାମିଲ ହୋଇଥିଲା।...

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆରମ୍ଭ, ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ହେବ ଆଲୋଚନା

ପୁରୀ ଅଫିସ,୫।୨: ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ପରିଚାଳନା କମିଟି ବୈଠକ ବୁଧବାର ଆରମ୍ଭ ହୋଇଛି। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ...

ଯାଞ୍ଚବେଳେ ଧରାପଡ଼ିଲା ବାଇକ୍‌ ଚୋରି ର଼୍ୟାକେଟ: ୫ ଚୋରା ବାଇକ ଜବତ, ଦୁଇ ଗିରଫ

ଭୁବନେଶ୍ୱର, ୨୯ା୫(ବ୍ୟୁରୋ): ନୟାପଲ୍ଲୀ ଥାନା ପୋଲିସ ଗାଡ଼ି ଚେକିଂ କରୁଥିବାବେଳେ ବାଇକ ଚୋରି ରାକେଟକୁ ଧରିଛି। ଏହି ର଼୍ୟାକେଟରେ ସମ୍ପୃକ୍ତ ଦୁଇ ଜଣଙ୍କୁ ଗରଫ କରିବା...

ପୁଣି ବର୍ଷା: ୧୮ରେ ହାଲ୍‌କା ୧୯, ୨୦ରେ ପ୍ରବଳ ବର୍ଷିପାରେ

ଭୁବନେଶ୍ୱର,୧୬।୯(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ନିକଟସ୍ଥ ମିଆଁମାର ଉପକୂଳରେ ଗୁରୁବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା କ୍ରମଶଃ ପଶ୍ଚିମ, ଉତ୍ତର ପଶ୍ଚିମ...

ଜେଲରେ ମିଳିବ କନ୍ଧମାଳ ହଳଦୀ

ସମ୍ବଲପୁର, ୩ା୨(ବ୍ୟୁରୋ): ସମ୍ବଲପୁର ମଣ୍ଡଳ କାରାଗାରରେ ଏଣିକି କନ୍ଧମାଳ ହଳଦୀ ଉପଲବ୍ଧ ହେବ। ବୁଧବାର କାରାଗାର ପରିସରରେ ଏକ କାଉଣ୍ଟର ଖୋଲାଯାଇ ହଳଦୀ ସାଙ୍ଗକୁ ଅଟା,...

ରାଜ୍ୟରେ ମରୁଡ଼ିର ପଦଧ୍ୱନି

ଭୁବନେଶ୍ୱର,୩୧। ୭(ବ୍ୟୁରୋ): ରାଜ୍ୟରେ ମୌସୁମୀ ଦାଉ ସାଧିଲାଣି। ଗତ ଦୁଇ ସପ୍ତାହରୁ ଊର୍ଦ୍ଧ୍ୱ ହେବ ବର୍ଷାର ନାଁ ଗନ୍ଧ ନାହିଁ। କେଉଁଠି କେମିତି କାଁ ଭାଁ...

ଘରେ ପହଞ୍ଚିବ ଭୋଗ, ବ୍ରତ, ଶଙ୍ଖା, ସିନ୍ଦୂର

କଟକ ଅଫିସ, ୧୦ା୧୦: ଦୁର୍ଗାପୂଜା ଆସିଲେ ଚଳଚଞ୍ଚଳ ହୋଇଉଠେ କଟକ ସହର। ପ୍ରାୟ ୧ ମାସ ପୂର୍ବରୁ ପ୍ରସ୍ତୁତି ଆରମ୍ଭ ହୋଇଥାଏ। କାରିଗରମାନେ ମୂର୍ତ୍ତି ଓ...

Advertisement
Archives

Model This Week